Breaking News

ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||      ଆରପାରିରେ ଗଜନୀ ର ଖଳନାୟକ ତଥା ମହାଭାରତ ର ଅଶ୍ୱସ୍ତମା ପ୍ରଦୀପ ରାୱାତ |    (06-Aug-2026)       ||      ସ୍କୁଲ କାନ୍ଥ ଭୁଷୁଡ଼ି 2ଛାତ୍ର ଗୁରତର , ମେଡିକାଲ ରେ ଚିକିତ୍ସିତ |   (06-Aug-2026)       ||      ଖଡ଼ିଆଳ ରାଜସ୍ବ ସହାୟକ ଙ୍କ ଉପରେ ତୁରନ୍ତ କାର୍ଯ୍ୟନୁଷ୍ଠାନ ନେଲେ ଜିଲ୍ଲା ପାଳ ||   (06-Aug-2026)       ||      ଭାରତ ରେ ଅଛି ଅଜବ ଗାଁ ଯେଉଁଠି ମହିଳା ମାନେ ପାଞ୍ଚଦିନ ଲୁଗା ପନ୍ଧନ୍ତି ନାହିଁ ||   (06-Aug-2026)       ||      କବିସୂର୍ଯ୍ୟ ନଗର ର ପୂର୍ବତନ ବିଧୟିକା ଙ୍କ ସ୍ମୃତିରେ ରକ୍ତଦାନ ଶିବିର ଅନୁଷ୍ଠିତ |    (06-Aug-2026)       ||      ରାଜ୍ୟ ଓଷ୍ଟା ସଙ୍ଘ ପକ୍ଷରୁ ପ୍ରତିବାଦ ସଭା |   (06-Aug-2026)       ||      ଭୟା ଭୟ ଅଗ୍ନି କାଣ୍ଡରେ କେଶପୁର ବଜାର ରେ ଜଳିଗଲା 4ଗୋଟି ଦୋକାନ |    (06-Aug-2026)       ||      କାନ୍ଧୁଣିଦେବୀ ଙ୍କୁ ଦର୍ଶନ କରି ଫେରିଲେ ମହାମହିମ ରାଷ୍ଟ୍ରପତି |   (05-Aug-2026)       ||      ଭୂମିହୀନ ଙ୍କୁ ଜମି ପଟା ଶିକ୍ଷା ଓ ସୁବିଧା ଦାବିରେ ସ୍ଵାସ୍ତ୍ୟ ଆଇଆରଳ ବୈଠକ |    (05-Aug-2026)       ||      ଖରିପଡ଼ିଆ କୋର କୋରା ରାସ୍ତାରେ 4ଫୁଟ ଉଚର ବନ୍ୟାଜଳ ପ୍ରବାହିତ |    (05-Aug-2026)       ||     

ଖୋର୍ଦ୍ଧା ଜିଲ୍ଲା ପୋଲିସ ଦ୍ୱାରା ସାଇବର ସଚେତନତା କାର୍ଯ୍ୟକ୍ରମ |

03-Nov-2025

ଖୋର୍ଦ୍ଧା ଜିଲ୍ଲା ପୁଲିସ ଦ୍ୱାରା,ସାଇବର ସଚେତନତା ମିନିମାରାଥନ::ଯୋଗଦେଲେ 500 ରୁ ଉର୍ଦ୍ଧ ପୋଲିସ କର୍ମଚାରି,

