Breaking News

ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||     

ସୁନାଥର ପରମା ନନ୍ଦ ଶିଶୁ ବିଦ୍ୟା ମନ୍ଦିର ଠାରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ |

04-Nov-2025

ସୁନାଥର ପରମା ନନ୍ଦ ଶିଶୁ ବିଦ୍ୟା ମନ୍ଦିର ରେ ବିଜ୍ଞାନ ମେଳା ଅନୁଷ୍ଠିତ |

        ଓଡିଶା ଜନମତ ବ୍ୟୁରୋ,

ପୁରୁଷୋତ୍ତମପୁର ବ୍ଳକ ଅନ୍ତର୍ଗତ ସୁନାଥର ଠାରେ ଥିବା ପରମା ନନ୍ଦ ଶିଶୁ ବିଦ୍ୟା ମନ୍ଦିର ଠାରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଉଯାଇଛି | ଏହି କାର୍ଯ୍ୟକ୍ରମକୁ ସୁରେଶ ଚନ୍ଦ୍ର ପଣ୍ଡା, ପରିଚାଳନା କମିଟି ସଭ୍ୟ, ଉଦଘାଟନ କରିଥିଲା ବେଳେ ମୁଖ୍ୟ ଅତିଥି ଭାବେସୁନାଥର ସରପଞ୍ଚଅନିଲ କୁମାର ନାହାକ ଯୋଗଦେଇ 4ଥିଲାବେଳେ, ମୁଖ୍ୟ ବକ୍ତା ଭାବେ ଅଜୟ କୁମାର ପାଣିଗ୍ରାହୀ, ଓସମ୍ମାନିତ ଅତିଥି ଭାବେ ଶିକ୍ଷକ ନିରଞ୍ଜନ ନାହାକ ମଞ୍ଚାସିନ ଥିଲେ | ପ୍ରଥମେ ମୁଖ୍ୟ ଅତିଥିଙ୍କ ସହ ଅନ୍ୟ ଅତିଥି ମାନଙ୍କୁ  ପୁଷ୍ପଗୁଛ ଓ ଉତ୍ତରୀୟ ପ୍ରଦାନ କରିß |ଏହି ବିଜ୍ଞାନ ମେଳା ରେ ଅତିଥି ମାନେ ଛାତ୍ର, ଛାତ୍ରୀ ମାନଙ୍କ ଦ୍ୱାରା ନିର୍ମିତ ବିଭିନ୍ନ ପ୍ରକଳ୍ପ କୁ ବୁଲି ଦେଖିଥିଲେ | ସେମଧ୍ୟରୁବରିଷ୍ଟ ବିଭାଗ,କନିଷ୍ଟ  ଏବଂ ସର୍ବନିଷ୍ଟ ବିଭାଗର ପ୍ରକଳ୍ପ ମଧ୍ୟରୁ  ,12ଗୋଟି ପ୍ରକଳ୍ପ କୁ ମନୋନୀତ କରିଥିଲେ | ସେହି12 ଗୋଟି ପ୍ରକଳ୍ପ ଗୁଡିକ ଆସନ୍ତା ରାଜ୍ୟ ସ୍ତରୀୟ ବିଜ୍ଞାନ ମେଳା ଆସନ୍ତା ତା -08/11/25ରିଖଶନିବାର ଦିନ ଯି ଉଦୟଗିରି (କନ୍ଧମାଳ )ଠାରେ ଅନୁଷ୍ଠିତ ହେବ | ସେଥିପାଇଁ 12ଜଣଙ୍କ ନାମ ଚୟନ କରାଯାଇଛି | ଏହି କାର୍ଯ୍ୟକ୍ରମ କୁ ବିଚାରକ ମଣ୍ଡଳୀ ଭାବେ ଶ୍ରୀ ନୀଳକଣ୍ଠ ବେହେରା ବିଜ୍ଞାନ ଶିକ୍ଷକ,ଶ୍ରୀମତୀ ପିଙ୍କି ବିଷୋୟୀ, ବିଜ୍ଞାନ ଶିକ୍ଷୟତ୍ରୀ,  ରହିଥିଲା ବେଳେ କାର୍ଯ୍ୟକ୍ରମ ଶେଷରେ ପ୍ରଧାନ ଶିକ୍ଷକ ପୀତବାସ ବସନ୍ତିଆ ଉପସ୍ଥିତ ମଞ୍ଚାସିନ ଅତିଥିଙ୍କ ସହ        ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ |

News Comment

You Might Also Like

BACK TO TOP