Breaking News

ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||     

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ପାଞ୍ଚ ଦିନ ଯାଏଁ ପ୍ରବଳ ବର୍ଷିବ |

22-Oct-2025

ପାଣିପାଗ ବିଭାଗ  ପକ୍ଷରୁ ୟୋଲୋୱାର୍ନିଙ୍ଗ ଜାରି,,
ପାଞ୍ଚ ଦିନ ଯାଏଁ ପ୍ରବଳ ବର୍ଷିବ,

     ଓଡିଶା ଜନ ମତ  ବ୍ୟୁରୋ,

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବହୁ ଜିଲ୍ଳାକୁ  ୟୋଲୋୱାର୍ନିଙ୍ଗ ଜାରି କରିଛି | ଦକ୍ଷିଣ-ପଶ୍ଚିମ  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ସକାଳ ୮ଟା ୩୦ରେ ରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛିଏହା ପଶ୍ଚିମ-ଉତର  ଦିଗକୁ ଗତି କରି ବୁଧବାର ଅପରାହ୍ନ ସୁଦ୍ଧା ଅବପାତରେ ପରିଣତ ହେବ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ  ୫ ଦିନ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ନେଇ ଆଂଚଳିକ ପାଣିପାଗ  ବିଭାଗ ପକ୍ଷରୁ ଆକଳନ କରାଯାଇଛି । ସେହିପରି ଓଡ଼ିଶା ଉପରେ ଏହାର ସିଧାସଳଖ ପ୍ରଭାବ ପଡ଼ିବ ନାହିଁ ବୋଲି ଭୁବନେଶ୍ବର ଆଂଚଳିକ ପାଣି ପାଗ କେନ୍ଦ୍ରର ର  ନିର୍ଦ୍ଦେଶିକା ମନୋରମା` ମହାନ୍ତି କହିଛନ୍ତି | ଲଘୁ ଚାପ ପ୍ରଭାବରେ ଓଡ଼ିଶାରେ ଆଗାମୀ ୫ରୁ ୭ ଦିନ ଧରି ବର୍ଷା ହେବାର ସମ୍ଭାବନା ରହିଥ‌ିବା ପାଣିପାଗ ବିଭାଗ କହିଛି । ବିଶେଷକରି ଦକ୍ଷିଣ ଓ ଉପକୂଳ ଓଡ଼ିଶା ସମେତ ଉତର ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ । ବିଜୁଳି, ଘଡ଼ଘଡ଼ି ସହ ଝଟକା ପବନର  ସମ୍ଭାବନା ଥିବାବେଳେ ଏହି ସମୟରେ ଚାଷୀଙ୍କୁ ସାବଧାନତା ଅବଲମ୍ବନ ସହ ସତର୍କ ରହିବାକୁ  ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁପରାମର୍ଶ ଦିଆଯାଇଛି । ବୁଧବାର ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାର  ଗାଟିଏ କିମ୍ବା ଦୁଇଟି   ସ୍ଥାନରେ ବିଜୁଳି ସହ ଘଡ଼ଘଡ଼ି ସହିତ ବର୍ଷା ହେବା ନେଇ ୟେଲୋ ୱାନିଂ ଜାରି କରା ଯାଇଛି । ଏହି ସମୟରେ 
ପ୍ରବଳ ବର୍ଷିବ ।

News Comment

You Might Also Like

BACK TO TOP