Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

କାର ଦୁର୍ଘଟଣା ରେ ଦୁଇ ମୃତ, ଦୁଇ ଗୁରୁତର ମେଡିକାଲ ରେ ଭର୍ତ୍ତି |

13-Nov-2025

କାର୍ ଦୁର୍ଘଟଣା ରେ ଦୁଇ ମୃତ ଓ ଦୁଇ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି,

     ଓଡିଶା ଜନ ମତ ,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର,

କବିସୂର୍ଯ୍ୟ ନଗର ଥାନା ଅନ୍ତର୍ଗତ ଗଙ୍ଗାପୁର ଗ୍ରାମ ରାସ୍ତା କଡ଼ ଏକ ଗଭୀର ଖାଲକୁ ଗୋଟିଏ କାର୍ ଖସି ଯାଇ ଚାଳକ ଓ ଅନ୍ୟ ଜଣଙ୍କର ମୃତ୍ୟୁ ଘଟିଛି।ପଛରେ ବସିଥିବା ଦୁଇ ଜଣ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ମୃତ ଦୁଇ ଜଣ ପୁରୁଷୋତ୍ତମ ପୁର  ଅଞ୍ଚଳର ସନ୍ତୋଷ କୁମାର ମହାପାତ୍ର ଓ ନିଳାଚଳ ମହାପାତ୍ର ବୋଲି ଜଣାପଡିଛି। ଅଞ୍ଚଳ ବାସିନ୍ଦା ଙ୍କ ଠାରୁ ପ୍ରକାଶ ଯେ ଗତକାଲି ବିଳମ୍ବିତ ରାତିରେ ଉକ୍ତ କାର୍ ରେ ୪ ଜଣ ଯାତ୍ରୀ ଆସୁଥିବା ବେଳେ ଏହି ଘଟଣା ଘଟିଛି। ଯାହା ଫଳରେ ସ୍ଥାନୀୟ ଲୋକେ ଭୋର୍ ଜାଣିବା ପରେ ଗାଡ଼ି ଓ ମୃତାହତଙ୍କୁ ଉଦ୍ଧାର କରି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତାହତ ମାନଙ୍କୁ ଡାକ୍ତରଖାନାକୁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP