Breaking News

ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||     

କେଶପୁର ସ୍ନାତକ ମହାବିଦ୍ୟାଳୟ ରେ ଓଡ଼ିଆ ବିଭାଗ ତରଫରୁ ନବାଗତ ଛାତ୍ର, ଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା |

22-Oct-2025

କେଶପୁର ସ୍ନାତକ ମହାବିଦ୍ୟାଳର ଓଡ଼ି ଭାଷା ଓ ସାହିତ୍ୟ   ବିଭାଗ ତରଫରୁ ନବାଗ ଛାତ୍, ଛାତ୍ରୀଙ୍କ   ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ,

 ଓଡିଶା ଜନ ମତ, ଖଲ୍ଲିକୋଟ, ବିକାଶ କୁମାର ସାହୁ,

କେଶପୁର ସ୍ନାତକ ମହାବିଦ୍ୟାଳୟରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ତରଫରୁ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ ଅବସରରେ ଏକଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମହାବିଦ୍ୟାଳୟର ସାରସ୍ୱତ ପ୍ରାଚୀର ପତ୍ରିକା "ମୁକ୍ତା" ର ଭବ୍ୟ ଉନ୍ମୋଚନ କରାଯାଇଅଛି।
   ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ଅଶୋକ କୁମାର ପଲେଇ ସଭାପତିତ୍ବ କରିଥିବାବେଳେ  ବିଶିଷ୍ଟ ସାରସ୍ୱତ ସାଧକ କବି , ଔପନ୍ୟାସିକ ତଥା ଚକ୍ଷୁ ବିଶେଷଜ୍ଞ ଡ଼ାକ୍ତର ରାଜେନ୍ଦ୍ର କୁମାର ବେହେରା ମୁଖ୍ୟ ଅତିଥି , ଓଡ଼ିଆ ବିଶ୍ଵବିଦ୍ୟାଳୟ , ସତ୍ୟବାଦୀର ସହକାରୀ ପ୍ରଫେସର ସୁଶ୍ରୀ ଶର୍ମିଷ୍ଠା ମହାପାତ୍ର ମୁଖ୍ୟ ବକ୍ତା ତଥା ବିଷୟ ବିଶେଷଜ୍ଞ ଭାବେ ଯୋଗ ଦେଇଥିଲେ। "ଶାସ୍ତ୍ରୀୟ ଭାଷା ଓଡ଼ିଆ ଓ ଅସ୍ମିତାବୋଧ" ଶୀର୍ଷକ ଆଲୋଚନା ଚକ୍ରରେ ଶେଷ ବର୍ଷ ଛାତ୍ରୀ ସୁଶ୍ରୀ ସ୍ମୃତି ବିଶ୍ଵାଳ ସନ୍ଦର୍ଭ ଉପସ୍ଥାପନା କରିଥିବା ବେଳେ। ଛାତ୍ରଛାତ୍ରୀଙ୍କ ତତଫରୁ ସମସ୍ତ ଅତିଥି ଦେବଙ୍କୁ ପୁଷ୍ପଗୁଛ ଓ ଉପଢ଼ୌକନ ପ୍ରଦାନ କରାଯାଇଥିଲା। ବିଭାଗୀୟ ମୁଖ୍ୟ ଅଧ୍ୟାପକ ବିଷ୍ଣୁ ପ୍ରସାଦ ଦାସ ମଞ୍ଚ ପରିଚାଳନା କରିଥିବା ବେଳେ ଅଧ୍ୟାପକ ସନ୍ତୋଷ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ସମ୍ପୂର୍ଣ୍ଣ ସହଯୋଗ କରିଥିବା ଯୋଗୁଁ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ତରଫରୁ ସମସ୍ତ ସହଯୋଗୀଙ୍କୁ ଆନ୍ତରିକ କୃତଜ୍ଞତା ଜ୍ଞାପନ କରାଯାଇଛି।

News Comment

You Might Also Like

BACK TO TOP