Breaking News

କେନ୍ଦୁବାଡି ପଞ୍ଚାୟତରେ ଦୁତୀୟ ପର୍ଯ୍ୟାୟ ଜନ ଅଭିଯୋଗ ଶୁଣାଣି |   (13-Apr-2026)       ||      କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||      ଖଲ୍ଲିକୋଟ ନଗର କଂଗ୍ରେସ ସଭାପତି ହେଲେ ମନ ମଦନ ସାହୁ |   (11-Apr-2026)       ||      ବାଲିଗୁଡା ଆଦିବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ +2ଅନ ଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ଅନୁଷ୍ଠିତ |    (11-Apr-2026)       ||      ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର,   (11-Apr-2026)       ||      ବାର୍ଷିକ ବିବରଣୀ ପତ୍ର 2025-26ର ଅବଲୋକନ ଓ 2026-27ବର୍ଷ ପାଇଁ କାର୍ଯ୍ୟ ଯୋଜନା ପ୍ରସ୍ତୁତି କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||   (10-Apr-2026)       ||      ପୋଲସରା ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଅବସର ରେ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଅନୁଷ୍ଠିତ ||   (10-Apr-2026)       ||      ପଶ୍ଚିମ ଓଡ଼ିଶାର ସିନେକଳାକାର ମାନେ ତାରା ତାରିଣୀ ଙ୍କ ପୀଠରେ କଲେ ପୂଜାର୍ଚନା |   (09-Apr-2026)       ||      ଟିକାବାଲି ବ୍ଲକରେ ଲକ୍ଷାଧିକ ଟଙ୍କାରେ ନିର୍ମିତ ପାନୀୟ ଜଳ ପ୍ରକଳ୍ପ ଅଟକ |   (09-Apr-2026)       ||      ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ହତ୍ୟା ||   (07-Apr-2026)       ||      ନୂଆଗଡ ଗ୍ରାମରେ ଚୋରି ଘଟଣାରେ ସାତ ଜଣ ଗିରଫ ||   (07-Apr-2026)       ||      ରୁପା ବ୍ୟବସାୟୀ ଙ୍କଆକ୍ରମଣ କରି ତାଙ୍କଠାରୁ 7କେଜିର ରୁପା ବେଗ ଧରି ଛୁ ମାରିଲେ ଦୁଇ ଲୁଟେରା |    (06-Apr-2026)       ||      ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ -2026 ପାଳନ ||   (06-Apr-2026)       ||      ରକ୍ତ ଚାପ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର    (06-Apr-2026)       ||     

ହିଞ୍ଜିଳି ଥାନା ଅନ୍ତର୍ଗତ ଏକ ଗ୍ରାମରୁ ନାବାଳିକା କୁ ଅପହରଣ କାରୀ ଯୁବକ ଗିରଫ ||

30-Oct-2025

ନିଖୋଜ ନାବାଳିକା ଉଦ୍ଧାର, ଅପହରଣକାରୀ ଯୁବକ ଗିରଫ

ଓଡିଶ ଜନମତ, କୈଳାଶ ଚନ୍ଦ୍ର ଚୌଧୁରୀ , ବ୍ରହ୍ମପୁର,

ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ଅର୍ନ୍ତଗତ ଏକ ଗ୍ରାମରେ ଜନୈକା ନାବାଳିକା ନିଖୋଜ ପରେ ପରିବାର ଲୋକେ ବହୁ ଖୋଜାଖୋଜି କରି ପାଇନଥିଲେ ଓ ହିଞ୍ଜିଳି ଥାନା ରେ ଏକ ନିଖୋଜ ମାମଲା ରୁଜୁ କରିଥିଲେ। ହିଞ୍ଜିଳି ପୋଲିସ ଏତଲା ନଂ ୮୬୯/୨୫ ଅନୁଯାୟୀ ଏକ ମକଦ୍ଦମା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲେ। ସୁଚନା ଅନୁଯାୟୀ ଜଣାପଡିଥିଲା ଯେ ଉକ୍ତ ଗ୍ରାମର ଜଣେ ଯୁବକ ଉକ୍ତ ନାବାଳିକା କୁ ବିଭିନ୍ନ ପ୍ରଲୋଭନ ଦେଖାଇ  ନେଇଯାଇଛି। କିନ୍ତୁ ଯୁବକ ଜଣକ ଉକ୍ତ ନାବାଳିକା କୁ ବିଭିନ୍ନ ସ୍ଥାନକୁ ନେଇ ଦୁଇ ଦିନ ବୁଲାବୁଲି କରି ଗତ ମଙ୍ଗଳବାର ଦିନ ଭୁବନେଶ୍ବର ବରମୁଣ୍ଡା ବସଷ୍ଟାଣ୍ଡ ରେ ଛାଡି ଚାଲିଯାଇଛି। ଖବର ପାଇ ପୋଲିସ ଉକ୍ତ ନାବାଳିକା କୁ ଭୁବନେଶ୍ୱର ରୁ ଉଦ୍ଧାର କରି ପରିବାର ଲୋକଙ୍କ ନିକଟରେ ଛାଡ଼ିଥିଲେ ଓ ଗତକାଲି ଉକ୍ତ ଗ୍ରାମକୁ ଆସିଥିବା ଖବର ପାଇ ପୋଲିସ ଚଢାଉ କରି ଯୁବକ ଜଣକୁ କାବୁ କରି ଥାନାକୁ ଆଣି ଯେରା କରିବା ପରେ ଭାରତୀୟ ନ୍ୟାୟ ସଂହିତା ଦଫା ଅନୁଯାୟୀ କୋର୍ଟ ଚାଲାଣ କରିଛନ୍ତି।

News Comment

You Might Also Like

BACK TO TOP