Breaking News

କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ହଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||     

ଟ୍ରକ କୁ ଧକ୍କା ଦେଈ ମୋଟର ସାଇକେଲ ଚାଳକ ଙ୍କ ମୃତ୍ୟୁ |

27-Nov-2025

ଟ୍ରକ୍ କୁ ପିଟି ହୋଇ ମୋଟରସାଇକେଲ ଚାଳକ ର ମୃତ୍ୟୁ,

ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ , ବ୍ରହ୍ମପୁର,

ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ବାଇଗଣ ବାଡି ଛକ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ବାଲି ଟ୍ରକ୍ କୁ ପିଟି ହୋଇ କୁମାର ଚନ୍ଦ୍ର ବେହେରା ( ଜିତୁ) ନାମକ ଜଣେ ଯୁବକ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଛି।
ସୁଚନା ଅନୁଯାୟୀ ଜଣାପଡିଛି ଯେ ମୃତ ଯୁବକ ଜଣକର ଘର ଟାଉନ୍ ଥାନା ଅର୍ନ୍ତଗତ ଗେଟ୍ ବଜାର ବ୍ୟାଙ୍କ କଲୋନୀ ଓ ସେ ମୋଟରସାଇକେଲ ଯୋଗେ ମୋହନା ଅଞ୍ଚଳରୁ ନିଜ ଘରକୁ ଫେରୁଥିବା ବେଳେ ଏହି ଭଳି ଘଟଣାର ସମ୍ମୁଖୀନ ହୋଇଛି। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ତାକୁ ଉଦ୍ଧାର କରି ଡାକ୍ତରଖାନାକୁ ପଠାଇ ଥିଲେ ଓ ଚିକିତ୍ସାଧୀନ ଅବସ୍ଥାରେ କର୍ତ୍ତବ୍ୟରତ ଡାକ୍ତର ତାକୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ସଦର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଟ୍ରକ୍ ଓ ମୋଟରସାଇକେଲ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP