Breaking News

କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||      ଖଲ୍ଲିକୋଟ ନଗର କଂଗ୍ରେସ ସଭାପତି ହେଲେ ମନ ମଦନ ସାହୁ |   (11-Apr-2026)       ||      ବାଲିଗୁଡା ଆଦିବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ +2ଅନ ଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ଅନୁଷ୍ଠିତ |    (11-Apr-2026)       ||      ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର,   (11-Apr-2026)       ||      ବାର୍ଷିକ ବିବରଣୀ ପତ୍ର 2025-26ର ଅବଲୋକନ ଓ 2026-27ବର୍ଷ ପାଇଁ କାର୍ଯ୍ୟ ଯୋଜନା ପ୍ରସ୍ତୁତି କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||   (10-Apr-2026)       ||      ପୋଲସରା ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଅବସର ରେ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଅନୁଷ୍ଠିତ ||   (10-Apr-2026)       ||      ପଶ୍ଚିମ ଓଡ଼ିଶାର ସିନେକଳାକାର ମାନେ ତାରା ତାରିଣୀ ଙ୍କ ପୀଠରେ କଲେ ପୂଜାର୍ଚନା |   (09-Apr-2026)       ||      ଟିକାବାଲି ବ୍ଲକରେ ଲକ୍ଷାଧିକ ଟଙ୍କାରେ ନିର୍ମିତ ପାନୀୟ ଜଳ ପ୍ରକଳ୍ପ ଅଟକ |   (09-Apr-2026)       ||      ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ହତ୍ୟା ||   (07-Apr-2026)       ||      ନୂଆଗଡ ଗ୍ରାମରେ ଚୋରି ଘଟଣାରେ ସାତ ଜଣ ଗିରଫ ||   (07-Apr-2026)       ||      ରୁପା ବ୍ୟବସାୟୀ ଙ୍କଆକ୍ରମଣ କରି ତାଙ୍କଠାରୁ 7କେଜିର ରୁପା ବେଗ ଧରି ଛୁ ମାରିଲେ ଦୁଇ ଲୁଟେରା |    (06-Apr-2026)       ||      ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ -2026 ପାଳନ ||   (06-Apr-2026)       ||      ରକ୍ତ ଚାପ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର    (06-Apr-2026)       ||      କଳମ୍ବ ରେ ଦୁତୀୟ ପର୍ଯ୍ୟାୟ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ |   (06-Apr-2026)       ||     

ଆନ୍ଦ୍ର ପ୍ରଦେଶ ଭେଙ୍କ ଟେସ ସ୍ୱାମୀ ମନ୍ଦିର ଦଳା ଚକଟା ରେ ମୃତ୍ୟୁ ବରଣ କରିଥିବା ଓଡ଼ିଆ ଝିଅର ପରିବାର କୁ ପ୍ରଶାସନ ର ସହାୟତା ପ୍ରଦାନ ||

05-Nov-2025

ଆନ୍ଧ୍ର ମନ୍ଦିରରେ ଦଳାଚକଟା ରେ ମୃତ ଓଡ଼ିଆ ଝିଅ ରୁପାଙ୍କ ପରିବାରକୁ  ପ୍ରଶାସନ ର ସହାୟତାପ୍ରଦାନ,

         ଓଡିଶା ଜନମତ ବ୍ୟୁରୋ,

ଆନ୍ଧ୍ର ପ୍ରଦେଶ ଶ୍ରୀକାକୁଲମ ଜିଲ୍ଲାର କାଶୀବୁଗାଠାରେ ଗତ ଗତ ୧ ତାରିଖ ସକାଳେ ଆନ୍ଦ୍ର ପ୍ରଦେଶ ର ଶ୍ରୀକାକୁଲମ ଜିଲ୍ଲା କାଶୀ ବୁଗୁଡ଼ା ଠାରେ ଥିବା ଶ୍ରୀଭେଙ୍କଟେଶ୍ଵର ସ୍ଵାମୀ ମନ୍ଦିରରେ ଦଳାଚକଟାରେ ୧୨ ଜଣ ଶ୍ରଦ୍ଧାଳୁ ପ୍ରାଣ ହରାଇଛନ୍ତି | ସେମାନଙ୍କ ମଧ୍ୟରୁ ଓଡ଼ିଶାର ପାତ୍ରପୁର ବ୍ଲକ ଅନ୍ତର୍ଗତ ଗୁଡ଼ିପଦର ଗ୍ରାମର ଆର. ଦିଲେଶଙ୍କ ଝିଅ ଆର. ରୁପା (୨୧)ଙ୍କ ମୃତ୍ୟୁ ଘଟିଥିଲା । ତେବେ ତାଙ୍କ ମୃତ୍ୟୁ ରେ ଦୁଃଖ ପ୍ରକାଶ କରିବା ସହ ସେମାନଙ୍କ ପରିବାର କୁ ଉଭୟ  ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସମ ବେଦନାଜଣାଇ ରୁପାଙ୍କ ପରିବାରକୁ ସହାୟତା ପ୍ରଦାନ କରାଯାଇଛି । ଆନ୍ଧ୍ର ସରକାର ପକ୍ଷରୁ ଇଚ୍ଛାପୁର ବିଧାୟକ ଅଶୋକ ବେଣ୍ଡାଲମ୍ ଗୁଡ଼ିପଦର ଗ୍ରାମରେ ପହଞ୍ଚି ରୁପାଙ୍କ ପରିବାରକୁ ୧୫ଲକ୍ଷ ଅନୁକମ୍ପା ରାଶିପ୍ରଦାନ କରିଥିବା ବେଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୬ ଲକ୍ଷ ସହାୟତା ରାଶି ଘୋଷଣା କରିଛନ୍ତି । ସାଂସଦ ପ୍ରତିନିଧି ମୀନା ଦ୍ୟାନ ସାମନ୍ତରା, ପାତ୍ର ପୁର ତ ହସିଲଦାର ଅଶୋକ କୁମାର ପଟ୍ଟନାୟକ, ଅଧ୍ୟକ୍ଷା ଓ୍ବାଈ, ସଂଯୁକ୍ତା, ସ୍ଥାନୀୟ ସରପଞ୍ଚଙ୍କ ଉପସ୍ଥିତ ରହି ରୂପାଙ୍କ ପରିବାରକୁ ସମବେଦନା ଜଣାଇବା ସହ ରେଡକ୍ରସ ପାଣ୍ଠିରୁ ୩୦ ହଜାର ଟଙ୍କା ପ୍ରଦାନ କରିଛନ୍ତି |

News Comment

You Might Also Like

BACK TO TOP