ଓଡିଶା ଜନମତ, ଖୋର୍ଦ୍ଧା, ଗୋପାଲକୃଷ୍ଣ ପ୍ରଧାନ

ଖୋର୍ଦ୍ଧା ରେ ଦୀର୍ଘ ଏକ ମାସ ଧରି ଖୋର୍ଦ୍ଧା ଜିଲ୍ଲା ପୋଲିସ ପକ୍ଷରୁ ଚାଲିଥିବା ସାଇବର ସଚେତନତା ଅଭିଯାନ ର ଆଜି ଖୋର୍ଦ୍ଧା ଆରକ୍ଷୀ ଅଧିକ୍ଷକ ଙ୍କ କାର୍ଯ୍ୟାଳୟ ଠାରୁ ଏକ ବିରାଟ ସଚେତନତା ମିନି ମାରାଥନ କାର୍ଯ୍ୟକ୍ରମ ଖୋର୍ଦ୍ଧା ଏସପି ବିବେକାନନ୍ଦ ଶର୍ମା ଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି l  ଏହି ସଚେତନତା ମାରାଥନ ରେ 500 ରୁ ଉର୍ଦ୍ଧ ପୋଲିସ କର୍ମଚାରୀ ସାମିଲ ହୋଇଥିଲେ l ଖୋର୍ଦ୍ଧା ଏସପି ବିବେକାନନ୍ଦ ଶର୍ମା ମାରାଥନ ପତାକା ଦେଖାଇ ଉଦଘାଟନ କରିବା ପରେ କହିଥିଲେ ବର୍ତମାନ ର ସମୟରେ ସାଇବର କ୍ରାଇମ ବଢିଚାଲି ଥିବା ବେଳେ ଏଥିରେ ଯୁବକ ବର୍ଗ ଠାରୁ ଆରମ୍ଭ କରି ବୟସ୍କ ପର୍ଯ୍ୟନ୍ତ ସମସ୍ତେ ଅନେକ ସମୟରେ ଶିକାର ହେଉଛନ୍ତି l ଫଳରେ ଅନେକ ପରିବାର ସର୍ବଶାନ୍ତ ହୋଇଯାଉଛି ଏଣୁ ଆମେ ସମସ୍ତେ ସଚେତନ ହେବା ଓ ଅନ୍ୟକୁ ସଚେତନତା କରାଇଲେ ଆମେ ଏହି ମହାମାରୀ ଭଳି ସାଇବର କ୍ରାଇମ କୁ ରୋକିପାରିବା ବୋଲି କହିଥିଲେ l ଏ ହି ସଚେତନତା  ଶୋଭାଯାତ୍ରା ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଦେଇ ନୂଆବସ ଷ୍ଟାଣ୍ଡ, ପୁରୁଣା ବସ ଷ୍ଟାଣ୍ଡ, ଟାଉନ ହଲ, ଆଦର୍ଶ ଥାନା, ଟ୍ରାଫିକ ଛକ ଦେଇ ପୁନଃ ଏସପି ଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆସିଥିଲା । ଏହି କାର୍ଯ୍ୟକ୍ରମ ରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଏସପି ଶ୍ରୀନିବାସ ମହାନ୍ତି, ଡିଆଇବି ଡ଼ିଏସପି ଅନାଦି ଚରଣ ସେଠି,ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀ, ଡ଼ିଏସପି  ଯୁଗଳ କିଶୋର ମଲ୍ଲିକ, ଏସଡିପିଓ ନିହାର ରଞ୍ଜନ ପ୍ରଧାନ, ଅନିଲ କୁମାର ମହାନ୍ତି,ସାଇବର ଇନ୍ସପେକ୍ଟର ସୁଚିତ୍ରା ଜେନା, ରିଜର୍ବ ଇନ୍ସପେକ୍ଟର ସତ୍ୟକାନ୍ତ ମନୋରଞ୍ଜନ ଜେନା,ତାରିକ ଅହମ୍ମଦ ଶିଳ୍ପାଞ୍ଚଳ ଥାନା ଅଧିକାରୀ ଉମେଶ କୁମାର ସାହୁ, ଆଦର୍ଶ ଥାନା ଅଧିକାରୀ ସଞ୍ଜୟ କୁମାର ନାୟକ, ଇନ୍ସପେକ୍ଟର ବାସୁଦେବ ଜୟସିଂ, ଭାଗ୍ୟଶ୍ରୀ ବେହେରା,ସମସ୍ତ ପୋଲିସ କର୍ମଚାରୀ,ଓଡିଶା ପୋଲିସ, ଖୋର୍ଦ୍ଧା ର ସଚେତନ ନାଗରିକ, ପ୍ରଶାସନର ଅଧିକାରୀମାନେ, ସାମ୍ବାଦିକ,ବିଭିନ୍ନ ବିଦ୍ୟାଳୟ ଓ କଲେଜର ଛାତ୍ରଛାତ୍ରୀ, ଏବଂ ବିଭିନ୍ନ ସଂଗଠନର ପ୍ରତିନିଧିମାନେ ଯୋଗ ଦେଇଥିଲେ l ରିପୋର୍ଟ--ଗୋପାଲକୃଷ୍ଣ ପ୍ରଧାନ

News Comment

You Might Also Like

BACK TO TOP