Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ନାବାଳିକା କୁ ବଳତ୍କାର, ଅଭିଯୁକ୍ତ କୁ କୋର୍ଟ ଚାଲାଣ ||

13-Nov-2025

ନାବାଳିକା ବଳତ୍କାର ଅଭିଯୁକ୍ତ କୋର୍ଟ ଚାଲାଣ,

ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର,

ଗୋଳନ୍ଥରା ଥାନା ଅର୍ନ୍ତଗତ ହଳଦିଆପଦର ଗ୍ରାମ ର ରିତେଶ ପଟ୍ଟନାୟକ ନାମକ ଜଣେ ଯୁବକ କୁ ବଡ଼ବଜାର ଥାନା ପୋଲିସ୍ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ସୁଚନା ଅନୁଯାୟୀ ଜଣାପଡିଛି ଯେ ବଡ଼ବଜାର ଥାନା ଅଞ୍ଚଳର ଜନୈକା ନାବାଳିକା କୁ ଅଭିଯୁକ୍ତ ଯୁବକ ଇନିଷ୍ଟାଗ୍ରାମ୍ ସମ୍ପର୍କରେ ଆସି ପରବର୍ତ୍ତୀ ସମୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଏହି ଭଳି ପରିସ୍ଥିତିରେ ଯୁବକ ଜଣକ ନାବାଳିକା କୁ ବିଭିନ୍ନ ପ୍ରଲୋଭନ ଦେଖାଇ ରେଶମ ନଗରୀ ବ୍ରହ୍ମପୁର ସହରର ଏକ ପାର୍କ କୁ ବୁଲିବାକୁ ନେଇ ଥିଲା ଓ କୌଣସି ଏକ ଲଜ୍ ରେ ରଖି ଶାରୀରିକ ସମ୍ପର୍କ ରଖି ବିବାହ ର ପ୍ରସ୍ତାବ ଦେଇଥିଲା। ପ୍ରଲୋଭନ ଓ ଶାରୀରିକ ସମ୍ପର୍କ ପରେ ନାବାଳିକା ଜଣକ ବିବାହ ଲୋଭରେ ନିଜ ଘରୁ ପ୍ରାୟ ଏକ ଲକ୍ଷ ଟଙ୍କା ଓ ୧୦ ଭରି ସ୍ବର୍ଣ୍ଣ ଅଳଙ୍କାର ଆଣି ରିତେଶ୍ କୁ ଦେଇଥିଲା। କିନ୍ତୁ ରିତେଶ ଉକ୍ତ ନଗଦ ଟଙ୍କା ସହ ନେଇଥିବା ସ୍ବର୍ଣ୍ଣ ଅଳଙ୍କାର କୁ ଗୋଟିଏ ବ୍ୟାଙ୍କରେ ବନ୍ଧା ପକାଇ କିଛି ଲକ୍ଷ ଟଙ୍କା ଉଠାଇ ଆଣି ଆଉ ଧରାଛୁଆଁ ଦେଲା ନାହିଁ। ଓଲଟି ଶାରୀରିକ ସମ୍ପର୍କ ରଖିଥିବା ଭିଡିଓ ପ୍ରଘଟ କରିବାର ଧମକ ଦେଇଥିଲା। ପରିଶେଷରେ ନାବାଳିକା ଜଣକ ପ୍ରତାରଣାର ଶିକାର ହୋଇ ବଡ଼ବଜାର ଥାନା ରେ ଅଭିଯୋଗ କରିଥିଲେ ଓ ପୋଲିସ ଅଭିଯୋଗ ଗ୍ରହଣ କରି ମାମଲା ରୁଜୁ କରି ଘଟଣାର ଅନୁଧ୍ୟାନ ପରେ ଅଭିଯୁକ୍ତ ଯୁବକକୁ କୋର୍ଟ ଚାଲାଣ କରିଛି

News Comment

You Might Also Like

BACK TO TOP