Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଭୁବନେଶ୍ୱର ରେ ଆସନ୍ତା 18 ତାରିଖ ରେ ରାଜ୍ୟର ସବୁ ଜିଲ୍ଲାପାଳ ଓ ଏସପି ଙ୍କୁ ନେଇ ହେବ ଏକ ସମ୍ମିଳନୀ ||

13-Nov-2025

ମୁଖ୍ୟମନ୍ତ୍ରୀ ଙ୍କ ମାର୍ଗ ଦର୍ଶିକା ରେ  ଆସନ୍ତା ୧୮ତାରିଖ ରୁସବୁ ଜିଲ୍ଲା ରଜିଲ୍ଲାପାଳଓଏସ୍‌ପିମାନ ଙ୍କୁ ନେଇ ଏକ ସମ୍ମିଳନୀ ଭୁବନେଶ୍ୱର ରେ ହେବା ନେଇ ନୋଟିସ ,

          ଓଡିଶା ଜନ ମତ ବ୍ୟୁରୋ,

ସବୁ ଜିଲ୍ଳାର ଜିଲ୍ଲା ପାଳ ଓ ଏସପି ମାନଙ୍କୁ ନେଇ ରାଜ୍ୟର ବିଭିନ୍ନ ବିଷୟରେ ମୁଖ୍ୟମନ୍ତ୍ରୀ ଙ୍କ ମାର୍ଗ ଦର୍ଶିକା ରେ ଏକ ବୈଠକ ଆସନ୍ତା ୧୮ ଓ ୧୯ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି | ଏହି ବୈଠକ ଜିଲ୍ଲାପାଳ ଓ ଆରକ୍ଷୀ ମାର୍ଗଦର୍ଶନ ଅଧୀକ୍ଷକଙ୍କ ମିଳିତ ସମ୍ମିଳନୀ  ହେବ । ଲୋକସେବା କନଭେସନ ସେଣ୍ଟରରେ ହବ ଏହି ଦୁଇ ଦିନିଆ ସମ୍ମିଳନୀ |  ଏନେଇ ସମସ୍ତ ରାଜସ୍ଵ ଡିଭିଜନାଲ କମିଶନର ଓ ସମସ୍ତ ଜିଲ୍ଲାପାଳଙ୍କୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି  ।   ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ଏହା ହେଉଛି ଦ୍ଵିତୀୟ ଜିଲ୍ଲାପାଳଏବଂ ଏସପି ସମ୍ମିଳନୀ | ପ୍ରଥମ ସମ୍ମିଳନୀରେ ଜିଲ୍ଲାପାଳ ଓ ଏସପିଙ୍କୁ ଦିଆଯାଇଥିବା ଟାସ୍କର ଆସନ୍ତା ସମ୍ମିଳନୀରେ ସମୀକ୍ଷା ହେବ । ଏହା ସହ ନୂଆ ଟାସ୍କ ଦେବେ ମୋହନ ସରକାର। ରାଜ୍ୟ ସରକାରଙ୍କ ନିଜସ୍ବ ନୂଆ ଯୋଜନା ସହ କେନ୍ଦ୍ରୀୟ ଯୋଜନାର ସଫଳ ରୂପାୟନ, ବାଣିଜ୍ୟ ଅନୁକୂଳ ବାତା ବରଣ, ଜନସାଧାରଣ ଙ୍କ ଅଭିଯୋଗ ଶୁଣାଣି ଓ ସମାଧାନ,ସରକାରୀ ସେବାପ୍ରଦାନ, ଆଇନ ଶୃଙ୍ଖଳା ପରିସ୍ଥିତି, ଉପକୂଳ ସୁରକ୍ଷା ଓ ମାଓବାଦୀ ସମସ୍ୟା, ରାଜ୍ୟରେ ମହିଳା ସୁରକ୍ଷାକୁ ନେଇ ଜିରୋ ଟଲେରାନ୍ସ ଓ ନିଶା କାରବାରର ମୁକାବିଲା ଆଦି ପ୍ରସଙ୍ଗରେ ଚର୍ଚ୍ଚା ଓ ଆଲୋଚନା ହେବ | ସୂଚନା ଅନୁଯାୟୀ ୧୮ ତାରିଖ ପୂର୍ବାହ୍ନରେ ଜିଲ୍ଲାପାଳ ସମ୍ମିଳନୀ ଆରମ୍ଭ ହେବ। ଯେଉଁଥୀ ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିଭାଷଣ ରଖିବେ । ମୋହନ ସରକାର  ରାଜ୍ୟର ପ୍ରତ୍ୟେକ ଗ୍ରାମରେ ୨୦୨୭ ସୁଦ୍ଧା ନିତିଦିନିଆ ରାସ୍ତା, ବିଜୁଳି ଓ ପାନୀୟ ଜଳ ଯୋଗାଣ ସୁନିଶ୍ଚିତ କରିବା ପାଇଁ ଯୋଜନା ରଖୁଛନ୍ତି। ଏ ବାବଦରେ ଜିଲ୍ଲାପାଳମାନଙ୍କୁ ସରକାରଙ୍କ ପକ୍ଷରୁ ସ୍ପଷ୍ଟ ନିର୍ଦ୍ଦେଶ ମିଳିବ। ସେହିପରି ୧୯ ତାରିଖରେ ଏସପିଙ୍କ ସମ୍ମିଳନୀ ଅନୁଷ୍ଠିତ ହେବ। ପୁଲିସ ଡିଜି ଯୋଗେଶ ବାହାଦୂର ଖୁରାନିଆ ସ୍ଵାଗତ ଅଭିଭାଷଣ ରଖିବେ। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସମ୍ମିଳନୀ ସମ୍ପର୍କରେ ସୂଚନା ଦେବା ପରେ ମୁଖ୍ୟମନ୍ତ୍ରୀ ଏସପିମାନଙ୍କୁ ଗୁରୁମନ୍ତ୍ର ଦେବେ । ଏନେଇ ସମସ୍ତ ପ୍ରକାର ସୁବନ୍ଦୋବସ୍ତ କରାଯାଇଛି |

News Comment

You Might Also Like

BACK TO TOP