Breaking News

ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||     

କନ୍ଧ ମାଳ ଜିଲ୍ଲା ଘୁ ଉଦୟ ଗିରି ରେ ଖସିଲା ପାରଦ |

29-Nov-2025

କନ୍ଧମାଳରଘୁ ଉଦୟଗିରିରେ ଖସିଲା ପାରଦ,ତାପମାତ୍ରା ୭.୪ ଡିଗ୍ରି ରେକର୍ଡ,

        ଓଡିଶା ଜନ ମତ ବ୍ୟୁରୋ, 

ରାଜ୍ୟର ସବୁ ଜିଲ୍ଲା ଅପେକ୍ଷା ପ୍ରଥମେ ଯଦି ପାରଦ ଖସି ଶୀତ ଅନୁଭୂତ ହେବ, ତେବେ ତାହା ହେଉଛି କନ୍ଧ ମାଳ ଜିଲ୍ଲା | ତେବେ ପାରଦ ଖସିବା ଯୋଗୁଁ ସମେତ ରାଜ୍ୟର ଅନୁଭୂତହେଉଛି ଶୀତ । କନ୍ଧ ମାଳ ଜିଲ୍ଲାରେ ଗତକାଲି ଠାରୁ ଆଜି ଘୁ. ଉଦୟଗିରି ରେ ପୁଣି ଖସିଲା ପାରଦ । ବଢ଼ିଲା ଶୀତ ।  ବିଭିନ୍ନ ସ୍ଥାନରେ ଗତକାଲି ତୁଳନାରେ ଆଜି ଅଧୂକ ଶୀତ  ୧. ୪ ଡିଗ୍ରି ପାରଦ ହ୍ରାସ ପାଇ ୭.୪ ଡିଗ୍ରି ରେକର୍ଡରେ ପହଂଚିଛି ।ପାରଦ ତଳମୁଁହ ମୁଁହା ହେବା ସହ ଜାଡ଼ ଆରମ୍ଭ ହୋଇଯାଇଛି । ପ୍ରବଳ ଥଣ୍ଡା ସାଙ୍ଗକୁ ଜାଡ଼ ସ୍ଥାନୀୟ ଅଂଚଳବାସୀଙ୍କ ଜୀବନ ଜୀବିକା ପ୍ରଭାବିତ କରିଛି  । ଦିନରେ ତାପମାତ୍ରା ସ୍ଵାଭାବିକ ରହୁଥ‌ିବା ବେଳେ ସଞ୍ଜ ନଇଁଲେ ପାରଦ ଖସିବା ସହ ଥଣ୍ଡା ତାର ରାଜୁତି ଆରମ୍ଭ କରିଦେଉଛି । ଯେତେ ରାତି ବଢୁଛି ସେତେ ଥଣ୍ଡାର ପ୍ରକୋପ ବଢିବା ସହ ଜାଡ଼ରେ ଥରୁଛି ସାରା ଅଂଚଳ | ସଞ୍ଜ ନଇଁଲେ ସହର ର ରାସ୍ତା ଘାଟ ଜନଶୁନ୍ୟ ହୋଇଯାଉଛି ।ଆଖୂପାଖ ଅଂଚଳରୁ ସହରକୁ ଆସୁଥିବା ଲୋକ ସନ୍ଧ୍ୟା ପୂର୍ବରୁ ନିଜ ନିଜ ଗାଁ କୁ ଫେରିଯାଉଛନ୍ତି ଥଣ୍ଡା ଯୋଗୁଁ । ସଞ୍ଜ ହେଲେ ଗାଁ ଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ସାହି ଗଳିକନ୍ଦିରେ ଲୋକ ସ୍ଥାନେସ୍ଥାନେ ନିଆଁ ଜାଳି ବସି ରହୁଛନ୍ତି । ପାରଦ ଖସିବା ସହ ଥଣ୍ଡା ପବନ ପ୍ରବାହିତ ହେବା ଯୋଗୁଁ ଥଣ୍ଡାର ପ୍ରକୋପ ଲୋକଙ୍କୁ ବାଧୁଛି । ଆଗାମୀ ଦିନରେ ପାରଦ ଆହୁରି ତଳମୁଁହା ହେବା ସହ ଥଣ୍ଡା ଆହୁରି ବଢ଼ିବା ନେଇ ପାଣିପାଗ ବିଭାଗ ଅନୁମାନ କରିଥିବା ସ୍ଥାନୀୟ ଅଂଚଳକୁ ପର୍ଯ୍ୟଟକଙ୍କ ଭିଡ଼ ବେଳେ ଓଡ଼ିଶାର ସବୁଠାରୁ କମ ତାପମାତ୍ରା ଏବଂ ଥଣ୍ଡାର ସହର ଭାବେ ଘୁ. ଉଦୟଗିରି ସ୍ଥାନିତ ହେବା ପରେ ସ୍ଥା ପର୍ଯ୍ୟଟକଙ୍କ ସୁଅ ଛୁଟିବାରେ ଲାଗିଛି । ପ୍ରାକୃତିକ ସୌନ୍ଦର୍ଯ୍ୟ ଭରା ପର୍ଯ୍ୟଟନସ୍ଥଳୀରେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ପର୍ଯ ଜମିବା ସହ ଛୁଟି ଦିନରେ ବଣ ଭୋଜି ପାଇଁ ମଧ୍ଯ ପ୍ରବଳ ଭିଡ଼ Pending ପର୍ଯ୍ୟଟନ ସ୍ଥାନରେ ଦେଖିବାକୁ ମିଳୁଛି । 
ଓଡ଼ିଶାର ଦାର୍ଜିଲିଂରେ ପାରଦ ୭.୪ ଡିଗ୍ରିରହିଛି |

News Comment

You Might Also Like

BACK TO TOP