Breaking News

ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||      ଆରପାରିରେ ଗଜନୀ ର ଖଳନାୟକ ତଥା ମହାଭାରତ ର ଅଶ୍ୱସ୍ତମା ପ୍ରଦୀପ ରାୱାତ |    (06-Aug-2026)       ||      ସ୍କୁଲ କାନ୍ଥ ଭୁଷୁଡ଼ି 2ଛାତ୍ର ଗୁରତର , ମେଡିକାଲ ରେ ଚିକିତ୍ସିତ |   (06-Aug-2026)       ||      ଖଡ଼ିଆଳ ରାଜସ୍ବ ସହାୟକ ଙ୍କ ଉପରେ ତୁରନ୍ତ କାର୍ଯ୍ୟନୁଷ୍ଠାନ ନେଲେ ଜିଲ୍ଲା ପାଳ ||   (06-Aug-2026)       ||      ଭାରତ ରେ ଅଛି ଅଜବ ଗାଁ ଯେଉଁଠି ମହିଳା ମାନେ ପାଞ୍ଚଦିନ ଲୁଗା ପନ୍ଧନ୍ତି ନାହିଁ ||   (06-Aug-2026)       ||      କବିସୂର୍ଯ୍ୟ ନଗର ର ପୂର୍ବତନ ବିଧୟିକା ଙ୍କ ସ୍ମୃତିରେ ରକ୍ତଦାନ ଶିବିର ଅନୁଷ୍ଠିତ |    (06-Aug-2026)       ||      ରାଜ୍ୟ ଓଷ୍ଟା ସଙ୍ଘ ପକ୍ଷରୁ ପ୍ରତିବାଦ ସଭା |   (06-Aug-2026)       ||      ଭୟା ଭୟ ଅଗ୍ନି କାଣ୍ଡରେ କେଶପୁର ବଜାର ରେ ଜଳିଗଲା 4ଗୋଟି ଦୋକାନ |    (06-Aug-2026)       ||      କାନ୍ଧୁଣିଦେବୀ ଙ୍କୁ ଦର୍ଶନ କରି ଫେରିଲେ ମହାମହିମ ରାଷ୍ଟ୍ରପତି |   (05-Aug-2026)       ||      ଭୂମିହୀନ ଙ୍କୁ ଜମି ପଟା ଶିକ୍ଷା ଓ ସୁବିଧା ଦାବିରେ ସ୍ଵାସ୍ତ୍ୟ ଆଇଆରଳ ବୈଠକ |    (05-Aug-2026)       ||      ଖରିପଡ଼ିଆ କୋର କୋରା ରାସ୍ତାରେ 4ଫୁଟ ଉଚର ବନ୍ୟାଜଳ ପ୍ରବାହିତ |    (05-Aug-2026)       ||     

ଆମେରିକାରେ ମାଲ ବାହି ୟୁପିଏସ ବିମାନ ଦୁର୍ଘଟଣା 3ମୃତ ||

08-Nov-2025

ଆମେରିକାରର ଲୁଇସ ଭିଲ ରେ ବ୍ଲାଷ୍ଟ ହେଲା UPS ମାଲବାହୀ ବିମାନ, ତିନି ମୃତ,

     ଓଡିଶା ଜନ ମତ  ବ୍ୟୁରୋ,

 ସବୁ ଦେଶରେ ବିମାନ ଦୁର୍ଘଟଣା ବଢ଼ି ଚାଲିଛି | ତେବେ ତାର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଠିକ ଭାବରେ ଜଣା ପଡୁନାହିଁ | ଏହାଦ୍ୱାରା ବିମାନରେ ଯିବାପାଇଁ ଲୋକଙ୍କ ମନରେ ଭୟ ଓ ଆଶଙ୍କା ବଢ଼ି ଯାଇଛି | ତେବେଏକ ମାଲ ବାହି ବିମାନ ଆମେରିକାରେ ଭୟଙ୍କର  ଦୁର୍ଘଟଣା ହୋଉଛି | ଆମେରିକାର ଲୁଇସଭିଲରେ କ୍ରାସ ହେଲା UPS ମାଲବାହୀ ବିମାନ । ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ରୁ ଅଧିକ ଆହତ ହୋଇଛନ୍ତି । ଲୁଇସଭିଲର ମହମ୍ମଦ ଅଲି ଅନ୍ତର୍ଜାତୀୟ ବିମାନବନ୍ଦର ରୁ ଉଡ଼ାଣ ଭରିବାର କିଛି ସମୟ ପରେ ମ୍ୟାକଡୋନେଲ ଡଗଲାସ୍ MD-11 ମାଲବାହୀ ବିମାନଟି ଦୁର୍ଘଟଣାର ଶିକାର ହୋଇଥିଲା । ବିମାନରେ ତିନି ଜଣ କ୍ଲୁ ସଦସ୍ୟ ଥିଲେ |ପ୍ଲେନରେ ପ୍ରାୟ ଦୁଇ ଲକ୍ଷ ୮୦ ହଜାର ପାଉଣ୍ଡ ଇନ୍ଧନ ଥିଲା ।ଦୁର୍ଘଟଣା ପରେ  ପ୍ଲେନଟି ଫର୍ନଭ୍ୟାଲି ରୋଡ୍ ଓ ଗ୍ରେଡ ଲେନରେ ଖସି ପଡିଥିଲା । ପରେ ବଡ଼ ବିସ୍ପୋରଣ ହୋଇଥିବା ବେଳେ  କେଣ୍ଡୁକି ପେଟ୍ରୋଲିୟମ ରିସାଇକ୍ଲିଙ୍ଗ ଏବଂ ଗ୍ରେଡ୍ ଇ ଅଟୋ ପାର୍ଟସ୍ ସମେତ ବିଭିନ୍ନଶିଳ୍ପକାରଖାନା କୁ ନିଆଁ ବ୍ୟାପିଥିଲା । ଦୁର୍ଘଟଣା ପୂର୍ବରୁ ବିମାନକୁ ଉପରକୁ ଉଠାଇ ବାକୁ ଉଦ୍ୟମ କରିଥିଲେ ପାଇଲଟ । ହେଲେ ଶେଷ ମୁହୂର୍ତ୍ତରେ ବିମାନ ଉପରେ ନିୟନ୍ତ୍ରଣ  ପାଇନଥିଲେ ପାଇଲଟ । ତେବେ ଦୁର୍ଘଟଣାରେ ଆଗକୁ ମୃତକଙ୍କ ସଂଖ୍ୟା ବଢିପାରେ ବୋଲି କହିଛନ୍ତି କେଣ୍ଡୁକି ଗଭର୍ଣ୍ଣର ଆଣ୍ଡି ବେସିୟର  ।

News Comment

You Might Also Like

BACK TO TOP