Breaking News

3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||     

ପୁରୁଷୋତ୍ତମପୁର ଏକ୍ସ ବୋର୍ଡ ସ୍କୁଲ ରେ ଶିଶୁ ଦିବସ ପାଳିତ ||

14-Nov-2025

ସରକାରୀ ଏକ୍ସ ବୋର୍ଡ ପ୍ରାଥମିକ ବିଦ୍ୟାଳୟ ରେ ଶିଶୁ ଦିବସ ପାଳିତ |

        ଓଡିଶା ଜନ ମତ ବ୍ୟୁରୋ

ମୁଖ୍ୟ ଅତିଥି  ଭାବେ ଭାରପ୍ରାପ୍ତ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଦେବରାଜ ବେହେରା, ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ସି ଆର ସି ସି ଶ୍ରୀ ହେମନ୍ତ କୁମାର ବେହେରା, ୱାର୍ଡ -୬ ର କାଉନସିଲର ଶ୍ରୀମତୀ ସୁଦେଷ୍ଣI  ବେହେରା, ପ୍ରଧାନ ଶିକ୍ଷକ ଶ୍ରୀ ହରପ୍ରସାଦ ଦାଶ,ଏହି ବିଦ୍ୟାଳୟ ର  ପୂର୍ବତନ ସଭାପତି ଶ୍ରୀ ପ୍ରଦୀପ କୁମାର ବେହେରା ,ବରିଷ୍ଠ ସାମ୍ବାଦିକ ଶ୍ରୀ ପ୍ରସନ୍ନ କୁମାର ଦାସ ପ୍ରଯୋଗଦେଇଥିଲେ।ସି ଆର ସି ସି ଶ୍ରୀ ହେମନ୍ତ କୁମାର ବେହେରା କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିବା ବେଳେ ବିଦ୍ୟାଳୟ ର ଶିକ୍ଷୟିତ୍ରୀ ସନ୍ଧ୍ୟାରଣି ଷଡ଼ଙ୍ଗୀ, ରିନା ଦୀକ୍ଷିତ, ସବିତା କୁମାରୀ ପାତ୍ର, ସୋନାଲି ରାଣୀ ଦାସ, ସସ୍ମିତା ଗୌଡ଼, ଯଦୁମଣି ମହାପାତ୍ର ସହଯୋଗ କରିଥିଲେ।15ଟି ଗ୍ରୁପ ଡାନ୍ସ ହୋଇଥିଲା ଶେଷରେ ପିଲାଙ୍କ ଦ୍ଵାରା ପୌରାଣିକ ନାଟକ ଏକ ଲବ୍ୟ ର ଗୁରୁ ଦକ୍ଷିଣା ପରିବେଷଣ କରାଯାଇଥିଲା। ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ମଧ୍ୟରେ ଖୁବ୍ ଉତ୍ସାହ ଦେଖିବାକୁ ମିଳିଥିଲା

News Comment

You Might Also Like

BACK TO TOP