Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ରାଜସ୍ତାନ ଭକ୍ତ ଙ୍କ ଡାକଶୁଣି କୁନୀ ପୁଅଟିକୁ ଭଲ କରିଦେଲେ କାଳିଆ ସାଆନ୍ତେ |

22-Nov-2025

ଜଗନ୍ନାଥ ଙ୍କ ଉପରେ ଭରସା ରଖି କୋମା ଅବସ୍ଥାରେଥିବା କୁନିପୁଅକୁ ନେଇ ବଡ଼ଦାଣ୍ଡକୁ ଧାଇଁ ଆସିଥିଲେ ବାପା,
(ଅବିଶ୍ୱାସ ଲାଗୁଥିଲେ ବି ସତ୍ୟ | 

        ଓଡିଶା ଜନ ମତ ବ୍ୟୁରୋ,

କୋମାଅବସ୍ଥାରେ ଥିବା କୁନୀପୁଅଟିକୁ ହାତରେ ଧରି ବଡ଼ଦାଣ୍ଡକୁ ଆସି ବାପାଟି କାନ୍ଦି, କାନ୍ଦି ଜଗତର ନାଥ ଜଗନ୍ନାଥ ଙ୍କୁ କହିଲା ହେ ମହାବାହୁ ମୋ ପୁଅକୁ ଭଲ କରି ଦିଅ । ମୁଁ ତୁମ ସିଂହଦ୍ଵାର ସାମ୍ନାରେ ବସିଛି । ନିଜ ପୁଅର ମଙ୍ଗଳକାମନା କରିରାଜସ୍ଥାନ ରୁ ଦୌଡ଼ି ଆସିଥିବା ଜଣେ ଶ୍ରଦ୍ଧାଳୁ କାଳିଆ ଶରଣରେ ପଶି ଏପରି କହିଛନ୍ତି । ଗତ ୮ ତାରିଖରେ ରାଜସ୍ଥାନ ରୁ କୋମା ଅବସ୍ଥାରେ ଛୁଆକୁ ବାପା ପ୍ରକାଶ ଭୋଇ ଶ୍ରୀମନ୍ଦିର ଆଣି ଥିଲେ । ସେଠାରେ ବାଇଶି ପାହାଚ ପାଖେ ପୁଅ ନିଖ୍ଲକୁ ଗଡାଇ ଦେଇମହାପ୍ରଭୁଙ୍କ ଠାରେ ଶରଣ ଥିଲେ । ତେବେ ଭକ୍ତର ଡାକ ଶୁଣିଛନ୍ତି ଭକ୍ତ ଗଣ୍ଠି ଧନ, ପତିତ ପାବନ ବଳିଆ ର ଭୁଜ, ଏବେ କୁନିପୁଅଟି ଧୂରେ ସୁସ୍ଥ ହୋଇଛି । ପୁଅର ନୂଆ ଜୀବନ ପାଇଁ ସିଂହ ଦୁଆରେ ହାତ ପତେଇଥିଲା ବାପା । ମାସଟେ ବି ପୂରିନି, ହଟିଆ ଠାକୁର ପୁଣି ତା ଲୀଳା ଦେଖାଇଛି । ଆଉ କୋମାରେ ଥିବା ପୁଅକୁ ଚଳପ୍ରଚଳ ହେବା ପାଇଁ ତା` ଦେହରେ ଶକ୍ତି ଭରି ଦେଇଛି କାଳିଆ। ଡାକ୍ତରମାନେ ସବୁ ନିରାଶ କରିଦେଇଥିଲେ । ହେଲେ, କଥାରେ ଅଛି ନା, ଯୋଉଠି ଡାକ୍ତରୀ ପାଠ ହାରିଯାଏ ସେଇଠି ସାହା ହୁଏ ଜଗତର ଠାକୁର ଜଗନ୍ନାଥ । ତା` ପାଖରେ ଶରଣ ପଶିଲେ କୋଉ ଭକ୍ତ ବି ନିରାଶ ହୋଇ ଫେରେନି । ଆଉ ଆଜି ବି ନିରାଶମଣିଷଟିର ମନରେ ଆଶାସଂଚାରିତ କରି 
ଚମତ୍କାର କଲେ ମହାପ୍ରଭୁ କାଳିଆ ଠାକୁର |  ପୁରୀ ଠାକୁରଙ୍କ ମହିମା ଉପରେ ଭରସା କରି ରାଜସ୍ଥାନରୁକୋମା କୁନୀ ପୁଅଟିକୁ ଧରି ଧାଇଁ ଆସିଥିଲେଜଣେ ବାପା। କିଛି ଦିନ ସିଂହଦ୍ୱାର ସାମ୍ନାରେ ବସି ଭୋ ଭୋ ହୋଇ କାନ୍ଦୁଥିଲେ । ଆଉ ୮ ବର୍ଷର ପୁଅକୁ ଭଲ କରି ଦେବା ପାଇଁ ଗୁହାରି କରିଥିଲେ । କେଇଟା ଦିନ ଭିତରେ କାଳିଆ ବଡ଼ ଚମତ୍କାର ଦେଖାଇଦେଇଛନ୍ତି । ଆଉ ଆଜି କୋମାରେ ଥିବା ୮ ବର୍ଷର ପୁଅ ଚଳପ୍ରଚଳ କରିପାରୁଛି । ଆଉ ପୁଅ ଶରୀରରେ ଏ ପରିବର୍ତନ ଦେଖି ବାପାଙ୍କ ଆଖ୍ ଛଳଛଳ ହେଇଯାଇଛି । ନତମସ୍ତକ ହେଇ ପୁଅକୁ ବଡ଼ ଦାଣ୍ଡରେ ଗଡାଇ ଦେଇଛନ୍ତି । ପୁଅକୁ ଚଳପ୍ରଚଳ କରୁଥିବା ଦେଖୁ ତାଙ୍କର ମନ ଭରିଯାଇଛି ଆଉ ବଡ଼ ଦେଉଳକୁ ସେ ଚାହିଁ ଠାକୁରକୁ ମନେ ମନେ ଧନ୍ୟବାଦ ଦେଉଛନ୍ତି । ପୁଅକୁ ଭଲ କରି ଦେବା ପାଇଁ ନିଜକୁ ଋଣି ବୋଲି ସେ ତାଙ୍କ ଆଗରେ ନିଜକୁ ସମର୍ପଣ କରିଦେଇଛନ୍ତି । ସତରେ କାଳିଆ ତୁ ଲୀଳାମୟ, ତୁ ଜଗତ ଠାକୁର ତୋ` ଭକ୍ତଙ୍କ ପାଇଁ ତୋ ମହିମା ଅବର୍ଣ୍ଣନୀୟ ।

News Comment

You Might Also Like

BACK TO TOP