Breaking News

କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||     

ବସ ଧକ୍କାରେ ବାଇକ ଚାଳକ ଗୁରୁତର, ବଡ଼ ମେଡିକାଲ ରେ ଚିକିତ୍ସିତ |

25-Oct-2025

ବସ୍ ଧକ୍କାରେ ମୋଟରସାଇକେଲ ଚାଳକ ଗୁରୁତର,

ଓଡିଶା ଜନ ମତ,ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ , 

ଗଞ୍ଜାମ ଜିଲ୍ଲା ଚମାଖଣ୍ଡି ଥାନା ଅର୍ନ୍ତଗତ ନରେନ୍ଦ୍ର ପୁର ପେଟ୍ରୋଲ ପମ୍ପ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ବ୍ରହ୍ମପୁର ଲାଞିପଲୀ ଅଞ୍ଚଳର ଜଣେ ମୋଟରସାଇକେଲ ଚାଳକ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ସୁଚନା ଅନୁଯାୟୀ ଜଣାପଡିଛି ଯେ ବ୍ରହ୍ମପୁରରୁ ପୁରୁଷୋତ୍ତମ ପୁର ଯାଉଥିବା ଏକ ଘରୋଇ ମିନି ବସ୍ ମୁହାଁମୁହିଁ ଧକ୍କା ଦେଇଥିଲା। ଯାହା ଫଳରେ ଯୁବକ ଜଣକ ଗୁରୁତର ଆହତ ହୋଇ ତଳେ ପଡି ଛଟପଟ ହେଉଥିଲା। ଦୁର୍ଘଟଣା ପରେ ଡ୍ରାଇଭର ଜଣକ ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିବା ଜଣାପଡିଛି।ସ୍ଥାନୀୟ ଲୋକେ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନାକୁ ପଠାଇ ପୋଲିସ କୁ ଖବର କରିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP