Breaking News

ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||      ଆରପାରିରେ ଗଜନୀ ର ଖଳନାୟକ ତଥା ମହାଭାରତ ର ଅଶ୍ୱସ୍ତମା ପ୍ରଦୀପ ରାୱାତ |    (06-Aug-2026)       ||      ସ୍କୁଲ କାନ୍ଥ ଭୁଷୁଡ଼ି 2ଛାତ୍ର ଗୁରତର , ମେଡିକାଲ ରେ ଚିକିତ୍ସିତ |   (06-Aug-2026)       ||     

ପରିବେଶ ର ସୁରକ୍ଷା କରୁଛନ୍ତି ଶାଗୁଣା ମାନେ |

06-Nov-2025

ଶାଗୁଣା ବଂଶ ବିଲୁପ୍ତ ପ୍ରାୟ 
ପରିବେଶର ରକ୍ଷକହେଉଛନ୍ତି ଶାଗୁଣା,

      ଓଡିଶା ଜନ ମତ ବ୍ୟୁରୋ,

ଦିନକୁ ଦିନ ଶାଗୁଣା ବଂଶ ଲୋପ ପାଇବାକୁ ଗଲାଣି | କିଛି ବର୍ଷ ପୂର୍ବରୁ  ଯଦି କେଉଁ ସ୍ଥାନରେ ପଶୁପକ୍ଷୀ ମରି ପଡ଼ିଥାନ୍ତି ତେବେ ତାଙ୍କ ଚତୁର୍ପାଶ୍ୱ ରେ ଦଳ, ଦଳ ଶାଗୁଣା ପକ୍ଷୀ ଉଡି ତାହାର ମାଂସ କୁ ଖାଇ ଥାନ୍ତି | ହେଲେ 1999 ମହାବାତ୍ୟା ପରେ ଓଡ଼ିଶାରେ ପ୍ରାୟ ଶାଗୁଣା ବଂଶ ଲୋପପାଇ ଗଲାଣି, ଯାହାଅଛି ତାହା କିଛିକି ନୁହଁ |  ପ୍ରତି ବର୍ଷ ସେପପ୍ଟେମ୍ବର ପ୍ରଥମ ଶନିବାରକୁ ‘ ଅନ୍ତର୍ଜାତୀୟ ଶାଗୁଣା ସଚେତନତା ଦିବସ’ ଭାବରେ ପାଳନ କରାଯାଇ ଆସୁଛି ।
୨୦୦୬ ମସିହାରେ ଦକ୍ଷିଣ— ଆଫ୍ରିକାର ଏନ୍‌ଡେଞ୍ଜର୍ଡ ୱାଇଲ୍ଡ ଲାଇଫ୍ ଟ୍ରଷ୍ଟ ଓ ଇଂଲଣ୍ଡର ହକ୍ କଞ୍ଜରଭାନ୍ତି ଟ୍ରଷ୍ଟ ମିଳିତଭାବେ ଶାଗୁଣାଙ୍କ ସଂରକ୍ଷଣ ସକାଶେ ଅନ୍ତର୍ଜାତୀୟ ଶାଗୁଣା ସଚେତନତା ଦିବସ ଆରମ୍ଭ କରିଥିଲେ । ତେବେ ପ୍ରଥମ ଅନ୍ତର୍ଜାତୀୟ ଶାଗୁଣା ସଚେତନତା ଦିବସ ୨୦୦୯ ସେପମ୍ବର ପ୍ରଥମ ଶନିବାର ପାଳନକରାଯାଇଥିଲା । ପରିବେଶକୁ ପରିଷ୍କାର ରଖିବାରେ ଶାଗୁଣାଙ୍କ ଭୂମିକା  ରୁତ୍ଵପୂର୍ଣ  ଅଟେ କାରଣ ମରିଯାଇଥିବା ଜୀବଜନ୍ତୁ ପଚି ଶଢ଼ି ପରି ବେଶକୁ ପ୍ରଦୂଷଣ  କରିବା ପୂର୍ବରୁ ଏମାନେ ସେଗୁଡ଼ିକୁ ଖାଇଦିଅନ୍ତି । ପ୍ରତିକୂଳ ସ୍ଥିତିକୁ ଭୂକ୍ଷେପ  ନ କରି ଏମାନେ ନିଜ କାମରେ ଲାଗିଥାଆନ୍ତି । କିନ୍ତୁ ପରିତାପର ବିଷୟ, ଯେ ପରି ପରିବେଶ ସଫେଇରେ ବିଶେଷ ଭୂମିକା ନିଭାଉଥିବା ଏହି ପକ୍ଷୀଙ୍କ ବଂଶ ଧୀରେ ଧୀରେ ରେ ଲୋପ ପାଇଯିବାକୁ ବସି ବସିଛି । ତେଣୁ ଏମାନଙ୍କୁ ନେଇ  ପରିବେଶବିତ୍ମାନେ ଉଦ୍‌ବେଗ ପ୍ରକାଶ କଲେଣି। ଏହି ଅବସରରେ ପରିସଂସ୍ଥା ସୁରକ୍ଷାକାରୀ ଶାଗୁଣାଙ୍କ ଗୁରୁତ୍ବପୂର୍ଣ ଭୂମିକା  ବିଷୟ ରେ ଜନସାଧାରଣଙ୍କୁ ଅବଗତ କରାଇବା ଏବଂ ବିପଦଗ୍ରସ୍ତ ଉକ୍ତ ପ୍ରଜାତିଙ୍କ ସଂରକ୍ଷଣ ପ୍ରୟାସକୁ ପ୍ରୋତ୍ସାହିତ କରାଯାଇଥାଏ।

News Comment

You Might Also Like

BACK TO TOP