Breaking News

ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||     

ବାତ୍ୟା ମୋନ୍ଥା ପାଇଁ ଯାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ 32ଟ୍ରେନ କୁ ବାତିଲ କଲା ପୂର୍ବତଟ ରେଲୱେ |

27-Oct-2025

‘ବାତ୍ୟା "ମୋନ୍ଥା’ ଲାଗି ୩୨ ଟ୍ରେନ୍ ବାତିଲକଲେ ପୂର୍ବତଟ ରେଲୱେ,

     ଓଡିଶା ଜନ ମତ ବ୍ୟୁରୋ,

ବାତ୍ୟା ‘ମୋନ୍ଥା’ ପାଇଁ ଆନ୍ଦ୍ର ପ୍ରଦେଶ କୁ ଯାଉଥିବା ଓ ସେଠାରୁ ଓଡିଶାକୁ ଆସୁଥିବା ୩୨ ଗୋଟି ଟ୍ରେନକୁ ବାତିଲକରାଯାଇଛି ପୂର୍ବତଟରେଲୱେ ବିଭାଗ | ଏହା ଦୁଇ ଦିନ ପାଇଁ ବାତିଲ ହୋଇଛି ।  ତେବେ ଅନ୍ୟପକ୍ଷେ ସୃଷ୍ଟି ହୋଇଛି ବାତ୍ୟା ‘ମୋନ୍ଥା’ର ଗତିପଥ। ଆଗାମୀ ୨୪ ଘଂଟା ମଧ୍ୟରେ ଏହା ଭୟଙ୍କର ରୂପ ଧାରଣ କରି ୨୮ ତାରିଖ ମଙ୍ଗଳବାର ସନ୍ଧ୍ୟାରୁ ରାତି ମଧ୍ଯରେ – ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଂଚଳରେ ‘ମୋନ୍ଥା’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ । ଏହି ସମୟରେ ପବନ ବେଗ ଘଂଟା ପ୍ରତି ୯୦/୧୦୦ କି.ମି. ରହିବା ବେଳେ ଝଟକା ପବନ ୧୧୦ କିଲୋମିଟର ଯାଏ ବଢିପାରେ । ଘଂଟା ପ୍ରତି ୧୬ – କି.ମି. ବେଗରେପଶ୍ଚିମ-ଉତରପଶ୍ଚିମ ଆଡକୁ ଗତି କରୁଛି ବାତ୍ୟା । କାଲି ସକାଳ ସୁଦ୍ଧା ଆହୁରି ଘନୀଭୂତ ହୋଇ ଗୋଟିଏ ଭୀଷଣ ବାତ୍ୟାର ରୂପ ନେବ । ଏହାସହ ଆସନ୍ତାକାଲି ସନ୍ଧ୍ୟାରେ ବାତ୍ୟା ମୋନ୍ଥା ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଯିବ ।  ରାତି ଭିତରେ ଆନ୍ଧ୍ର ଉପକୂଳକୁ ମାଡି ଆସିବ ବାତ୍ୟା । ମଛଲିପଟନମ ଓ କଳିଙ୍ଗପଟନମ ଭିତରେ କାକିନାଡା ପାଖରେ ସାଇକ୍ଲୋନ ସ୍ଥଳଭାଗ ଅତିକ୍ରମ କରିବ । ସେହି ଦୃଷ୍ଟିକୁ ଆଖି ଆଗରେ ରଖି ପୂର୍ବତଟ ରେଲୱେ ବିଭାଗ କିଛି ଅଘଟନ ଆଶଙ୍କା କରି କିଛି ଟ୍ରେନ ଲାଇନ ର ଗତିପଥ ବଦଳାଇ ଦେଇଥିଲା ବେଳେ 32ଗୋଟି ଟ୍ରେନ କୁ ବାତିଲ କରିଛି ଟ୍ରେନ ବିଭାଗ |

-

News Comment

You Might Also Like

BACK TO TOP