Breaking News

କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ହଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||     

ଗୋଟଫଟା ପାଇଁ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |

19-Nov-2025

ଗୋଡ ଫଟା ପାଇଁ ସଚେତନl ଓ ସ୍ଵାସ୍ଥ୍ୟ ଶିବିର, 

ଓଡିଶା ଜନ ମତ , ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ, 

ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ  ଗୋଡ଼, ମୁହଁ, ଓଠ ଓ ଚର୍ମ ଫଟାର ପ୍ରତିରୋଧ ପାଇଁ ସଚେତନl ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା. ନକୁଳ ସାହୁ ଉପସ୍ଥିତ ରହି କହିଲେ ଶୀତ ଦିନେ ଏହିସବୁ ରୋଗ ଦେଖାଯାଏ, ନିରାକରଣ ପାଇଁ ଶରୀରକୁ ତୈଳାକ୍ତ ସାବୁନ ଦ୍ଵାରା ସଫା ରଖିବେ।ନଡ଼ିଆ ତେଲ ବା ଘିଅ ଗରମ କରି ସେଥିରେ ଝୁଣା ପକାଇ ଲେପ ପ୍ରସ୍ତୁତ କରନ୍ତୁ। ପୁରାଶରୀରକୁ ଘୋଡାଇ ରଖନ୍ତୁ,ଏହି ଲେପ ଫଟା ସ୍ଥାନରେ ଲଗାଇଲେ ଭଲ ହୁଏ। ଓଠରେ ଲଗାଇଲେ ଅଳ୍ପ ଗେରୁ ମିଶାଇବେ ଓଠ ନାଲି ହେବ। ଏହି ଅବସରରେ ରୋଗୀଙ୍କ ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ, ଅମ୍ଳପିତ୍ତ, ସ୍ତ୍ରୀରୋଗ ଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରଯାଇଥିଲା। ବରିଷ୍ଠ ସମାଜସେବୀ କେ. ବାଳକୃଷ୍ଣ ପାତ୍ର ଶିବିର ପରିଚାଳନା ରେ ସହଯୋଗ କରିଥିଲେ। ଏହି ଶିବିର ପ୍ରତି ସୋମବାରରେ ଅନୁଷ୍ଠିତ ହେଉଛି ଓ ଏହାର ସୁଯୋଗ ନେବା ପାଇଁ  ଡଃ ନକୁଳ ସାହୁ ଅନୁରୋଧ କରିଛନ୍ତି,ଫୋନ 9861450612.

News Comment

You Might Also Like

BACK TO TOP