Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଓଡିଶାକୁ ଆସୁଛି ବାତ୍ୟା ସେନ୍ୟାର |

23-Nov-2025

ଓଡ଼ିଶାକୁ ଆସୁଛି ବାତ୍ୟା ସେନ୍ୟାର,

     ଓଡିଶା ଜନ ମତ ବ୍ୟୁରୋ

ଅକ୍ଟୋବର ମାସରେ  ଓଡିଶାକୁ ପ୍ରାୟ  ସମୟରେ ବାତ୍ୟା ଭୟ ଲାଗି ରହିଥାଏ | କିଛି ଦିନ ତଳେ ବାତ୍ୟା ମୋନ୍ଥା ଯାଉ ଯାଉ ପୁଣି ମାଡି ଆସିଲାଣି ବାତ୍ୟା ସେନ୍ୟାର । ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣବଳୟ ଲଘୁଚାପର ରୂପ ନେଇ ସାରିଥିବା ବେଳେ ଏହା ବାତ୍ୟାର ରୂପ ନେଇପାରେ । ଆଉ ଏହି ବାତ୍ୟା ଓଡ଼ିଶାରେ ମାଡ଼ ହେବ ବୋଲି ପାଣିପାଗ ବିଭାଗର ପୂର୍ବାନୁମାନ ପରେ ଏବେ ଚିନ୍ତା ବଢ଼ିଲାଣି । ୱିଣ୍ଡିର ଆକଳନ ଅନୁସାରେ ଓଡ଼ିଶାକୁ ହିଟ୍ କରିପାରେ ବାତ୍ୟା । ଡିସେମ୍ବର ୧ରେ ଓଡ଼ିଶା ଛୁଇଁବା ସମ୍ଭାବନା ରହିଛି ।
ଲଘୁଚାପ ହେବା ପରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଲଘୁଚାପ ୪୮ ଘଣ୍ଟାରେ ଦିଗ ବଜାୟ ରଖୁବା ସହ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଆହୂରି ଘନୀଭତ ହୋଇପାରେ । ଏହା ପ୍ରଭାବରେ, ଓଡ଼ିଶାରେ ଚାରି ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ନଭେମ୍ବର ୨୫ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି । ନଭେମ୍ବର ରେ ବାତ୍ୟା ଆସୁଛି | ତା ପୂର୍ବରୁ ଅକ୍ଟୋବରରେ ବାତ୍ୟା ହୋଇ ଥିଲା | ଅକ୍ଟୋବର ମାସ ହେଲା କ୍ଷଣି ବାତ୍ୟାର ଭୟ ରହେ ଓଡ଼ିଶାକୁ । ଚଳିତ ବର୍ଷ ବି ଅକ୍ଟୋବରରେ ବାତ୍ୟା ଆସିଥିଲା । ହେଲେ ନଭେମ୍ବର ଶେଷ ଆଡ଼କୁ ପୁଣି ଥରେ ବାତ୍ୟା ଆସୁଥିବା କାରଣରୁ ଏଥର ଚିନ୍ତା ବଢ଼ିଲାଣି । ତେବେ ବାତ୍ୟା ହେବ କି ନାହିଁ ସେନେଇ ଭାରତୀୟ ପାଣିପାଗ ବିଭାଗ କୌଣସି ସୃଷ୍ଟ ସୂଚନା ମିଳିନଥିଲେ ବି ୱିଣ୍ଡିର ପୂର୍ବାନୁମାନ ଏବେ ଚିନ୍ତା ବଢ଼ାଇଲାଣି |  ଆମେରିକୀୟ ପାଣିପାଗ ମଡେଲ୍  ଜି ଏଫ ଏସ ଅନୁମାନ କରିଛି, ନଭେମ୍ବର ୨୬ କିମ୍ବା ୨୭ ବେଳକୁ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବ । ଏହା ୨୯ ନଭେମ୍ବର ବେଳକୁ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଦେଇ ଅତିକ୍ରମ କରିବା ସମ୍ଭାବନା ରହିଛି । ସେହିପରି ୟୁରୋପୀୟ ମଡେଲ ଈ ସି ଏମ ଡ଼ବ୍ଲ୍ୟୁ ଏଫ  ପୂର୍ବାନୁମାନ କରିଛି, ନଭେମ୍ବର ୨୫ ବେଳକୁ ବାତ୍ୟା ସୃଷ୍ଟି ହୋଇପାରେ । ଯଦି ଏହା ବାତ୍ୟା ହୁଏ, ତେବେ ଏହାର ନାଁ ରହିବ ସେନ୍ୟାର ।
ତେବେ ପାଣିପାଗ ବିଭାଗର ବିଭିନ୍ନ ମଡେଲ୍ କହୁଛନ୍ତି ଯେ ୨୯ ଓ ୩୦ ତାରିଖରେ ଗଭୀର ଅବପାତ ସୃଷ୍ଟ ହେବା ପରେ ଏହା ଅତି ଭୀଷଣ ବାତ୍ୟା ହୋଇ ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ମୁହାଁଇବ ।
ଏହା ଆନ୍ଧ୍ର ଓ ଓଡ଼ିଶାଉପକୂଳ ମୁହାଁଇବାର ସମ୍ଭାବନା ଅଧୂକ ରହିଛି । ତେବେ ନିର୍ଦ୍ଦିଷ୍ଟ ଭାବେ ଏହା କେଉଁଠି ଲ୍ୟାଣ୍ଡଫଲ୍ କରିବ ତାହାର ସମୟ କିମ୍ବା ସ୍ଥାନ ଆକଳନ କରିବା ଏବେ ସମ୍ଭବପର ନୁହେଁ । କାରଣ ଏହି ପ୍ରଣାଳୀ ବର୍ତ୍ତମାନ ପ୍ରାରମ୍ଭିକ ଅବସ୍ଥାରେ ରହିଛି । ଲ୍ୟାଣ୍ଡଫଲ୍ ପାଇଁ ଆହୁରି ସପ୍ତାହେ ସମୟ ରହିଥ‌ିବାରୁ ଆକଳନ ଠିକ୍ ଭାବେ ହୋଇ ପାରୁନାହିଁ । ସମ୍ଭାବ୍ୟ ବାତ୍ୟା ଯେଉଁଠାରେ ଲ୍ୟାଣ୍ଡଫଲ୍ କଲେ ମଧ୍ୟ ବର୍ଷାର ସମ୍ଭାବନା ରହିଥ‌ିବା ନେଇ ଆକଳନ କରାଯାଇଛି ।

News Comment

You Might Also Like

BACK TO TOP