Breaking News

ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||      ଆରପାରିରେ ଗଜନୀ ର ଖଳନାୟକ ତଥା ମହାଭାରତ ର ଅଶ୍ୱସ୍ତମା ପ୍ରଦୀପ ରାୱାତ |    (06-Aug-2026)       ||      ସ୍କୁଲ କାନ୍ଥ ଭୁଷୁଡ଼ି 2ଛାତ୍ର ଗୁରତର , ମେଡିକାଲ ରେ ଚିକିତ୍ସିତ |   (06-Aug-2026)       ||      ଖଡ଼ିଆଳ ରାଜସ୍ବ ସହାୟକ ଙ୍କ ଉପରେ ତୁରନ୍ତ କାର୍ଯ୍ୟନୁଷ୍ଠାନ ନେଲେ ଜିଲ୍ଲା ପାଳ ||   (06-Aug-2026)       ||      ଭାରତ ରେ ଅଛି ଅଜବ ଗାଁ ଯେଉଁଠି ମହିଳା ମାନେ ପାଞ୍ଚଦିନ ଲୁଗା ପନ୍ଧନ୍ତି ନାହିଁ ||   (06-Aug-2026)       ||      କବିସୂର୍ଯ୍ୟ ନଗର ର ପୂର୍ବତନ ବିଧୟିକା ଙ୍କ ସ୍ମୃତିରେ ରକ୍ତଦାନ ଶିବିର ଅନୁଷ୍ଠିତ |    (06-Aug-2026)       ||      ରାଜ୍ୟ ଓଷ୍ଟା ସଙ୍ଘ ପକ୍ଷରୁ ପ୍ରତିବାଦ ସଭା |   (06-Aug-2026)       ||      ଭୟା ଭୟ ଅଗ୍ନି କାଣ୍ଡରେ କେଶପୁର ବଜାର ରେ ଜଳିଗଲା 4ଗୋଟି ଦୋକାନ |    (06-Aug-2026)       ||      କାନ୍ଧୁଣିଦେବୀ ଙ୍କୁ ଦର୍ଶନ କରି ଫେରିଲେ ମହାମହିମ ରାଷ୍ଟ୍ରପତି |   (05-Aug-2026)       ||      ଭୂମିହୀନ ଙ୍କୁ ଜମି ପଟା ଶିକ୍ଷା ଓ ସୁବିଧା ଦାବିରେ ସ୍ଵାସ୍ତ୍ୟ ଆଇଆରଳ ବୈଠକ |    (05-Aug-2026)       ||      ଖରିପଡ଼ିଆ କୋର କୋରା ରାସ୍ତାରେ 4ଫୁଟ ଉଚର ବନ୍ୟାଜଳ ପ୍ରବାହିତ |    (05-Aug-2026)       ||      ଟ୍ରାଫିକ ସମସ୍ୟା ଯୋଗୁଁ ବାଲିମେଳା ଦୈନିକ ବଜାର ରେ ଯାତ୍ରୀ ହନ୍ତସନ୍ତ |   (05-Aug-2026)       ||      ରାଷ୍ଟ୍ରପତି ଙ୍କ ଭବନ ରେ ଶୋଭା ପାଇବ ତିନି ରଥର ତିନି ଚକ, ସମ୍ମତି ଦେଲେ ମହାମହିମ |    (05-Aug-2026)       ||     

ସ୍ଵେଛା କୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ||

11-Nov-2025

ବିଶ୍ୱନାଥ ଆଜ୍ଞା ଙ୍କ ୧୧୦ ତମ ଜୟନ୍ତୀ ଉତ୍ସବ ପାଳନ ଉପଲକ୍ଷେ ସ୍ଵେଛାକୃତ ରକ୍ତଦାନ ଶିବିର

ଓଡିଶା ଜନମତ,ବାଲିଗୁଡା, ସଞ୍ଜୟ କୁମାର ପାଣିଗ୍ରାହୀ,ତା, 

୧୦/୧୧: 

ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ଓ ସର୍ବୋଦୟ ଆନ୍ଦୋଳନର ପ୍ରବାଦ ପୁରୁଷ ତଥା ବନବାସୀ ସେବା ସମିତିର ପ୍ରାଣ ପ୍ରତିଷ୍ଠାତା ସ୍ବର୍ଗତ ବିଶ୍ବନାଥ ପଟ୍ଟନାୟକ (ଆଜ୍ଞା)ଙ୍କ ୧୧୦ ତମ ଜୟନ୍ତୀ ଉତ୍ସବ ପାଳନ ଅବସରରେ ସମିତି ଆନୁକୂଲ୍ୟରେ ଏକ ରକ୍ତଦାନ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ୧୩୬ ବିଏସଏଫ ର କାମାଣ୍ଡେଣ୍ଡ ମାନସ ରଞ୍ଜନ ପଣ୍ଡା ଓ ସମ୍ମାନିତ ଅତିଥି ଭାବେ ଡେପୁଟି କାମାଣ୍ଡେଣ୍ଡ କମଳ ଲୋଚନ ଦାସ ଯୋଗ ଦେଇ ବିଶ୍ଵନାଥ ଆଜ୍ଞା ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟାର୍ପଣ ପୂର୍ବକ ଦୀପ ଧୂପ ପ୍ରଜ୍ଜଳନ କରି ଶିବିର ଟିକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏଥିରେ ସମିତି ର ସହ ସମ୍ପାଦକ ରବିନ୍ଦ୍ର କୁମାର ପଣ୍ଡା ପରିଚାଳନା କରିଥିବା ବେଳେ ସମ୍ପାଦକ ଉତ୍ସବ ଚନ୍ଦ୍ର ଜେନା ଉପସ୍ଥିତ ରହି ଉତ୍ସାହ ପ୍ରଦାନ କରିଥିଲେ l ଏହି ରକ୍ତଦାନ ଶିବିର ରେ ସମିତି ର ବିଭିନ୍ନ ଶାଖାର କର୍ମୀ ଓ ୧୬ ଜଣ ବିଏସଏଫ ମାନେ ଯୋଗ ଦେଇ ମୋଟ ୪୧ ୟୁନିଟ ରକ୍ତ ସଂଗୃହିତ ହୋଇଥିଲା l ଏଥିରେ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ ର ଡ଼ଃ. ଏସ. ରାମ ପାତ୍ର ଓ ତାଙ୍କ ସହଯୋଗୀ ଙ୍କ ନେତୃତ୍ୱ ରେ ସମିତି ର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l

News Comment

You Might Also Like

BACK TO TOP