Breaking News

କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||      ଖଲ୍ଲିକୋଟ ନଗର କଂଗ୍ରେସ ସଭାପତି ହେଲେ ମନ ମଦନ ସାହୁ |   (11-Apr-2026)       ||      ବାଲିଗୁଡା ଆଦିବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ +2ଅନ ଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ଅନୁଷ୍ଠିତ |    (11-Apr-2026)       ||      ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର,   (11-Apr-2026)       ||      ବାର୍ଷିକ ବିବରଣୀ ପତ୍ର 2025-26ର ଅବଲୋକନ ଓ 2026-27ବର୍ଷ ପାଇଁ କାର୍ଯ୍ୟ ଯୋଜନା ପ୍ରସ୍ତୁତି କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||   (10-Apr-2026)       ||      ପୋଲସରା ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଅବସର ରେ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଅନୁଷ୍ଠିତ ||   (10-Apr-2026)       ||      ପଶ୍ଚିମ ଓଡ଼ିଶାର ସିନେକଳାକାର ମାନେ ତାରା ତାରିଣୀ ଙ୍କ ପୀଠରେ କଲେ ପୂଜାର୍ଚନା |   (09-Apr-2026)       ||      ଟିକାବାଲି ବ୍ଲକରେ ଲକ୍ଷାଧିକ ଟଙ୍କାରେ ନିର୍ମିତ ପାନୀୟ ଜଳ ପ୍ରକଳ୍ପ ଅଟକ |   (09-Apr-2026)       ||      ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ହତ୍ୟା ||   (07-Apr-2026)       ||      ନୂଆଗଡ ଗ୍ରାମରେ ଚୋରି ଘଟଣାରେ ସାତ ଜଣ ଗିରଫ ||   (07-Apr-2026)       ||      ରୁପା ବ୍ୟବସାୟୀ ଙ୍କଆକ୍ରମଣ କରି ତାଙ୍କଠାରୁ 7କେଜିର ରୁପା ବେଗ ଧରି ଛୁ ମାରିଲେ ଦୁଇ ଲୁଟେରା |    (06-Apr-2026)       ||      ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ -2026 ପାଳନ ||   (06-Apr-2026)       ||      ରକ୍ତ ଚାପ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର    (06-Apr-2026)       ||      କଳମ୍ବ ରେ ଦୁତୀୟ ପର୍ଯ୍ୟାୟ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ |   (06-Apr-2026)       ||     

ଲାଞ୍ଚ ନେଉଥିଲା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ ଚତୁର୍ଥ ଶ୍ରେଣୀ କର୍ମଚାରୀ |

03-Nov-2025

47ହଜାର ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ଧରା ପଡିଲେ ଚତୁର୍ଥ ଶ୍ରେଣୀ କର୍ମଚାରୀ,

        ଓଡିଶା ଜନ ମତ ବ୍ୟୁରୋ,

 ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି  ସରକାରୀ ଚତୃର୍ଥ ଶ୍ରେଣୀ କର୍ମଚାରୀ ହରିଶନ୍ଦ୍ର ମହାପାତ୍ର | ପେନସନ୍ ବାବଦକୁ ଏରିୟର ବିଲ୍ କରାଇ ଦେବାକୁକହି ୪୭ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିଲାବେଳେ, ଭିଜିଲାନ୍ ଜାଲରେ ଫସିଛନ୍ତି। ଜଣେ ବ୍ୟକ୍ତିଙ୍କ ଠାରୁ ୪୭ ହଜାର ଟଙ୍କା ନେଲା ବେଳେ ଭିଜିଲାନସ ବିଭାଗର ତଦନ୍ତ୍ର ଟିମ୍ ଚଢାଉ କରି ଜୟପୁରଟ୍ରେଜେରି ଅଫିସର ଚତୁର୍ଥ ଶ୍ରେଣୀ କର୍ମଚାରୀ ହରିଶ୍ଚନ୍ଦ୍ର ମହାପାତ୍ର ଙ୍କୁ ଗିରଫ କରିଛନ୍ତି । ସୂଚନା ଅନୁସାରେ ହରିଶନ୍ଦ୍ର  ଭରତ ନାୟକ ନାମକ ଜଣେ ବ୍ୟକ୍ତିକ  ଠାରୁ ଆଜି ଅପରାହ୍ନରେ ୪୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଜୟପୁର  ଭିଜିଲାନ୍ସ ଟିମ୍ ମାଡି ବସିଥିଲା। ଭରତ ନାୟକଙ୍କ ଶ୍ଵଶୁର ସେଟେଲମେଣ୍ଟ  ଅଫିସରେ କାମ କରୁଥିଲେ। ତାଙ୍କ ପେନ୍‌ସନ୍ ବାବଦକୁ ଏରିୟର ବିଲ୍ କରାଇ ଦେବାକୁ ୮୭ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ହରିଶ୍ଚନ୍ଦ୍ର । ପୂର୍ବରୁ ସେ ୪୦ ହଜାର ଟଙ୍କା ଦେଇଥିବା ବେଳେ ଆଜି ବଳକା ୪୭ ହଜାର ଟଙ୍କା ଦେଇଥିଲେ। ଭରତଙ୍କ ଅଭିଯୋଗ କ୍ରମେ ଏବଂ ପୂର୍ବ ନିର୍ଦ୍ଧାରିତ ଯୋଜନା ଅନୁଯାୟୀ ଭିଜିଲାନ୍‌ସ ଟିମ୍ ହରିଶ୍ଚନ୍ଦ୍ର ମହାପାତ୍ରଙ୍କୁ କାବୁ କରିଥିଲା । ଅଭିଯୁକ୍ତଙ୍କ ଆୟ ବହିର୍ଭୂତ ସମ୍ପରି ନେଇ ଅଧୁକ ଖୋଳତାଡ କରୁଛି ଭିଜିଲାନ୍‌ସ । ତାଙ୍କ ଜୟପୁରସ୍ଥିତ ଘର ସହ ଅନ୍ୟାନ୍ୟ ସ୍ଥାନରେ ଭିଜିଲାନ୍ସର ଚଢାଉ ଜାରି ରହିଛି।

News Comment

You Might Also Like

BACK TO TOP