Breaking News

ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ହଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||     

ଭୀମ ଭୋଇ ଭିନ୍ନ କ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ |

19-Nov-2025

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର  ଅନୁଷ୍ଠିତ।

ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା 
  ୧୫/୧୧/୨୫;

 ପୋଲସରା ବ୍ଲକ ପରିସରରେ ଶନିବାର ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ବିଡ଼ିଓ ଶଶିଭୂଷଣ ମହାପାତ୍ର ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକର ସମସ୍ତ ୨୬ଟି ପଞ୍ଚାୟତ ରୁ ଭିନ୍ନକ୍ଷମ ଭାଇ ଭଉଣୀ ମାନେ ଆସି ସେମାନଙ୍କର ସମସ୍ୟା ନେଇ ନିଜର ନାମ ପଞ୍ଜିକରଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମ ରେ ଆସିକା ସାଂସଦ ଅନିତା ସୁଭଦର୍ଶିନୀ ପଟ୍ଟନାୟକ, ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ   ଅତିଥିଭାବେ ଯୋଗଦେଇ ଭିନ୍ନକ୍ଷମ ମାନଙ୍କ ଲାଗି ରାଜ୍ୟ ସରକାର ଯେଉଁ ଯୋଜନାମାନ କରିଛନ୍ତି ସେ ଉପରେ ଆଲୋକପାତ କରିଥିଲେ। ଏହି ଅବସରରେ ୩୩ ଜଣ ଭିନ୍ନକ୍ଷମଙ୍କୁ ରାଜ୍ୟ ଖାଦ୍ୟ ସୁରକ୍ଷା ଆଇନ ଯୋଜନାରେ ରାସନକାର୍ଡ ପ୍ରଦାନ କରାଯାଇଥିବା ବେଳେ ୨ଜଣଙ୍କୁ ଟ୍ରାଈସାଇକେଲ ଓ ୧ ଜଣଙ୍କୁ  ହୁଇଲ ଚେୟାର ପ୍ରଦାନ ଜରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମ ରେ ବ୍ଲକ ଅଧକ୍ଷା କଳ୍ପନା ପ୍ରଧାନ, ତହସିଲଦାର  ଦିପ୍ତିମୟୀ ପାତ୍ର,ଜିଲ୍ଲା ପରିଷଦ ସଭ୍ୟ ଅଶୋକ ବିଷୋୟୀ, ସିଡିପିଓ ତିଲୋତ୍ତମା  ରାଉତ ପମୁଖ ଉପସ୍ଥିତ ରହିଥିଲେ। ବ୍ଲକ ର ସମସ୍ତ କର୍ମଚାରୀ ଉପସ୍ଥିତ ରହି ସକ୍ରିୟ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP