Breaking News

ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||      ଆରପାରିରେ ଗଜନୀ ର ଖଳନାୟକ ତଥା ମହାଭାରତ ର ଅଶ୍ୱସ୍ତମା ପ୍ରଦୀପ ରାୱାତ |    (06-Aug-2026)       ||      ସ୍କୁଲ କାନ୍ଥ ଭୁଷୁଡ଼ି 2ଛାତ୍ର ଗୁରତର , ମେଡିକାଲ ରେ ଚିକିତ୍ସିତ |   (06-Aug-2026)       ||      ଖଡ଼ିଆଳ ରାଜସ୍ବ ସହାୟକ ଙ୍କ ଉପରେ ତୁରନ୍ତ କାର୍ଯ୍ୟନୁଷ୍ଠାନ ନେଲେ ଜିଲ୍ଲା ପାଳ ||   (06-Aug-2026)       ||      ଭାରତ ରେ ଅଛି ଅଜବ ଗାଁ ଯେଉଁଠି ମହିଳା ମାନେ ପାଞ୍ଚଦିନ ଲୁଗା ପନ୍ଧନ୍ତି ନାହିଁ ||   (06-Aug-2026)       ||      କବିସୂର୍ଯ୍ୟ ନଗର ର ପୂର୍ବତନ ବିଧୟିକା ଙ୍କ ସ୍ମୃତିରେ ରକ୍ତଦାନ ଶିବିର ଅନୁଷ୍ଠିତ |    (06-Aug-2026)       ||      ରାଜ୍ୟ ଓଷ୍ଟା ସଙ୍ଘ ପକ୍ଷରୁ ପ୍ରତିବାଦ ସଭା |   (06-Aug-2026)       ||      ଭୟା ଭୟ ଅଗ୍ନି କାଣ୍ଡରେ କେଶପୁର ବଜାର ରେ ଜଳିଗଲା 4ଗୋଟି ଦୋକାନ |    (06-Aug-2026)       ||      କାନ୍ଧୁଣିଦେବୀ ଙ୍କୁ ଦର୍ଶନ କରି ଫେରିଲେ ମହାମହିମ ରାଷ୍ଟ୍ରପତି |   (05-Aug-2026)       ||      ଭୂମିହୀନ ଙ୍କୁ ଜମି ପଟା ଶିକ୍ଷା ଓ ସୁବିଧା ଦାବିରେ ସ୍ଵାସ୍ତ୍ୟ ଆଇଆରଳ ବୈଠକ |    (05-Aug-2026)       ||      ଖରିପଡ଼ିଆ କୋର କୋରା ରାସ୍ତାରେ 4ଫୁଟ ଉଚର ବନ୍ୟାଜଳ ପ୍ରବାହିତ |    (05-Aug-2026)       ||      ଟ୍ରାଫିକ ସମସ୍ୟା ଯୋଗୁଁ ବାଲିମେଳା ଦୈନିକ ବଜାର ରେ ଯାତ୍ରୀ ହନ୍ତସନ୍ତ |   (05-Aug-2026)       ||      ରାଷ୍ଟ୍ରପତି ଙ୍କ ଭବନ ରେ ଶୋଭା ପାଇବ ତିନି ରଥର ତିନି ଚକ, ସମ୍ମତି ଦେଲେ ମହାମହିମ |    (05-Aug-2026)       ||     

ଦାରିଙ୍ଗବାଡି ଶୀତ ମହୋତ୍ସବ କୁ ରାଜ୍ୟ ସ୍ତରୀୟ କରିବା ପାଇଁ ଜିଲ୍ଲା ପାଳଙ୍କ ନିକଟରେ ଦାବି |

10-Nov-2025

ଦାରିଙ୍ଗବାଡି ର ଶୀତ ମହୋତ୍ସବକୁ ରାଜ୍ୟସ୍ତରୀୟ କରିବା ପାଇଁ ଜିଲାପାଳଙ୍କ ନିକଟରେ ଦାବି

ଓଡିଶା ଜନମତ ବାଲିଗୁଡା,ସଞ୍ଜୟ କୁମାର ପାଣିଗ୍ରାହୀ

, ତା, ୧୦/୧୧:

 ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଶୀତ ଆସିଛି। ରାଜ୍ୟରେ ସବୁଠାରୁ ଶୀତଳ ବ୍ଲକ ଭାବେ ପରିଚିତ ଦାରିଙ୍ଗବାଡିରେ ପ୍ରତିବର୍ଷ ଜାନୁୟାରୀରେ ଶୀତ ମହୋତ୍ସବ ପାଳନ ହେଉଛି। ତେବେ ୨୦୧୫ରେ ପ୍ରଥମଥର ପାଇଁ ରାଜ୍ୟସ୍ତରୀୟ ଶୀତ ମହୋତ୍ସବ ପାଳିତ ହୋଇଥିଲା ତା’ପରଠାରୁ ଏହି ମହୋତ୍ସବ ରାଜ୍ୟ ସ୍ତରୀୟ ହେଉନଥିବା ବେଳେ ସ୍ଥାନୀୟ ଲୋକ ଓ ସ୍ଥାନୀୟ ପ୍ରଶାସନର ସହାୟତରେ ମହୋତ୍ସବ ପାଳନ କରାଯାଉଛି, ଯାହାକି ରାଜ୍ୟ ସ୍ତରୀୟ ଢାଞ୍ଚାରେ କରାଯାଉଛି। ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ଆସନ୍ତା ୨୦୨୬ ଜାନୁୟାରୀରେ ଏହି ମହୋତ୍ସବ ପାଳନ କରାଯିବ, ଏଥିପାଇଁ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା ଓ ଏହାକୁ ରାଜ୍ୟସ୍ତରୀୟ ଶୀତ ମହୋତ୍ସବ କରାଯିବାକୁ ଜିଲାପାଳଙ୍କୁ ଅବଗତ କରାଯିବାକୁ ନିଷ୍ପତି ନିଆଯାଇଥିଲା। ଏହି ଅବସରରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣିବେଳେ ଦାରିଙ୍ଗବାଡି ଶୀତ ମହୋତ୍ସବ ପାଳନ କମିଟି ପକ୍ଷରୁ ଜିଲାପାଳଙ୍କୁ ଲିଖିତ ଦାବି କରାଯାଇଛି। ଏଥିରେ ଜିଲାପାଳ ବେଦ ଭୂଷଣ ଅଭିଯୋଗ ପତ୍ର ଗ୍ରହଣ କରି ସରକାରଙ୍କୁ ଜଣାଇବି ବୋଲି ପ୍ରତିଶୃତି ଦେଇଛନ୍ତି। ଦାରିଙ୍ଗବାଡି ବରିଷ୍ଠ ନାଗରିକ ମଞ୍ଚର ସଭାପତି ରମେଶ ଚନ୍ଦ୍ର ସାହୁ, ଆଇନଜୀଵୀ ହରେନ ସାହୁ, ଭାଜପା ମଣ୍ଡଳ ସଭାପତି ମିଟୁ ସାହୁ, ପୂର୍ବତନ ମଣ୍ଡଳ ସଭାପତି ସନ୍ତୋଷ କୁମାର ସାହୁ, ଭାଲୁ ସାହୁ ପ୍ରମୁଖ ଏହି ଅଭିଯୋଗ ପତ୍ର ପ୍ରଦାନ କରିଛନ୍ତି।

News Comment

You Might Also Like

BACK TO TOP