Breaking News

କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ହଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||     

ପେଟ୍ରୋଲ ପମ୍ପ ନିକଟରେ ଟ୍ରକ, ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ, ଜଣେ ଗୁରୁତର |

15-Nov-2025

ପେଟ୍ରୋଲ ପମ୍ପ ନିକଟରେ ଟ୍ରକ ବାଇକ ମୁହାଁମୁହିଁ ଧକ୍କା
ଜଣେ ମୃତ, ଜଣେ ଗୁରୁତର,

      ଓଡିଶା ଜନ ମତ ବ୍ୟୁରୋ,

ଗତ କାଲି ବିଳମ୍ବିତ ରାତ୍ର ରେ କୋଦଳା ଥାନା ମେଳିସାହୁ ପେଟ୍ରୋଲ ପମ୍ପ ସମ୍ମୁଖରେ ଗୋଟିଏ ଟ୍ରକ ସହିତ ବାଇକ ର ମୁହାଁମୁହିଁ ଧକ୍କା ଫଳରେ ବାଇକ ଚାଳକ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ସୂଚନା ପ୍ରକାରେ କୌଣସି କାର୍ଯ୍ୟରେ କବି କବିସୂର୍ଯ୍ୟନଗର ଥାନା ଅର୍ଜୁନପଲି ର ପୂର୍ଣ୍ଣ ଚନ୍ଦ୍ର ନାହାକ (୩୬)କୋଦଳା ନିବାସୀ କୁମାର ବାବୁ ବେହେରା( ୪୫ )ଙ୍କ ନିକଟକୁ ଆସିଥିବାବେଳେ କାର୍ଯ ଶେଷ କରି କୁମାର ବାବୁ ନିଜ ବାଇକ OD 02BZ 9341ରେ ପୁର୍ଣ ଚନ୍ଦ୍ର ନାହାକ ଙ୍କୁ ଅର୍ଜୁନ ପଲି ରେ ଛାଡିବାକୁ ଯାଉଥିବା ବେଳେ ଭୁବବନେଶ୍ଵର ଆସିକା ମୁଖ୍ୟ ରାସ୍ତାର ମେଳିସାହୁ ପେଟ୍ରୋଲ ପମ୍ପ ସମ୍ମୁଖରେ ବିପରୀତ ଦିଗରୁ ଆସୁଥିବା ଓ ଡ଼ି ୦୭ଣ୨୫୪୬ ଟ୍ରକ ସହିତ ମୁହାଁମୁହିଁ  ଧକ୍କା ହୋଇଥିଲା ‘ଧକ୍କା ର ପ୍ରଭାବ ରେ ବାଇକ ଟି ଛିଟିକି ପଡ଼ିଥିବା ବେଳେ ଦୁଇ ବାଇକ ଆରୋହୀ ବି ତଳେ ପଡିରହିଥିଲେ । ଏହି ଦୁଇ ଆହତ ଙ୍କୁ ଅଗ୍ନିଶମ ବାହିନୀ ର ଉଦ୍ୟମ ରେ କୋଦଳ  ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ପହଞ୍ଚାଇବା ପରେ ଡାକ୍ତର କୁମାର ବାବୁ ବେହେରା ଙ୍କୁ ମୃତ ଘୋଷଣା କରିଥିଲେ ଏବଂ ଗୁରୁତର ପୁର୍ଣ କୁ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ଼ ମେଡିକାଲ କୁ ସ୍ଥାନାନ୍ତର କରିଥିବା ଜଣାପଡିଛି, ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଟ୍ରକ କୁ ଜବତ କରିବା ସହିତ ଡ୍ରାଇଭର, ହେଲ୍ସର କୁ ଅଟକ ରଖି ତନାଘନା ଜାରିରଖିଛି |ଏବଂ ଶବ ବ୍ୟବଛେଦ ନିମ ନିମନ୍ତେ ପଠାଇଥିବା ଜଣାପଡିଛି।

News Comment

You Might Also Like

BACK TO TOP