Breaking News

କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ହଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||     

ହଂକ ରେ ଭୟା ଭୟ ଅଗ୍ନିକାଣ୍ଡ ଘଟି 128ମୃତ, 200 ରୁ ଅଧିକ ନିଖୋଜ || ||

28-Nov-2025

ହଂକଂର ଏକ ରେସିଡିଆନ୍ସ କମ୍ପ୍ଲେକ୍ସ ରେ ଭୟାବହ ଅଗ୍ନିକାଣ୍ଡ ଘଟି ୪୪ଜଣ ମୃତ,

   ଓଡିଶା ଜନ ମତ ବ୍ୟୁରୋ,

ଚୀନ ର ରାଜଧାନୀ ହଂକଂରେ ଅଗ୍ନି କାଣ୍ଡ ଘଟି ବହୁଲୋକ ମୃତ୍ୟୁ ବରଣ କରିବାର ଖବର ମିଳିଛି | ଯାହାକି ଏକ ହୃଦୟ ସ୍ୱର୍ଶି  ଅଟେ | ତାଇପୋର ଏକ ରେସିଡେନ୍ସିଆଲ କମ୍ପ୍ଲେକ୍ସରେ ଭୟାବହ ଅଗ୍ନିକାଣ୍ଡ ଘଟି ୪୪ଜଣ ଜୀଅନ୍ତା ଜଳିଯାଇଥିବା ବେଳେ ୩୦୦ ଶହରୁ ଅଧିକ ନିଖୋଜ ଅଛନ୍ତି । ନିଆଁ ଲିଭାଇବାକୁ ୧୪୦ ଅଗ୍ନିଶମ ଗାଡ଼ି ଲାଗିଥିବା ବେଳେ, ୬୦ରୁ ଅଧିକ ଆମ୍ବୁଲାନ୍ସ ମୁତୟନ ହୋଇଛନ୍ତି ।ପ୍ରାୟ ୯ଶହ ଲୋକଙ୍କୁ ଉଦ୍ଧାର କରି ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । ୪୫ ଜଣ ଗୁରୁତରଙ୍କୁ ହସପିଟାଲରେ ଭର୍ତ୍ତ କରାଯାଇଛି। ଘଟଣାର ତଦନ୍ତ କରି ୩ ଜଣଙ୍କୁ ଗିରଫ କରିଛି ହଂକଂ ପୋଲିସ । ଅଗ୍ନିକାଣ୍ଡ ନେଇ ହଂକଂ ସିଟିରେ ଲେଭଲ ୫ ସର୍ତକ ସୂଚନା ଜାରି ହୋଇଛି । ୧୯୮୦ରେ ନିର୍ମିତ ଏକ ବିଲଡିଂର ମରାମତି କାର୍ଯ୍ୟ ପାଇଁ ବନ୍ଧା ଯାଇଥିବା ବାଉଁଶରେ ନିଆଁ ଲାଗି ଏକା ଧୂକ ବହୁତଳ କୋଠ କୁ ବ୍ୟାପିଥି ଲା । ଏହି ସବୁ ଅଟ୍ଟାଳିକାରେ ପ୍ରାୟ ୪, ୬୦୦ରୁ ଅଧିକ ଲୋକ ରହୁଥିବା ବେଳେ, ଅଧୂକାଂଶ ବରିଷ୍ଠ ନାଗରିକ ଅଛନ୍ତି । ବିଗତ ୩ ଦଶନ୍ଧିରେ ଏହା ହଂକଂର ସବୁଠାରୁ ବଡ଼ ଅଗ୍ନିକାଣ୍ଡବୋଲି ସୁଆନୀୟ ଅଧିକାରୀ ସୂଚନା ଦେଇଛନ୍ତି । ଏବେ ସୁଦ୍ଧା ନିଆଁ ନିୟନ୍ତ୍ରଣକୁ ଆସି ନଥିବା ବେଳେ, ଜଣେ ଅଗ୍ନି ଶର୍ମ କର୍ମଚାରୀଙ୍କ ମୃତ୍ୟୁ ଘଟିଛି । ଅଗ୍ନିବିପନ୍ନ ଙ୍କ ପାଇଁ ବିଭିନ୍ନ ଗୋଷ୍ଠୀ କେନ୍ଦ୍ର ଏବଂ ସ୍କୁଲରେ ଅସ୍ଥାୟୀ ଆଶ୍ରୟସ୍ଥଳୀ ଖୋଲାଯାଇଛି ||ସରକାର ଏକ ହାଉସିଂ ଟାସ୍କ ଫୋର୍ସ ଗଠନ କରି ବାସହରା ପରି ବାରଙ୍କ ପାଇଁ ୧,୪୦୦ଟି ଘରର ବ୍ୟବସ୍ଥା କରିଛନ୍ତି। ଟ୍ରାଫିକ୍ ସମସ୍ୟା ଯୋଗୁଁ ୬ଟି ସ୍କୁଲକୁ ବନ୍ଦରଖାଯାଇଛି । ଘଟଣାରେ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ । ହୁତୁ ହୁତୁ ହୋଇ ଜଳିଗଲା ୭ନଭଶ୍ଚୁମ୍ଭୀ ଅଟ୍ଟାଳିକା । ହଂକଂ ଅଗ୍ନିକାଣ୍ଡରେ 300ଛୁଇଁ ପାରେ ମୃତ୍ୟୁ ସଂଖ୍ୟା । ରେସକ୍ୟୁ ଅପରେସନ ଏବେବି ଜାରି ରହିଥୁବା ବେଳେ, ବଢିବାରେ ଲାଗିଛି ମୃତ୍ୟୁ ସଂଖ୍ୟା । ୪ ୪ ଜଣ ଜୀଅନ୍ତା ଜଳିଯାଇଥିବା  ବେଳେ, ୫୮ ଜଣଙ୍କ ଗୁରୁତର ଅଛନ୍ତି |

News Comment

You Might Also Like

BACK TO TOP