Breaking News

ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||     

ନୁଆଁ ବର୍ଷ ରେ 22ବର୍ଷ ର ହିତାଧିକାରୀ ସୁଭଦ୍ରା ର ଡବଲ କିସ୍ତି ପାଇବେ ||

30-Nov-2025

ନୂଆ ସୁଭଦ୍ରା ହିତାଧିକାରୀ ଙ୍କୁ  ଜାନୁୟାରୀ ରେ ଡବଲ୍ କିସ୍ତି,

       ଓଡିଶା ଜନ ମତ  ବ୍ୟୁରୋ,

ରାଜ୍ୟ ସରକାର ନୂତନ ସୁଭଦ୍ରା ହିତାଧିକାରୀ ଙ୍କ ପାଇଁ ନୁଆଁ ବର୍ଷ ରେ ଏକ ଖୁସି ଖବର ପ୍ରଦାନ କରିଛନ୍ତି | ତାହା ହେଉଛି ସେମାନଙ୍କୁ ଏକାଥରେ 10 ହଜାର ଟଙ୍କା ମିଳିବ | ସରଜମିନ ତଦନ୍ତ ପରେ ସୁଭଦ୍ରାରେ ୧୭ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଯୋଡ଼ି ହୋଇଛନ୍ତି । ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୃହରେ ତଥ୍ୟ ରଖୁଛନ୍ତି । ୧୭ ଲକ୍ଷ ୮୩ ହଜାର ୨୫୧ ମହିଳା ସୁଭଦ୍ରାରେ ଯୋଡ଼ି ହୋଇଛନ୍ତି । ୭ ଲକ୍ଷ ୫ ୫୧ ହଜାର ୪୭୯ ଜଣ ସମସ୍ତ ୩ଟି କିସ୍ତି ପାଇଛନ୍ତି । ଏକ କୋଟି ୩ ଲକ୍ଷ ୮୯ ୯ ହଜାର ୮୦୧ ମହିଳା ପ୍ରଥମ କିସ୍ତି ଟଙ୍କା ପାଇଛନ୍ତି । ୧ କୋଟି ୧ ଲକ୍ଷ ୯୨ ହଜାର ୭୨୪ ଦ୍ବିତୀୟ କିସ୍ତି ପାଇଛନ୍ତି ନ୍ତି ବୋଲି ଗୃହରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ତଥ୍ୟ ରଖୁଛନ୍ତି । ସେପଟେ ନୂଆବର୍ଷରେ ଏକାଥରକେ ଦୁଇଟି କିସ୍ତି ପାଇବେ ନୂଆ ସୁଭଦ୍ରା ହିତାଧୂକାରୀ । ନୂଆ ଯୋଡି ହୋଇଥିବା ହିତ ହିତାଧୂକାରୀଙ୍କୁ ଏକାଥରକେ ଦୁଇଟି କିସ୍ତି ମିଳିବ । ଏ ନେଇ ସୂଚନା ଦେଇଛନ୍ତି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡା । ସେ କହିଛନ୍ତି ପୋର୍ଟାଲ ଖୋଲିଛି, ୨୧ ବର୍ଷୀୟ – ଜାନୁଆରୀ ପ୍ରଥମ ସପ୍ତାହରୁ ହିତାଧୂକାରୀ ଯୋଡି ହେଉଛନ୍ତି  । ଦୁଇଟି କିସ୍ତି ଦେବାକୁ ଜାନୁଆରୀ ରେ କାର୍ଯ୍ୟ ତ୍ବରାନ୍ବିତ କରିବୁ । ତେଣୁ ନୁଆଁ ସୁଭଦ୍ରା ହିତାଧିକାରୀ ଏକ କାଳୀନ ଦଶ ହଜାର ଟଙ୍କା ପାଇବେ |

News Comment

You Might Also Like

BACK TO TOP