Breaking News

3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||     

ଘୋଡାପଡା ପଞ୍ଚାୟତ ରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର |

24-Nov-2025

ଘୋଡାପଡା ପଂଚାୟତରେ ଗ୍ରାମ ପଞ୍ଚାୟତ ସ୍ତରୀୟ  ଅଭିଯୋଗ ଶୁଣାଣୀ  ଶିବିର

ଓଡିଶା ଜନ ମତ, ବେଗୁନିଆପଡା, ସୂର୍ଯ୍ୟ ନାରାୟଣ ବଡୁ,
ବେଗୁନିଆପଡା -ସୋମବାର ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ୍ ଅନ୍ତର୍ଗତ ଘୋଡାପଡା ଗ୍ରାମ ପଞ୍ଚାୟତ ପରିସରରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ  ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ କୋଦଳା ତହସିଲଦାର ତଥା ବେଗୁନିଆପଡ଼ା ଭାରପ୍ରାପ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସସ୍ମିତା ଶତପଥି,,ସରପଞ୍ଚ ନୃସିଂହ ପ୍ରଧାନ, ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରଦୀପ କୁମାର ସାହୁ  , କନିଷ୍ଠ ଯନ୍ତ୍ରୀ ଦୀପକ ମଲ୍ଲିକ , ଜଳ ଓ ପରିମଳ ସହକାରୀ ଯନ୍ତ୍ରୀ ମମତା ପଣ୍ଡା , ଶୁଭଶ୍ରୀ ମହାରଣା,  ଭାରପ୍ରାପ୍ତ ବ୍ଳକ୍ ସାମାଜିକ ସୁରକ୍ଷା ଅଧିକାରୀ ଦୁର୍ଗା ପ୍ରସାଦ ପଣ୍ଡା,ଯୋଗାଣ ଅଧିକାରୀ ବାଦଲ କୁମାର ବେହେରା  , କୃଷି ଅଧିକାରୀ ରାମଲାଲ ସାମଦ , ଵି ପି ସି ଚନ୍ଦ୍ର ଶେଖର ବେହେରା, ଏ ପି ଓ ରଞ୍ଜନ କୁମାର ନାହାକ , ଵି ପି ସି ବୃନ୍ଦାବନ ସାହୁ ,  ପି ଇ ଓ ରଂଜିତ ନାହାକ  , ଏ ଡି ଇ ଓ ଶ୍ରୀକାନ୍ତ ସାହୁ ,  , ଉଦ୍ୟାନ , କ୍ଷୁଦ୍ର ଜଳସେଚନ   , ବିଦ୍ୟୁତ୍ ବିଭାଗ ଅଧିକାରୀ  ଓ କର୍ମଚାରୀ ମାନେ ଉପସ୍ଥିତ ରହିବା ସହ ଅଭିଯୋଗ ଶୁଣାଣୀ କରିଥିଲେ । ଏଥିରେ ଅନ୍ୟ ମାନେ ଉପସ୍ଥିତ ରହିବା  ସହ ସହଯୋଗ କରିଥିଲେ  ।  ସମୁଦାୟ 10  ଗୋଟି ଅଭିଯୋଗ ହୋଇଥିଲା । ସେଥିମଧ୍ୟରୁ  ରାସ୍ତାର ଉର୍ନ୍ନତି କରଣ , ବିଦ୍ୟୁତ ସଂଯୋଗ ଦୁଇଟି,ବ୍ୟକ୍ତିଗତ 6 ଗୋଟି , ସବ ଡିଭିଜନ ପ୍ରତିଷ୍ଠା ଗୋଟିଏ ଅଭିଯୋଗ ହୋଇଥିଲା  ।

News Comment

You Might Also Like

BACK TO TOP