Breaking News

ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||      ଆରପାରିରେ ଗଜନୀ ର ଖଳନାୟକ ତଥା ମହାଭାରତ ର ଅଶ୍ୱସ୍ତମା ପ୍ରଦୀପ ରାୱାତ |    (06-Aug-2026)       ||      ସ୍କୁଲ କାନ୍ଥ ଭୁଷୁଡ଼ି 2ଛାତ୍ର ଗୁରତର , ମେଡିକାଲ ରେ ଚିକିତ୍ସିତ |   (06-Aug-2026)       ||      ଖଡ଼ିଆଳ ରାଜସ୍ବ ସହାୟକ ଙ୍କ ଉପରେ ତୁରନ୍ତ କାର୍ଯ୍ୟନୁଷ୍ଠାନ ନେଲେ ଜିଲ୍ଲା ପାଳ ||   (06-Aug-2026)       ||      ଭାରତ ରେ ଅଛି ଅଜବ ଗାଁ ଯେଉଁଠି ମହିଳା ମାନେ ପାଞ୍ଚଦିନ ଲୁଗା ପନ୍ଧନ୍ତି ନାହିଁ ||   (06-Aug-2026)       ||      କବିସୂର୍ଯ୍ୟ ନଗର ର ପୂର୍ବତନ ବିଧୟିକା ଙ୍କ ସ୍ମୃତିରେ ରକ୍ତଦାନ ଶିବିର ଅନୁଷ୍ଠିତ |    (06-Aug-2026)       ||      ରାଜ୍ୟ ଓଷ୍ଟା ସଙ୍ଘ ପକ୍ଷରୁ ପ୍ରତିବାଦ ସଭା |   (06-Aug-2026)       ||      ଭୟା ଭୟ ଅଗ୍ନି କାଣ୍ଡରେ କେଶପୁର ବଜାର ରେ ଜଳିଗଲା 4ଗୋଟି ଦୋକାନ |    (06-Aug-2026)       ||      କାନ୍ଧୁଣିଦେବୀ ଙ୍କୁ ଦର୍ଶନ କରି ଫେରିଲେ ମହାମହିମ ରାଷ୍ଟ୍ରପତି |   (05-Aug-2026)       ||      ଭୂମିହୀନ ଙ୍କୁ ଜମି ପଟା ଶିକ୍ଷା ଓ ସୁବିଧା ଦାବିରେ ସ୍ଵାସ୍ତ୍ୟ ଆଇଆରଳ ବୈଠକ |    (05-Aug-2026)       ||      ଖରିପଡ଼ିଆ କୋର କୋରା ରାସ୍ତାରେ 4ଫୁଟ ଉଚର ବନ୍ୟାଜଳ ପ୍ରବାହିତ |    (05-Aug-2026)       ||      ଟ୍ରାଫିକ ସମସ୍ୟା ଯୋଗୁଁ ବାଲିମେଳା ଦୈନିକ ବଜାର ରେ ଯାତ୍ରୀ ହନ୍ତସନ୍ତ |   (05-Aug-2026)       ||      ରାଷ୍ଟ୍ରପତି ଙ୍କ ଭବନ ରେ ଶୋଭା ପାଇବ ତିନି ରଥର ତିନି ଚକ, ସମ୍ମତି ଦେଲେ ମହାମହିମ |    (05-Aug-2026)       ||     

କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଏଚ ଡ଼ି କୁମାର ସ୍ୱାମୀ ଙ୍କ ଶସ୍ତ୍ରିକ ସୂର୍ଯ୍ୟ ମନ୍ଦିର ଦର୍ଶନ |

20-Nov-2025

କୋଣାର୍କ ସୂର୍ଯ୍ୟ ମନ୍ଦିରଶସ୍ତ୍ରିକ ପରିଦର୍ଶନ କଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ  ଏଚ ଡ଼ି କୁମାର ସ୍ୱାମୀ,

ଓଡିଶା ଜନ ମତ ବ୍ୟୁରୋ,

କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଓଡ଼ିଶାର କୋଣାର୍କ ଠାରେ ଥିବା ସୂର୍ଯ୍ୟ ମନ୍ଦିର ଓ ଏହାର ସୁକ୍ଷ୍ମ କାରୁକାର୍ଯ୍ୟ ଏବଂ ସ୍ଥାପତ୍ୟ ଦେଖ୍ ଆଶ୍ଚର୍ଯ୍ୟ ହୋଇଛନ୍ତି।
କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଏଚ୍ ଡି କୁମାରସ୍ବାମୀ ସପତ୍ନୀକ ଓଡ଼ିଶାର କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଛନ୍ତି, 
ଏହି ଗସ୍ତ କୁମାରସ୍ଵାମୀଙ୍କ ରାଜ୍ୟ ଗସ୍ତର ଏକ ଅଂଶ ଥିଲା, ଏହି ସମୟରେ ତାଙ୍କ ସହିତ କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମୀୟ କୁମାର ସେଠୀଙ୍କ ସମେତ ବରିଷ୍ଠ ଅଧିକାରୀମାନେ ମଧ୍ଯ ଉପସ୍ଥିତ ଥୂଲୋକେନ୍ଦ୍ରମନ୍ତ୍ରୀଙ୍କ ଗସ୍ତକୁ ସୁରୁଖୁରୁରେ କରିବା ପାଇଁ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। କେନ୍ଦ୍ର ମନ୍ତ୍ରୀ ସୂର୍ଯ୍ୟ ମନ୍ଦିର ଦର୍ଶନ କରି ସେ ଓତାଙ୍କ ସପତ୍ନୀ ବହୁତ ଖୁସି ହୋଇଥିବା ର କହିଛନ୍ତି ||

News Comment

You Might Also Like

BACK TO TOP