Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

ଚାଷୀଙ୍କ କ୍ଷୟ, କ୍ଷତି କୁ ଆକଳନ କରିତୁରନ୍ତ ଅନଲାଇନ ରେ ରିପୋର୍ଟ ଦେବାକୁ ରାଜସ୍ୱ ମନ୍ତ୍ରୀ ଙ୍କ ସାମ୍ବାଦିକ ସମ୍ମିଳନୀ

30-Oct-2025

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ ବାତ୍ୟାରେ  ଚାଷୀଙ୍କ କ୍ଷୟ,କ୍ଷତିର ଆକଳନ ଅନ ଲାଇନ ରେ ତୁରନ୍ତ ହେବ |

     ଓଡିଶା ଜନ ମତ ବ୍ୟୁରୋ,

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ ରାଜ୍ୟରେ ବାତ୍ୟା ମୋନ୍ଥା ର ପ୍ରଭାବରେ ଧାନ ଠାରୁ ଆରମ୍ଭ କରି ସବୁ ପନି ପରିବା ଚାଷ ଯାହା କ୍ଷୟକ୍ଷତି ହୋଇଛି ତାହାର ଆକଳନ ରିପୋର୍ଟ ଅନ ଲାଇନ ରେ ସମସ୍ତଙ୍କୁ ଜଣାଇ ଦିଆଯିବ  ବୋଲି  ଏକ ସାମ୍ବାଦିକ  ସମ୍ମିଳନୀରେ  ଭୁବନେଶ୍ବର  ରେ କହିଛନ୍ତି ସୁରେଶ ପୂଜାରୀ  | ବାତ୍ୟା ପରେ  ସମୀକ୍ଷା କରି ରାଜସ୍ୱ  ମନ୍ତ୍ରୀ ସୁରେଶ ପୂଜାରୀ କହି ଛନ୍ତି,ଖୁବ ଶୀଘ୍ର କ୍ଷୟକ୍ଷତିର ଆକଳନ ହେବ । ଆସନ୍ତା କାଲି ଠାରୁ କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କ୍ଷତି ହୋଇଥିବା ଶସ୍ୟ ଠିକ ଆକଳନ କରି ଅଧୁକାରୀ ମାନେ  ୭୨ ଘଣ୍ଟା ରେ ଜିଲ୍ଲା ପାଳ ଙ୍କୁ ଦେବେ ଓ ଜିଲ୍ଲା ପାଳ ରାଜସ୍ବ ସଚିବ ଙ୍କୁ ଦେବେ |  ଅଧିକ ସରକାରୀ କର୍ମଚାରୀ ଆବଶ୍ୟକ ହେଲେ ଅନ୍ୟ ଜିଲ୍ଲାରୁ କର୍ମଚାରୀଙ୍କୁ ଅଣାଯିବ । ବହୁ ଜାଗାରେ ଘର କାନ୍ଥ ପଡିଛି ସେମାନଙ୍କୁ ପଲିଥୁନ ଦିଆଯାଇଛି । ଘର କ୍ଷତି ହୋଇଥିଲେ ଆକଳନ ପରେ କ୍ଷତିପୂରଣ ଦିଆଯିବ । ଆକଳନ ବେଳେ ବ୍ୟାଙ୍କ ଖାତା, ଆକାଉଣ୍ଟ ନଂ ମାଗିବେ ଅଧୁକାରୀ । ଅନଲାଇନରେ ତୁରନ୍ତ ଦିଆଯିବ କ୍ଷତିପୂରଣ । ସୁରେଶପୂଜାରୀ ଆହୁରି କହି କହିଛନ୍ତି, ୩୧ ତାରିଖ ଯାଏଁ ସତର୍କ ରହିବାକୁ ପଡ଼ିବ । ଆସନ୍ତାକାଲି କିଛି ଜାଗାରେ ବର୍ଷା ଅଛି । ଗଜପତି ଜିଲ୍ଲାର ଗୋଷାଣୀ ବ୍ଲକରେ ସର୍ବାଧୂବ 150ମିଲି ମିଟର ବର୍ଷା ହୋଇଛି । ୫୬ଗୋଟି ବ୍ଲକରେ ୫୦ରୁ ୧୦୦ ମିଲିମିଟର ବର୍ଷା ହୋଇଛି ।161 ଟି ଟିମ ବାତ୍ୟା ମୁକାବିଲା ପାଇଁ ନିୟୋଜିତ ଥିଲେଲେ । ୨୧୬୪ଟି ବାତ୍ୟାଆଶ୍ରୟ ସ୍ଥଳୀରେ ୧୯ ହଜାର ଲୋକଙ୍କୁ ସ୍ଥାନାନ୍ତରିତ କରାଯାଇଥିଲା । ୨୧୮୯ ଜଣ ଗର୍ଭ ବତୀଙ୍କୁ ସ୍ଥାନାନ୍ତର କରାଯାଇଥିଲା । ନିରବଛିନ୍ନ ବିଦ୍ୟୁତ ସେବା ଆହ୍ବାନ ଥିଲା । ନିରବଛିନ୍ନ ହୋଇଥିବା ବିଦ୍ୟୁତ ସେବା ସଂଯୋଗ ସରିଲାଣି। ଗଛ କାଟି ରାସ୍ତା ସଫା କରାଯାଇଛି । ୩୩ଟି ବ୍ଳକ ଓ ୧୧ଟି ସହରାଞ୍ଚଳ ପ୍ରଭାବିତ ହୋଇଛି । ୩୬୨ଟି ଜାଗାରେ ୧୮ ହଜାର 999 ଜଣଙ୍କୁ ରନ୍ଧା ଖାଦ୍ୟ ଦିଆଯାଉଛି ।1999ମସିହା ଅକ୍ଟୋବର ୨୯ ତାରିଖ ଆଜିର ଦିନରେ ମହା ବାତ୍ୟା ଆସିଥିଲା । ଆଇଏମ୍‌ଡିର ପୂର୍ବ ଆକଳନ ସଂଯୋଗ ବଶତଃ ବାତ୍ୟା ମନ୍ଥା ୨୯ରେ ହବାର ଥିଲା । ସାମ୍ଭାବ୍ୟ ବାତ୍ୟାରୁ ଓଡ଼ିଶା ରକ୍ଷା ପାଇଛି  |  ବାତ୍ୟା ଦିଗ ପରିବର୍ତନ କଲା ଓଡ଼ିଶାର ସୀମା ଛୁଇଁ ଝାଡ଼ଖଣ୍ଡ ପଲେଇ ଯାଇଛି |

News Comment

You Might Also Like

BACK TO TOP