Breaking News

କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ହଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||     

କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ର ରାଜନୀତି ବିଜ୍ଞାନ ତରଫରୁ ସମ୍ବିଧାନ ଦିବସ ପାକିତ |

27-Nov-2025

 ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ସମ୍ବିଧାନ ଦିବସ ପାଳିତ,

ଓଡିଶା ଜନ ମତ, ବେଗୁନିଆପଡା, ସୂର୍ଯ୍ୟ ନାରାୟଣ ବଡୁ, 

ବୁଧବାର ଦିବା 12 ଘଟିକା 30 ମିନଟ ସମୟରେ ଲଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟ ରାଜନୀତି ବିଜ୍ଞାନ ବିଭାଗ ତରଫରୁ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି lଆଜିର ସଭାକାର୍ଯ୍ୟକୁ ମହାବିଦ୍ୟାଳୟର ର ଅଧକ୍ଷ ତଥା ରାଜନୀତି ବିଭାଗୀୟ ମୁଖ୍ୟ ଶ୍ରୀଯୁକ୍ତ ରଘୁନାଥ ମୁଦୁଲି ସଭାପତିତ୍ୱ କରି ଏ ଦିବସ ମହତ୍ୱ ସମ୍ପର୍କରେ ଆଲୋଚନା କରିଥିଲେl ଅନ୍ୟତମ ଅତିଥି ଭାବେ ପ୍ରଶାସନିକ ଅଧିକାରୀ ଶ୍ରୀମତୀ ରଂଜୁବାଳା ନନ୍ଦ, ଏକାଡେମିକ ବର୍ସର ଶ୍ରୀ ବିନୋଦ କୁମାର ମିଶ୍ର, ଏକାଉଣ୍ଟ ବର୍ସର ଶ୍ରୀ ସାଗର ଚାନ୍ଦ ପାତ୍ର, ଅନ୍ତର୍ନିହିତ ଗୁଣାବଳୀ ବର୍ଧକ ସଂଯୋଜକ ଶ୍ରୀ ସପନ କୁମାର ଦାଶ,ରାଜନୀତି ବିଜ୍ଞାନ ବିଭାଗୀୟ ଅଧ୍ୟାପିକା ଶ୍ରୀମତୀ ତପସ୍ୱିନୀ କରଣ ଆଦି ଯୋଗଦେଇ ସମ୍ବିଧାନ ଦିବସ ñପ୍ରଦୀପ କୁମାର ନାହାକ ଧନ୍ୟବାଦ ଅର୍ପଣ କରିଥିଲେ lମହାବିଦ୍ୟାଳୟ ର ସମସ୍ତ ଛାତ୍ରଛାତ୍ରୀ ଯୋଗଦେଇ ଏ କାର୍ଯ୍ୟକ୍ରମ କୁ ସଫଳ କରାଇଥିଲେ l

News Comment

You Might Also Like

BACK TO TOP