Breaking News

3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||     

ଚାରି ଶିଶୁ ହୃଦ ରୋଗୀ ସୁଦୂର ମୁମ୍ବାଇରେ ଚିକିତ୍ସିତ ହେବେ |

25-Nov-2025

ସୁଦୂର ମୁମ୍ବାଇରେ ଚିକିତ୍ସା ହେବେ ୪ ଶିଶୁ ହୃଦରୋଗୀ  

 ଓଡିଶା ଜନ ମତ,କୋଦଳା, ସୂର୍ଯ୍ୟ ନାରାୟଣ ବଡୁ, 

ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକର କୋଦଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଆର ବି ଏସ କେ ଟିମ ଦ୍ୱାରା ହଂଶତୁଳି ଗ୍ରାମର ହରିହର ନାୟଙ୍କ ୧୧ ବର୍ଷର ପୁଅ ସ୍ମୃତି, ଷଣ୍ଢମୂଳ ଗ୍ରାମର ସଞ୍ଜୟ ସ୍ୱାଇଙ୍କ ୬ ବର୍ଷର ଝିଅ ସ୍ନେହା, ଶାଳବଣ ଗ୍ରାମର ସୁଶାନ୍ତ ସ୍ୱାଇଁଙ୍କ ୬ ବର୍ଷର ପୁଅ ରାହୁଲ, ଯୋଗିଆଗୁଳା ଗ୍ରାମର ଶିବରାମଙ୍କ ୪ ବର୍ଷର ପୁଅ ରୋଶନ ଉଚ୍ଚ ଚିକିତ୍ସା ପାଇଁ  ମୁମ୍ବାଇର ଏସ ଆର ସି ସି ହସ୍ପିଟାଲକୁ  ପଠା ଯାଇଛି ! ସୂଚନା ଥାଉକି କୋଦଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଆର ବି ଏସ କେ  ଟିମ ଦ୍ୱାରା ସ୍କୁଲ ଓ ଅଙ୍ଗନବାଡି ପରିଦର୍ଶନ ଓ ସ୍ୱାସ୍ଥ୍ୟ ପରୀକ୍ଷା ସମୟରେ   ସେମାନଙ୍କର ଛାତିରେ ଛିଦ୍ର ଅଛି ଜାଣିବାକୁ ପାଇଥିଲେ |  ସେମାନଙ୍କୁ  ପ୍ରଥମେ ବ୍ରହ୍ମପୁରର  ସିଟି ହସ୍ପିଟାଲରେ ଥିବା  ଡି ଇ ଆଇ ସି କୁ ନେଇଥିଲେ ସେଠାରେ ଇକୋ କରାଇଥିଲେ ଓ ଆଜି ତାକୁ ବ୍ରହ୍ମପୁରଠାରୁ ମୁମ୍ବାଇର ଏସ ଆର ସି ସି ହସ୍ପିଟାଲକୁ ପଠା ଯାଇଛି  | ଏହିପରି ଗଞ୍ଜାମ ଜିଲ୍ଲାର ଅନ୍ୟାନ୍ୟ ବ୍ଲକ ସ୍ତରରୁ ଚି଼ହ୍ନଟ ହୋଇଥିବା ଆଉ ୨୮ ଜଣ ଶିଶୁଙ୍କୁ ମଧ୍ୟ୍ୟ ପଠାଯାଇଛି !   କୋଦଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଚିକିତ୍ସା ଅଧିକାରୀ ଡା ଆଦିତ୍ୟ ପ୍ରସାଦ ସାହୁ, ଆର ବି ଏସ କେ ଟିମର ସମସ୍ତ ଆୟୁଷ ଡାକ୍ତର, ଫାର୍ମାସିଷ୍ଟ, ଏ ଏନ ଏମ ଏବଂ ପରିଚାଳକ ସନ୍ତୋଷ କୁମାର ପଣ୍ଡା ଓ ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ରର ସମସ୍ତ କର୍ମକର୍ତ୍ତା ଶିଶୁଙ୍କ ଶୀଘ୍ର ଆରୋଗ୍ୟ କାମନା କରିବା ସହ ଆର ବି ଏସ କେ ଟିମ ର ଉତ୍ତମ ସେବା ପାଇଁ ସାଧୁବାଦ ଜଣାଇଛନ୍ତି | ସେମାନଙ୍କର ସମସ୍ତ ଖର୍ଚ୍ଚ ସମ୍ପୂର୍ଣ ମାଗଣା ବୋଲି ଆୟୁଷ ଡାକ୍ତର  ଜୟଦେବ ନାୟକ କହିଛନ୍ତି |

News Comment

You Might Also Like

BACK TO TOP