Breaking News

ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||     

ପୁରୁଷୋତ୍ତମପୁର ହିନ୍ଦୀ ଭବନ ରେ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ |

01-Nov-2025

ପୁରୁଷୋତ୍ତମପୁର ହିନ୍ଦୀ ପ୍ରଚାରସଭା ଗୃହ ରେ ଦୁର୍ନୀତି ନିବାରଣସଚେତନତାକାର୍ଯ୍ୟକ୍ରମ ଅନୁଷ୍ଠିତ |

 ଓଡିଶା ଜନ ମତ ବ୍ୟୁରୋ,

ପୁରୁଷୋତ୍ତମପୁରଏନଏସିରେ ଅବସ୍ତିତ ବରିଷ୍ଠ ନାଗରିକ ସଂଘ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ ସଭାପତି ଅରୁଣ କୁମାର ପଣ୍ଡାଙ୍କ ସଂଯୋଜନା ରେ ଆରମ୍ଭ କରାଯାଇଥିଲା | ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ  ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରା, ଓ ମୁଖ୍ୟବକ୍ତା ଭାବେ ବ୍ରହ୍ମପୁର ଭିଜିଲାନ୍ସ ଡିଏସ୍‌ପି ସବିତାଞ୍ଜଳି ନାୟକ ଏବଂ ସମ୍ମାନିତ ଅତିଥ୍‌ ଭାବେ ବ୍ରହ୍ମପୁର ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ସରକାରୀ ଓକିଲ ସୁରେନ୍ଦ୍ର ପଣ୍ଡା, ବରିଷ୍ଠ ନାଗରିକ ସଂଘର ସମ୍ପାଦକ ପ୍ରଫୁଲ ରଥ ଯୋଗ ଦେଇଥିଲେ| ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଙ୍କସହିତ ମୁଖ୍ୟ ବକ୍ତା ଓ ମଞ୍ଚାସିନ ଅତିଥି ମାନେନିଜ ନିଜର ମତଦାନ କରିଥିଲେ | ମତଦେଇଥିବା ମଧ୍ୟରେ ମୁଖ୍ୟ ଲକ୍ଷ ଥିଲା ଯେ ଶିକ୍ଷା  ହିଁ ସଚେତନ ର ମୁଖ୍ୟ ମାଧ୍ଯମ, ସମସ୍ତେ ନିଜ ନିଜ କର୍ତବ୍ୟ ପ୍ରତି ସଚେତନ ହେବା, ନାଗରିକଙ୍କ ର ଅଧୁକାର ଓ ତାର କର୍ତବ୍ୟଅଟେ | ଶିକ୍ଷା ସହ ନିଜ ମାନସିକତାର ପରିବର୍ତ୍ତନ, ଦୁର୍ନୀତିକୁ ନିଜ ମନରୁ ଦୁରେଇ ରଖୁବା ଏବଂ ଦୃଢ଼ ସ୍ଥରରେ ତାର ପ୍ରତିବାଦ କରିବା, ମାଆ ମାନଙ୍କ ମାଧ୍ୟମ  ରେ ଏହି ବାର୍ଭା ର ପ୍ରଚାର, ପ୍ରସାର ପାଇଁ ଅତିଥ୍‌ ମାନେ ମତବ୍ୟକ୍ତ କରିଥିଲେ ।ଏହାସହ କୌଣସି ଅଫିସକୁ ଗଲେ କାହାରିକୁ କୌଣସି କାମ ପାଈଁ ଲାଞ୍ଚ ନଦେବା ନେଇ ମତ ଦେଇଥିଲେ | ସମସ୍ତେ ଦୁର୍ନୀତି ମୁକ୍ତ ଭାରତ ଗଠନ ଲାଗି ସମସ୍ତେ ଶପଥ ନେଇଥିଲେ | ତେବେ ଏହି କାର୍ଯ୍ୟକ୍ରମ ରେ  ବରିଷ୍ଟ ନାଗରିକ ଙ୍କ ସହିତ ବହୁ ଜନସାଧାରଣ, ସାମ୍ବାଦିକ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ |

News Comment

You Might Also Like

BACK TO TOP