Breaking News

କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ହଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||     

ବେଗୁନିଆପଡା ରେ ବ୍ଲକସ୍ତରୀୟ ସାଂସଦ ଖେଳ ମହୋତ୍ସବ ଅନୁଷ୍ଠିତ |

27-Nov-2025

ବେଗୁନିଆପଡା ବ୍ଲକ ସ୍ତରୀୟ ସାଂସଦ ଖେଳ ମହୋତ୍ସବ ଅନୁଷ୍ଠିତ,

ଓଡିଶା ଜନ  ମତ,ବେଗୁନିଆପଡା, ସୂର୍ଯ୍ୟ ନାରାୟଣ ବଡୁ, 

ଗ୍ରାମାଞ୍ଚଳ ରେ ଥିବା ଛାତ୍ର ଛାତ୍ରୀ ମାନଙ୍କ ର ଶାରୀରିକ ଓ ମାନସିକ ବିକାଶ ସହିତ ଲୁକାୟିତ ପ୍ରତିଭାର ବିକାଶ ପାଇଁ ଖେଳ ର ଆବଶକ୍ୟତା ରହିଛି। ଏହାକୁ ଦୃଷ୍ଟି ରେ ରଖି ବ୍ଲକ ସ୍ତରୀୟ ସାଂସଦ ଖେଳ ମହୋତ୍ସବ ଅନୁଷ୍ଠିତ ହେଉଛି ସେହି କ୍ରମରେ ମଙ୍ଗଳ ବାର ଦିନ ଗଞ୍ଜାମ ଜିଲ୍ଲା ବେଗୁନିଆପଡା ସ୍ଥିତ ବାପୁଜୀ ଷ୍ଟାଡିଅମ ରେ ସାଂସଦ ଖେଳ ମହୋତ୍ସବ କୁ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଏଥିରେ ଆସିକା ସାଂସଦ ପ୍ରତିନିଧି ଆଲୋକ କୁମାର ଶତପଥି ଭାରପ୍ରାପ୍ତ ବିଡ଼ିଓ ସସ୍ମିତା ଶତପଥୀ ଏବିଇଓ ଜ୍ୟୋତ୍ରୀମୟୀ ନନ୍ଦ ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରଦୀପ କୁମାର ସାହୁ ଡବ୍ଲୁ ଇ ଓ ସ୍ଵାଗତିକା ରାଉତ ଖେଳ ଶିକ୍ଷକ ସଙ୍ଘ ସଭାପତି ସୁରେନ୍ଦ୍ର ନାଥ ପ୍ରଧାନ ଯୋଗଦେଇ ଖେଳାଳି ଙ୍କୁ ଉତ୍ସାହିତ କରିଥିଲେ। ବିଧାୟକ ଙ୍କ ଦ୍ୱାରା ପତାକା ଉତୋଳନ କରାଯିବା ସହ ମଶାଲ ଯାତ୍ରା କରାଯାଇଥିଲା। ଶହେ ମିଟର, 200ମିଟର, 400ମିଟର, 800ମିଟର, ଉଚ୍ଚା ଡିଆଁ, ଲମ୍ବା ଡିଆଁ ସଟ ଫୁଟ ଡ଼ିସକସ ଥ୍ରୋ ଆଦି ଖେଳ ଅନୁଷ୍ଠିତ ହୋଇଥିଲା। ଏଥିରେ  ଜୁନିଅର ଓ ସିନିଅର ବିଭାଗ ରେ ବାଳକଓ ବାଳିକା ମାନେ ଅଂଶ ଗ୍ରହଣ କରିଥିଲେ। କୃତି ପ୍ରତିଯୋଗୀ ମାନେ ଜିଲ୍ଲା ସ୍ତରୀୟ ରେ ଅଂଶ ଗ୍ରହଣ କରିବେ। ଏହି ପ୍ରତିଯୋଗିତା ବିଭିନ୍ନ ଖେଳକୁ ନେଇ ଆସନ୍ତା 28ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ସ୍ଥିର କରାଯାଇଛି। ଏହି ବ୍ଲକ ର ପ୍ରାୟ 20ଜଣ ଖେଳ ଶିକ୍ଷକ ପରିଚାଳନା କରିଥିଲେ।

News Comment

You Might Also Like

BACK TO TOP