Breaking News

3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||     

ଅଜଣା ବ୍ୟକ୍ତିଙ୍କ ଗଳିତ ଶବ ଉଦ୍ଧାର|

19-Nov-2025

ଅଜଣା ବ୍ୟକ୍ତିଙ୍କ ଗଳିତ ଶବ ଉଦ୍ଧାର,

ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ , ବ୍ରହ୍ମପୁର,
ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଅଙ୍କୁଶପୁର ନିକଟସ୍ଥ ଲକ୍ଷ୍ମୀ ବିହାର ଜନବସତି ଅଂଚଳରୁ ଏକ ଗଳିତ ଶବ ଉଦ୍ଧାର କରି ସଦର ଥାନା ପୋଲିସ୍ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି। ସୁଚନା ଅନୁଯାୟୀ ଜଣାପଡିଛି ଯେ ମୃତ ବ୍ୟକ୍ତିଙ୍କ କୌଣସି ପରିଚୟ ମିଳିନଥିବା ବେଳେ ଗତ ତିନି ଦିନ ପୁର୍ବରୁ ତାର ମୃତ୍ୟୁ ହୋଇଥିବା ଜଣାପଡିଛି। ଯେହେତୁ ଗତ ତିନି ଦିନ ହେଲା ଅଞ୍ଚଳରେ ଦୁର୍ଗନ୍ଧ ବହୁଥିବା ଅଞ୍ଚଳ ଲୋକ ଜାଣିପାରି ମଧ୍ୟ କେହି କିଛି ଅନୁଧ୍ୟାନ କରିନଥିଲେ। ଗତକାଲି ଜଣେ ବ୍ୟକ୍ତି ଗନ୍ଧ ବାରି ଗୋଟିଏ ଲଟାବୁଦା ମୁଳରେ ମୁହଁ ତଳକୁ କରି ଜଣେ ବ୍ୟକ୍ତି ର ଶବ ପଡ଼ିଥିବା ଦେଖି ଅଞ୍ଚଳ ରେ ପ୍ରକାଶ କରିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ସାଗଣ୍ଟିଫିକ୍ ସହ ପହଞ୍ଚି ଶବ ଉଦ୍ଧାର କରି ଡାକ୍ତରଖାନାକୁ ପଠାଇ ଶବ ବ୍ୟବଚ୍ଛେଦ ପରେ ଶବ ସଂରକ୍ଷଣ ଗୃହ ରେ ରଖି ଏକ ଅପମୃତ୍ୟୁ ମାମଲା ନଂ ୩୩/୨୫ ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP