Breaking News

କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||     

ମାଡି ଆସୁଛି ବାତ୍ୟା "ମୋନ୍ଥା `ରାଜ୍ୟର ବହୁତ ଜିଲ୍ଲା ରେ ପ୍ରବଳ ବର୍ଷିବ |

25-Oct-2025

ମାଡି ଆସୁଛି ବାତ୍ୟା ମୋନ୍ଥା ୨୭ ତାରିଖ ସକାଳେ  ବାତ୍ୟାର ରୂପ ନେଇ ପ୍ରବଳ ବର୍ଷବି |

          ଓଡିଶା ଜନ ମତ ବ୍ୟୁରୋ,

ମାଡିଆସୁଛି ବାତ୍ୟା,  ଜନ ଜୀବନ ଅସ୍ତବ୍ୟସ୍ତ ହେବ | ଆଜି ଗଭୀର ଅବପାତରେ ପରିଣତ ହେବ ଲଘୁଚାପ
ପ୍ରଭାବରେ ଓଡ଼ିଶାରେ ୨୭ରୁ ୨୯ ତାରିଖ ଯାଏଁ ପ୍ରବଳ ବର୍ଷିବ |  ୨୬ରୁ ୨୯ ଯାଏଁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦେଇଛନ୍ତି ପାଣିପାଗ ବିଭାଗ | 
ଆସୁଛି ବାତ୍ୟା ମୋନ୍ଥା । ଆସନ୍ତା ୨୭ ତାରିଖ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବ । ଏହି ପୂର୍ବାନୁମାନ କରିଛି ଭାରତୀୟ ପାଣି ପାଗ କେନ୍ଦ ବିଭାଗ | ବଙ୍ଗୋପସାଗରରେ ସୃଷ୍ଟ  ଲଘୁଚାପ କ୍ଷେତ୍ର ବାତ୍ୟାର ରୂପନେବା ସମ୍ଭାବନା ରହିଛି ।ଦକ୍ଷିଣପୂର୍ବ ବଙ୍ଗୋ ପସାଗର
ରେ ଏବେ କେନ୍ଦ୍ରୀଭୂତ ହୋଇ ବଳ ଗୋଟାଉଛି ଲଘୁଚାପ କ୍ଷେତ୍ର । ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ  ଦିଗକୁ   ଗତି କରୁଛି  । ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ସୁଦ୍ଧା ଏହା ଅବପାତର ରୂପ- ରୂପ ନେବ । ୨୬ ସୁଦ୍ଧା ଆହୁରି ବଳ ଗୋଟାଇ ଗଭୀର ଅବପାତର ରୂପ é ରହିଛି | 
୨୭ ତାରିଖ ସକାଳେ ବାତ୍ୟା - (ସାଇକ୍ଲୋନ )ର ରୂପ ନେବା ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟାକୁ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା କହିଛନ୍ତି ଆନ୍ଧ୍ର ଉପରେ ଏହାର ଅଧିକ ପ୍ରଭାବ ରହିବ । ଓଡିଶାରେ ୨୭ ରୁ ୨୯ ତାରିଖ ଯାଏଁ ପ୍ରବଳବର୍ଷା ନେଇ ଆକଳନ କରାଯାଇଛି । ପ୍ରାୟ ଉପକୂଳ ଓ ଦକ୍ଷିଣଓଡ଼ିଶାରେ ପ୍ରବଳ ବର୍ଷା ହେବ । ୨୭ରେକେନ୍ଦ୍ରାପଡା଼, ଜଗତସିଂହପୁର, କଟକ,  ପୁରୀ, ନୟାଗଡ଼,ଜିଲ୍ଲରେ 27ତାରିଖ ସକାଳେ ସୃଷ୍ଟି ହୋଇପାରେ ବାତ୍ୟା । ସୃଷ୍ଟ ଲଘୁଚାପ କ୍ଷେତ୍ର ବାତ୍ୟାର ରୂପ ନେବ |  ମାଲକାନଗିରିରେ ବି ବର୍ଷା ହେବାରସମ୍ଭାବନା ବେଶି | ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହା  ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ  ଗତି କରିବା ସମ୍ଭାବନା । ଘନୀଭୂତ ହୋଇ କାଲି ସୁଦ୍ଧା ଅବପାତର ରୁପନେବ  | 
ସେହିପରି ୨୮ରେ କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମରେ । ପ୍ରବଳ ବର୍ଷା ହେବ । ୨୯ରେ ମୟୂରଭଞ୍ଜଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ,ବାଲେଶ୍ଵର, ଭଦ୍ରକରେ ପ୍ରବଳ ବର୍ଷିବ । ତେବେ ଆସନ୍ତା ୩୦ ତାରିଖରୁ ପାଗରେ ପରିବର୍ତ୍ତନ ହେବ ବୋଲି ପାଣିପାଗ ବିଭାଗ ଆଳନ କରିଛି । ଆସନ୍ତା ୨୬ରୁ ୨୯ ତାରିଖ ଯାଏଁ ସମୁଦ୍ର ଭିତରକୁ ନ ଯିବାକୁ | ମତ୍ସ୍ୟଜୀବୀଙ୍କୁ ବୀଙ୍କୁ ପରାମର୍ଶ ବାତ୍ୟାର ନାମ "ମୋନ୍ଥା `ରଖାଯାଇଛି। | ରିପୋର୍ଟ ଅନୁସାରେ, ଥାଇଲାଣ୍ଡ ଏହାରନାମ କରଣ କରିଛି  |

News Comment

You Might Also Like

BACK TO TOP