Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

ଦାନ୍ତା ହାତୀ ମାରିବା ଅଭିଯୋଗ ରେ ଜଣେ ଗିରଫ, ଦୁଇ ବନ୍ଧୁକ ଜବତ |

07-Nov-2025

ହାତୀ ମାରିବା ଅପରାଧ ରେ ଜଣେ ଗିରଫ, ଦୁଇ ବନ୍ଧୁକ ଜବତ,

       ଓଡିଶା ଜନ ମତ ବ୍ୟୁରୋ,

ମଣିଷ ମାନେ ମଧ୍ୟ ଅଧିକ ଅର୍ଥ ଉପାର୍ଜନ ନିମନ୍ତେ ସବୁ ପ୍ରକାର ଅପରାଧିକ କାର୍ଯ୍ୟରେ ସାମିଲ ହୋଇ ଟଙ୍କା ରୋଜଗାର କରୁଥିଲା ବେଳେ ଆଇନ ଆଖିରେ କିନ୍ତୁ ସେମାନେ ଧରା ପଡିଯାଇ ଜେଲରେ ଦିନ କାଟନ୍ତି | ସେଇଭଳି ଏକ ଅଭାବ ନିୟ ଘଟଣା ଦେଖିବାକୁ ମିଳିଛି ଗଞ ଜିଲ୍ଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ମୁଜାଗଡ ରେଞ୍ଜ ବାଇବାଲି ସେକ୍ସନ ବାଣିଆପଲ୍ଲୀ ସଂରକ୍ଷିତ ଜଙ୍ଗଲରେ  | ଏକ ଦନ୍ତା ହାତୀ ମୃତ୍ୟୁବରଣ କରିଥିଲା । ଏହି ଘଟଣା ରେ ଆଜି ବାଣିଆପଲ୍ଲୀ ଗ୍ରାମର ଉମାକାନ୍ତ ପ୍ରଧାନ କୁ ଗିରଫ କରିଛି ବନ ବିଭାଗ। ଶନିବାର ସକାଳ ସମୟରେ ଖବରପାଇ ଘଟଣାସ୍ଥଳରେ ବନ ବିଭାଗର ଅଧିକାରୀଠାରୁ ଆରମ୍ଭ କରି କର୍ମଚାରୀମାନେ ଘଟଣାସ୍ଥଳ ରେ ପହଞ୍ଚିଥିଲେ । ଶନିବାର ଅପରାହ୍ନରେଜେଟିଏଫ ଟିମ ଭୁବନେଶରରୁ ଆସି ହାତୀଟିକୁ ବ୍ୟବଚ୍ଛେଦ କରିବା ପରେ ଜାଣିଥିଲେ ଯେ ହାତୀଟିର ବାମ ଗୋଡରେ ଗୁଳିବାଜିଛି । ତେବେ ବନ ବିଭାଗ ପକ୍ଷରୁ ତଦନ୍ତ ଚାଲିଥିବା ବେଳେ ଗତକାଲି ଉତ୍ତମକୁ ଗିରଫ କରିଛି ବନ ବିଭାଗ । ତେବେ ଫସଲ ନଷ୍ଟ କରୁଥିବାରୁ ପନ୍ଦର ବର୍ଷୀୟ ହାତୀକୁ ଦେଶୀ ବନ୍ଧୁକରେ ଗୁଳି କରିଥିଲେ ଉମାକାନ୍ତ। ସେହି ଗୁଲିଟି ହାତୀର ଗୋଡ ରେ ବାଜିବା ସହ ଶରୀର ଭିତରେ ମଧ୍ୟ ବାଜିଥିଲା । ଫଳରେ ହାତୀଟିର ମୃତ୍ୟୁ ଘଟିଥିଲା।

News Comment

You Might Also Like

BACK TO TOP