Breaking News

ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||     

ସାନେ ଢାକା ଇଚି ହେଲେ ଜାପାନ ରପ୍ରଥମ ମହିଳା ପ୍ରଧାନମନ୍ତ୍ରୀ |

22-Oct-2025

 ସାନେ ଢାକା ଇଚି ଜାପାନ ର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ହେଲେ,

 ଭାରତ ର ପ୍ରଧାନମନ୍ତ୍ରୀ ଜଣାଇଲେ ସୁଭେତ୍ସା ଓ ଆଭିନନ୍ଦନ,

           ଓଡିଶା ଜନ ମତ ବ୍ୟୁରୋ,

ଦୀର୍ଘ ବର୍ଷ ପରେ ଜାପାନକୁ ମିଳିଲା ପ୍ରଥମ ମହିଳା ପ୍ରଧାନମନ୍ତୀ, ସେହେଉଛନ୍ତି ସାନେ ଢାକା ଇଚି |  ପ୍ରଧାନମନ୍ତ୍ରୀ ହେବା ପରେ ଶପଥ ପାଠ ପରେ ଜାତିଉଦେଶ୍ୟରେ ସେ ତାଙ୍କର ଅଭିଭାଷଣ ରେ କହିଛନ୍ତି କି 
ସ୍ଵତନ୍ତ୍ର ରଣନୈତିକ ଏବଂ ବିଶ୍ଵ ସହଭାଗୀତାକୁ ଆହୁରି ମଜବୁତ କରିବା ପାଇଁ ମୁଁ ଆପଣଙ୍କ ସହିତ କାମ କରିବାକୁ  ପ୍ରସ୍ତୁତ ରହିଛି |  ଜାପାନର – ଲିବରାଲ ଡେମୋକ୍ରାଟିକ୍ ପାର୍ଟିର ର ଅଧ୍ଯକ୍ଷ ସାନେ -ତାକାଇଚି ମଙ୍ଗଳବାର ଦିନ  ସଂସଦ  ଦ୍ବାରା ପ୍ରଧାନମନ୍ତ୍ରୀ ନିର୍ବାଚିତ ହୋଇଛନ୍ତି । ସାନେ ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହେବା ଐତିହାସିକ, କାରଣ ସେ ଜାପାନର ପ୍ରଥମ ମହିଳା  ପ୍ରଧାନମନ୍ତ୍ରୀ। ତାଙ୍କ ପୂର୍ବରୁ କୌଣସି ମହି ମହିଳାଙ୍କୁ  ଜାପାନରେ ଏହି ପଦବୀ ମିଳିନଥିଲା। ତେବେ ଏହି ଖବର ଆସିବା ପରେ  ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାନେ ତାକାଇଚିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏକ୍ସରେ ପୋଷ୍ଟ କରି ସେ ତାଙ୍କୁ ଶୁଭେଚ୍ଛା ଜଣାଇଥିବା ଦେଖାଯାଇଛି। ସେ କରିଥିବା ପୋଷ୍ଟରେ ଲେଖାଯାଇଛି ଯେ, ‘ସାନେ ତାକାଇଚି, ଜାପାନର ପ୍ରଧାନମନ୍ତ୍ରୀ ଭାବରେ  ନିର୍ବାଚିତ ହୋଇଥିବା ବାରୁ ଆପଣଙ୍କୁ ହାର୍ଦ୍ଦିକ ଅଭିନନ୍ଦନ।  ମୋଦୀ ଆହୁରି କହିଛନ୍ତି କି ଭାରତ-ଜାପାନ  ସ୍ୱତନ୍ତ୍ର ରଣ ନୈତିକଏବଂ ବିଶ୍ୱ ସହାଭାଗୀତାକୁଆହୁରି ମଜବୁତ କରିବା ପାଈଁ ମୁଁ ସବୁବେଳେ ଆପଣଙ୍କ ସହିତ କାମ କରିବା ପାଇଁ     ଅପେକ୍ଷା କରିଛି |ଆମର ଗଭୀର ସମ୍ପର୍କ ଶାନ୍ତି, ସ୍ଥିରତା ଓ ସମୃଦ୍ଧି ପାଈଁଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ  ଅଟେ |

News Comment

You Might Also Like

BACK TO TOP