Breaking News

3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||     

ବ୍ରହ୍ମପୁର ରେଳ ଧାରଣା ରୁ ମହିଳାଙ୍କ ଗଳିତ ଶବ ଉଦ୍ଧାର |

20-Nov-2025

ରେଳ ଧାରଣାରୁ ମହିଳାଙ୍କ ଶବ ଉଦ୍ଧାର,

ଓଡିଶା  ଜନ ମତ   ,କୈଳାଶ ଚନ୍ଦ୍ର ଚୌଧୁରୀ , ବ୍ରହ୍ମପୁର,

ବ୍ରହ୍ମପୁର ରେଳବାଇ ଥାନା ଅର୍ନ୍ତଗତ ମଣ୍ଡଳ କାରାଗାର ନିକଟ ରେଳ ଧାରଣାରେ ଜନୈକା ମହିଳାଙ୍କ ଶବକୁ ରେଳବାଇ ପୋଲିସ୍ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି। ମୃତ ମହିଳା ଜଣଙ୍କର ପରିଚୟ ମିଳିନଥିବା ବେଳେ ତା ନିକଟରୁ ଶ୍ରୀକାକୁଲମ ଠାରୁ ବ୍ରହ୍ମପୁର ପର୍ଯ୍ୟନ୍ତ ଏକ ଯାତ୍ରା ଟିକେଟ ମିଳିଛି। ଯାହାକି ସେ ବ୍ରହ୍ମପୁର ରେଳଷ୍ଟେସନ ରେ ଓହ୍ଲାଇ ନପାରି ବ୍ରହ୍ମପୁର ଠାରୁ ଟ୍ରେନ୍ ଛାଡ଼ିବା ପରେ ଚଳନ୍ତା ଟ୍ରେନରୁ ଓହ୍ଲାଇ ବାକୁ ଚେଷ୍ଟା କରି ଟ୍ରେନ ତଳକୁ ଖସି ମୃତ୍ୟୁ ବରଣ କରିଛି। କର୍ତ୍ତବ୍ୟରତ ଥାନା କର୍ମଚାରୀମାନେ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP