Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

ଜୟ ଢୋଲକୀୟ ଙ୍କ ନିମନ୍ତେ ପ୍ରଚାର କଲେ ମୋହନ ଚରଣ ମାଝୀ |

07-Nov-2025

ଜୟ ଢୋଲକିୟା ଙ୍କ ପାଇଁ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ,

(ସଭାରେ କାନ୍ଦିଲେ ଜୟ ଢୋଲ କିୟା,

      ଓଡିଶା ଜନ ମତ ବ୍ୟୁରୋ , 

ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆପଡା ଉପନିର୍ବାଚନ ପ୍ରଚାର ପାଇଁ  ଆଜି ଅପରାହ୍‌ଣରେ ପ୍ରଚାର କରିଛନ୍ତି। ମୁଖ୍ୟମନ୍ତ୍ରୀ କୋମନାରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ପ୍ରଚାର କରିଛନ୍ତି । ଏହି ଅବସରରେ ସେ ଏକ ରୋଡ୍ ସୋ’ କରିଛନ୍ତି। ରୋଡ ସୋ’ରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ବିଜେପି ସଭାପତି ମନମୋହନ ସାମଲ, କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା ଉପସ୍ଥିତ ଅଛନ୍ତି । ସେହିପରି ନର୍ବାଚନ ପ୍ରଚାର ପାଇଁ ହଜାର ହଜାର ବିଜେପି ସମର୍ଥକ ଓ କର୍ମୀଙ୍କ ଭିଡ଼ ରହିଛି। ଆଜି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ନୂଆପଡ଼ା ବ୍ଲକ୍‌ରେ ବିଜେପି ପାର୍ଥୀଙ୍କ  ପାଇଁ ପ୍ରଚାର କରିଛନ୍ତି । ଉଭୟ ମୋହନ ଓ ବିଷ୍ଣୁଦେଓଙ୍କ ସଭା ସଫଳ କରିବାକୁ ବିଜେପି ନେତା ମାନେ ଲାଗି ପଡିଛନ୍ତି ।ବର୍ତ୍ତମାନ କୋମନା ବ୍ଲକ୍  ପାଇଁ ତିନିଟି ଯାକ ଦଳ ସ୍ବତନ୍ତ୍ର ରଣନୀତି କରି ଫୋକସ୍ କରୁ ଛନ୍ତି । ନୂଆପଡା଼  ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା ଦୁଇଟି ବ୍ଲକ୍ଓ ଦୁଇଟି ଏନ୍‌ଏସି ମଧ୍ୟରେ କୋମନାରେ ସର୍ବାଧ‌ିକ ଭୋଟର ରହିଛନ୍ତି। ଏହି ବ୍ଲକ୍  ହିଁ ନିର୍ବାଚନୀ ଫଳାଫଳକୁ ସର୍ବାଧ‌ିକ ପ୍ରଭାବିତ କରିବ । ପୂର୍ବ ନିର୍ବାଚନରେ ବିଜେଡି ଏଠାରୁ ଅଧିକ ଭୋଟ ପାଇଥିଲା ଓ ସେତେବେଳର ସ୍ୱାଧୀନ ପ୍ରାର୍ଥୀ ଘାସିରାମ ମାଝୀ (ବର୍ତ୍ତମାନର କଂଗ୍ରେସ ପ୍ରାର୍ଥୀ ଦ୍ଵିତୀୟ ସ୍ଥାନରେ ଥିଲେ। ତାଙ୍କର ଏଠାରେ ସ୍ୱତନ୍ତ୍ର ଭୋଟ୍ ବ୍ୟାଙ୍କ ରହିଛି । କିନ୍ତୁ ଏହି ବ୍ଲକ୍ ରେ ଗତ ନିର୍ବାଚନର ସ୍ଥିତି ନାହିଁ। ପୂର୍ବ ନିର୍ବାଚନର ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଏବେ ବିଜେପି ପ୍ରାର୍ଥୀ। ତେଣୁ ଏଠାରେ ମତଦାନକୁ ନେଇ ଆକଳନ କରିବା ମୁସ୍କିଲ୍ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଗସ୍ତ ପରେ ପୁରୁଣା ବିଜେଡି ଭୋଟକୁ ବାନ୍ଧି ରଖିବା ପାଇଁ ନେତାମାନେ ଜୋରଦାର ଚେଷ୍ଟା କରୁଛନ୍ତି। ତେବେ ବିଜେପିକୁ ଅଧିକ ବଳ ଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏଠାରେ ସଭା ଓ ରୋଡ୍ ସୋ’ କରିଛନ୍ତି। ସେ ସଭା ମଧ୍ୟରେ ବିଜେଡି ସରକାର ଙ୍କ ଗୁମର ଖୋଲି ଲୋକଙ୍କ ଆଗରେ ସବୁକଥା କହିଥିଲେ  | ତେବେ ମୁଖ୍ୟମନ୍ତ୍ରୀଙ୍କ ସଭା ମଞ୍ଚରେ କଇଁ କଇଁ ପ୍ରଚାର ସଭାରେ କାନ୍ଦିଲେ  ନୂଆପଡ଼ା ଉପନିର୍ବାଚନର ବିଜେପି ପ୍ରାର୍ଥ ଜ‌ୟ ହୋଇକିଆ। ଆଜି     କୋମନାରେ ଆୟୋଜିତ ନିର୍ବାଚନୀ ସଭାରେ ଚାଲି ଥିବାବେଳେ ପାଖରେ ଛିଡ଼ା ହୋଇଥିବା ଜୟ କାନ୍ଦି ପକାଇଥିଲେ । ଜଯଙ୍କୁବିଜେଡି ରାଜେନ୍ଦ୍ର ଢୋଲକିଆଙ୍କ ବେଇମାନ ପୁଅ ବୋଲି କହିଥିଲେ। ମୁଖ୍ୟମନ୍ତ୍ରୀ ଏହି ପ୍ରସଙ୍ଗରେ ବିଜେଡିକୁ ଟାର୍ଗେଟ କରିଥିବାବେଳେ ଏହା ଶୁଣି ଜୟଙ୍କ ଆଖିରେ ଲୁହ ଚାଲିଆସିଥିଲା । ଏହି ଘଟଣା ଦେଖି ମଞ୍ଚରେ ଏକପ୍ରକାର ଭାବବିହ୍ବଳ ପରିବେଶ ସୃଷ୍ଟି କରିଥିଲା ।ବିଜେଡି ସୁପ୍ରିମୋ ପଟ୍ଟନାୟକ ୩ ତାରିଖ ସଭାରେ   ନୂଆପଡ଼ାବାସୀଙ୍କ ସହ ବେଇମାନୀପୁଅ ଜୟ ଢୋଲକୀୟ ବୋଲି କହିଥିଲେ |

News Comment

You Might Also Like

BACK TO TOP