Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଏକ ତାରିଖରୁ ସର୍ବସାଧାରଣ ଙ୍କ ପାଇଁ ଖୋଲିବେନି ଶ୍ରୀଗୁଣ୍ଡିଚା ମନ୍ଦିର |

30-Nov-2025

୧ ତାରିଖରୁ ସର୍ବସାଧାରଣଙ୍କ ପାଇଁ ଡିସେମ୍ବର ଏକତାରିଖରୁ ଖୋଲିବନି ଶ୍ରୀଗୁଣ୍ଡିଚା ମନ୍ଦିର,

       ଓଡିଶା ଜନ ମତ ବ୍ୟୁରୋ,

ଭକ୍ତଙ୍କ ଭାବାବେଗ କୁ ଦେଖି ଦୀର୍ଘ ବର୍ଷ ହେଲା ବନ୍ଦ ଥିବା ଶ୍ରୀଗୁଣ୍ଡିଚା ମନ୍ଦିର କୁ ସର୍ବ ସାଧାରଣ ଙ୍କ ପାଇଁ  ଡିସେମ୍ବର ଏକ ତାରିଖରୁ ଖୋଲା ରଖିବାକୁ ଯେଉଁ ନିଷ୍ପତି ନେଇଥିଲେ |ତେବେ  ଡିସେମ୍ବର ୧ ତାରିଖରୁ ଖୋଲିବନି ଶ୍ରୀଗୁଣ୍ଡିଚା ମନ୍ଦିର । ସର୍ବସାଧାରଣଙ୍କ ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିର ଖୋଲାଯିବା ପ୍ରସ୍ତାବସାମୟିକ ଭାବେ       ସ୍ତଗିତ  କରିଛନ୍ତି । ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ନଜରରେ ରଖ୍ ଏହି ନିଷ୍ପଭି ନିଆଯାଇଛି । ପରିଚାଳନା କମିଟିର ପରାମର୍ଶ ଅନୁସାରେ କିଛିଦିନ ତଳେ ଶ୍ରୀଗୁଣ୍ଡିଚା ମନ୍ଦିରର ଅନୁଧ୍ୟାନ କରାଯାଇଥିଲା । ଡିସେମ୍ବର ୧ରୁ ଭକ୍ତଙ୍କ ପାଇଁ ଗୁଣ୍ଡିଚା ମନ୍ଦିର ଖୋଲିବା ନେଇ ସୂଚନା ଦେଇଥୁଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ତେବେ ଏହା ଭିତରେ ଶ୍ରୀଗୁଣ୍ଡିଚା ମନ୍ଦିରର ମରାମତି ତଥା ସଂରକ୍ଷଣ କାର୍ଯ୍ୟ ପାଇଁ ଆହୁରି ଅଧିକ ସମୟ ଆବଶ୍ୟକ ବୋଲି ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ଏବଂ ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜରଙ୍କ ଜରୁରୀ ରିପୋର୍ଟ ଦେଇଛନ୍ତି । ଏଥିସହ ମନ୍ଦିର ମଧ୍ୟରେ ଷ୍ଟିଲ ବିମ୍ ଲଗାଯିବା ପ୍ରସ୍ତାବ ଓ ଖଣ୍ଡୋଲାଇଟ୍ ପଥର ଲଗା କାମ ବାକି ଥିବା କହିଛନ୍ତି ମୁଖ୍ୟ ଯନ୍ତ୍ରୀ । ସେହିପରିଶ୍ରୀଗୁଣ୍ଡିଚା ମନ୍ଦିର ପରିସର ଉଦ୍ୟାନ ଗୁଡିକ ଭକ୍ତଙ୍କ ସୁରକ୍ଷା ଦୃଷ୍ଟିରୁ ସଫେଇ ଏବଂ ଉନ୍ନତିକରଣ ଜରୁରୀ ଥିବା ବରିଷ୍ଠ ସୁପରଭାଇଜର ରିପୋର୍ଟରେ ଦର୍ଶାଇଛନ୍ତି । ଏହାକୁ ବିଚାରକୁ ନେଇ ଶ୍ରୀଗୁଣ୍ଡିଚା ମନ୍ଦିର ଖୋଲାଯିବା ନିଷ୍ପତ୍ତିକୁ ସ୍ଥଗିତ ରଖାଯାଇଛି ।

News Comment

You Might Also Like

BACK TO TOP