Breaking News

କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||     

ଆଧ୍ୟାତ୍ମିକ ବାଦୀ କନକ ଲତା ଦେବୀଙ୍କ ଅମର ଆତ୍ମାର ସଦଗତି ସହିତ ପରିବାର କୁ ସମେବେଦନା ଜଣାଇଲେ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ ||

23-Oct-2025

ଆଧ୍ୟାତ୍ମିକବାଦୀ କନକଲତା ଦେବୀଙ୍କ ସ୍ଵର୍ଗାରୋହଣ।ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଲେ ମନ୍ତ୍ରୀ ଗୋକୁଳାନନ୍ଦ।

ଓଡ଼ିଶା ଜନମତ, ପୋଲସରା ସନ୍ତୋଷ କୁମାର ପଣ୍ଡା 
  ତା.୨୩/୧୦/୨୦୨୫:

 ଚଳିତ କାର୍ତ୍ତିକ ମାସ ପବିତ୍ର ଗର୍ଭଣା ସଂକ୍ରାନ୍ତି ତିଥି ଦିବସର ମଧ୍ୟରାତ୍ର ସମୟରେ ପୋଲସରା ୧୯ନଂ ୱାର୍ଡ ମାଷ୍ଟର କଲୋନୀ ବାସିନ୍ଦା ଜଗନ୍ନାଥ ମହାପାତ୍ରଙ୍କ ଧର୍ମପତ୍ନୀ କନକଲତା ମହାପାତ୍ର ନିଜ ବାସଗୃହରେ ସ୍ଵର୍ଗାରୋହଣ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା। ସେ ଜଣେ ମୃଦୁଭାଷୀ,ଆଧ୍ୟାତ୍ମିକବାଦୀ ଓ ଧାର୍ମିକପରାୟଣା ମହିଳା ଥିଲେ। ସ୍ଥାନୀୟ ଲୁଣିଘାଟି ସ୍ଥିତ ଶୈବପୀଠ ନିକଟସ୍ଥ ସ୍ଵର୍ଗଦ୍ଵାରରେ ପରିବାର ତରଫରୁ ଶେଷକୃତ୍ୟ କାର୍ଯ୍ୟ ସମ୍ପର୍ଣ୍ଣ କରାଯାଇଥିଲା। ତାଙ୍କର ମୃତ୍ୟୁ ଖବର ପାଇ ପୋଲସରା ବିଧାୟକ ତଥା ମତ୍ସ୍ୟ ଓ ପଶୁସମ୍ପଦ ବିକାଶ, ଅତିକ୍ଷୁଦ୍ର,କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ନିଜ ସମର୍ଥକଙ୍କ ଗହଣରେ ସ୍ଵର୍ଗତଙ୍କ
ଘରକୁ ଯିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଭେଟକରି ଦୁଃଖ ଏବଂ ଗଭୀର ଶୋକ ପ୍ରକାଶ କରିବା ସହ ସମବେଦନା ଜଣାଇଥିଲେ। ଏଥିସହ ସ୍ଵର୍ଗତ କନକଲତାଙ୍କ ଆତ୍ମାର ପ୍ରଭୁଙ୍କ ନିକଟରେ ଶାନ୍ତି କାମନା କରିଥିଲେ। ଏହି ସମୟରେ ପରିବାରର ମୁଖ୍ୟ ଜଗନ୍ନାଥ ମହାପାତ୍ରଙ୍କ  ସମେତ ଭାଇ,ବନ୍ଧୁ ଓ କୁଟୁମ୍ବ ପରିବାର ବର୍ଗ ଉପସ୍ଥିତ ରହି କୃତଜ୍ଞତା ଜଣାଇଥିଲେ।

News Comment

You Might Also Like

BACK TO TOP