Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

ଲଗାଣ ବର୍ଷା ରେ ସ୍କୁଲ ପାଚେରୀ ଭାଙ୍ଗିଗଲା ||

29-Oct-2025

ଲଗାଣ ବର୍ଷା ଯୋଗୁଁ ସ୍କୁଲ ପାଚେରୀ ଭାଙ୍ଗିଗଲା।

ଓଡିଶା ଜନ ମତ, କୈଳାସ ଚନ୍ଦ୍ର ଚୌଧୁରୀ, 

ବର୍ତମାନ ଚାଲିଥିବା ବାତ୍ୟା "ମନ୍ଥା " କୁ ନେଇ ଜିଲ୍ଲା ପ୍ରଶାସନର ଆଗୁଆ ପଦକ୍ଷେପ ସ୍ବରୂପ ବିହିତ ପଦକ୍ଷେପ ଫଳରେ ବହୁ ଧନଜୀବନ ସୁରକ୍ଷିତ ଥିବା ବେଳେ ନଦୀ କୁଳିଆ ଅଞ୍ଚଳରେ କିଛି କ୍ଷୟକ୍ଷତି ହୋଇଥିବାର ଦେଖାଯାଇଛି। ବିଶେଷ କରି ତଳିଆ ଅଞ୍ଚଳରେ ବସବାସ କରୁଥିବା ସାଧାରଣ ଲୋକଙ୍କୁ ବିଭିନ୍ନ ସରକାରୀ କୋଠା , ବାତ୍ୟା ଆଶ୍ରୟସ୍ଥଳୀ ଓ ବିଦ୍ୟାଳୟ ମାନଙ୍କୁ ସ୍ଥାନାନ୍ତର କରିବା ସହ ରନ୍ଧନ ଖାଦ୍ୟ ଓ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି। ଅନ୍ୟ ପକ୍ଷରେ କିଛି ପୁରୁଣା ଘର ଓ ସରକାରୀ କୋଠା ଗୁଡ଼ିକ ଉପରେ ଲଗାଣ ବର୍ଷା ଯୋଗୁଁ କ୍ଷତି ହୋଇଥିବା ପରିଲକ୍ଷିତ ହେଉଛି। ଉଦାହରଣ ସ୍ୱରୂପ ହିଞ୍ଜିଳି ପୌରାଞ୍ଚଳ ଲକ୍ଷ୍ମୀ ନୃସିଂହ ପ୍ରାଥମିକ ବିଦ୍ୟାଳୟ ର ପାଚେରି ଭାଙ୍ଗି ନଷ୍ଟ ହୋଇଥିବା ବେଳେ ଆଉ ଏକ କାନ୍ଥ ଅଣେଇ ହୋଇ ବିପଦ ସଙ୍କୁଳ ଅବସ୍ଥାରେ ରହିଛି। ପ୍ରଶାସନ ପକ୍ଷରୁ ତୁରନ୍ତ ହସ୍ତକ୍ଷେପ ପାଇଁ ସାଧାରଣ ଲୋକ ଦାବି କରିଛନ୍ତି।

News Comment

You Might Also Like

BACK TO TOP