Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ବାଲିଗୁଡା ପୋଲିସ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ |

30-Oct-2025

ବାଲିଗୁଡା ପୋଲିସ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ

ଓଡିଶା ଜନମତ,ବାଲିଗୁଡ଼ା,ସଞ୍ଜୟ କୁମାର ପାଣିଗ୍ରାହୀ, 

ତା, ୩୦/୧୦:  

 କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହା ବିଦ୍ୟାଳୟର ପରିସରରେ ବାଲିଗୁଡା ପୋଲିସ ବିଭାଗ ତରଫରୁ ରାଷ୍ଟ୍ରୀୟ ଏକତା ଦିବସ ତଥା ମହା ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଙ୍କ ଜନ୍ମ ଦିବସ ପାଳନ ଅବସରରେ ରଚନା ଓ ବକୃତା ପ୍ରତିଯୋଗିତା ବାଲିଗୁଡ଼ା ଉପଖଣ୍ଡ ଆରକ୍ଷୀ ଅଧିକାରୀ ରାମେନ୍ଦ୍ର ପ୍ରସାଦଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେରେ ଆୟୋଜନ ହୋଇଥିଲା। ଏହି ପ୍ରତିଯୋଗିତା କାର୍ଯ୍ୟକ୍ରମରେ ଆଦିବାସୀ ମହାବିଦ୍ୟାଳୟର ଛତ୍ରା ଛାତ୍ରୀ ମାନେ ଭାଗ ନେଇ ନିଜ ନିଜର ଦକ୍ଷତା ପ୍ରତିପାଦନ କରିଥିଲେ। କାର୍ଯ୍ୟକ୍ରମରେ ବିଚାରକ ଭାବେ ବାଲିଗୁଡ଼ା ଆରକ୍ଷୀ ଅଧକାରୀ ରାମେନ୍ଦ୍ର ପ୍ରସାଦଙ୍କ ସମେତ ମହାବିଦ୍ୟାଳୟ ଅଧ୍ୟକ୍ଷ ଲକ୍ଷ୍ମଣ ପାଳ, ଅଧ୍ୟାପକ ତେଜେଶ୍ୱର ନାୟକ, ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟ, ସରୋଜ କୁମାର ପାଠୀ , ନୀଳାଞ୍ଚଳ ମହାରଣା ପ୍ରମୁଖ ଉପସ୍ଥିତ ଥିଲେ l  ଅତିଥି ଓ ଅଧ୍ୟାପକ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ବିଷୟରେ ଛାତ୍ର ଛାତ୍ରୀଙ୍କୁ ସୁନ୍ଦର ଅଭିଭାଷଣ ପ୍ରଦାନ କରିଥିଲେ। ଏହି ବକୃତା ପ୍ରତିଯୋଗୀତାରେ ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ପ୍ରଥମ ସ୍ଥାନରେ ପଲ୍ଲବୀ ଦିଗାଲ ,ଦ୍ୱିତୀୟ ରେ ଗୌରୀ ଦିଗାଲ ଓ ତୃତୀୟ ସ୍ଥାନରେ ସ୍ନେହାସ୍ରୀ ରଥ କୃତିତ୍ୱ ହୋଇ ଏସଡିପିଓ ଙ୍କ ଠାରୁ ପୁରସ୍କାର ଗ୍ରହଣ କରିଥିଲେ।

News Comment

You Might Also Like

BACK TO TOP