Breaking News

ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||      ଭରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ |    (20-Apr-2026)       ||      ଦାନ ପୁର ଉଚ୍ଛ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ ସମ୍ବର୍ଦ୍ଧନା |   (19-Apr-2026)       ||      କନ୍ଧ ମାଳ ଜିଲ୍ଲରେ ମାଳ, ମାଳ ସାମ୍ବାଦିକ, କିଏ ଅସଲି ଆଉ କିଏ ନକଲି |   (19-Apr-2026)       ||      ଦୁଇ ପଡୋଶୀଙ୍କ ଗଣ୍ଡଗୋଳ ରେବଳୀ ପଡିଲେ ଯୁବକ |    (19-Apr-2026)       ||      ପୋଲସରା ମାଳ ତେନ୍ତୁଳିଆ ରେ ଯୁବକ ଙ୍କୁ ଅପହରଣ ପରେ ହତ୍ୟା ଅଭିଯୁକ୍ତ ଗିରଫ |    (19-Apr-2026)       ||      ବେଲ ଘର ରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ, ବର୍ତମାନ ସୁଦ୍ଧା ମଲେଣି 3ହାତୀ |   (19-Apr-2026)       ||      ଜଗନ୍ନାଥ ପୁର ପଞ୍ଚାୟତ ରେ ବରିଷ୍ଟ ବ୍ୟକ୍ତି ଙ୍କୁ ଆକ୍ରମଣ , ଥାନାରେ ଏତଲା |    (18-Apr-2026)       ||      ଇତିହାସ ବିଭାଗ ରେ ଶେଷବର୍ଷ ର ଛାତ୍ରଛାତ୍ରୀ ଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଅନୁଷ୍ଠିତ |   (18-Apr-2026)       ||      କନ୍ଧମାଳ ଜିଲ୍ଲା ପାଳ ଦାରିଙ୍ଗି ବାଡ଼ି ବ୍ଳକର ବିଭିନ୍ନ ଦୁର୍ଗମ ଅଞ୍ଚଳର ପ୍ରକଳ୍ପ ତଦାରଖା କଲେ |    (18-Apr-2026)       ||     

ଜରଡ଼ା ଥାନା ଅନ୍ତର୍ଗତ ନାରାୟଣ ପୁର ଗ୍ରାମରେ ମହିଳାଙ୍କ ସନ୍ଦେହ ଜନକମୃତ୍ୟୁ |

01-Dec-2025

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ।

 ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ , ବ୍ରହ୍ମପୁର,

ଜରଡା ଥାନା ଅର୍ନ୍ତଗତ ପଦାଦିଗି ପଞ୍ଚାୟତ ନାରାୟଣ ପୁର ଗ୍ରାମର କୁମାରୀ ପ୍ରଧାନ ନାମ୍ନୀ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି ଓ ମୃତ ମହିଳାଙ୍କର ଭାଇ ନିରଞ୍ଜନ ପ୍ରଧାନ ସନ୍ଦେହ ପ୍ରକଟ କରି ଆଜି ଜରଡା ଥାନା ରେ ଅଭିଯୋଗ କରିଥିଲେ ‌। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଅଭିଯୋଗ କୁ ଭିତ୍ତି କରି ଏକ ଅପମୃତ୍ୟୁ ମାମଲା ନଂ ୪୦୧/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ମୃତ ମହିଳାଙ୍କ ସ୍ବାମୀ କୃଷ୍ଣ ପ୍ରଧାନ କୁ ଥାନା ରେ ଅଟକ ରଖି ପଚରାଉଚରା କରୁଛନ୍ତି।ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ଖବର ରୁ ଜଣାପଡିଛି ଯେ ମୃତ ମହିଳା ଜଣକ ଘରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଥିବା ସ୍ବାମୀ ନିଜ ସମ୍ପର୍କୀୟମାନଙ୍କୁ ଜଣାଇଥିଲେ ଓ ଖବର ପାଇ ମୃତ ମହିଳାଙ୍କ ଭାଇ ଘଟଣାସ୍ଥଳରେ ପହଞ୍ଚି ଦେଖିଲା ବେଳକୁ ତାଙ୍କ ପାଟି ବିଭିନ୍ନ ସ୍ଥାନରୁ ରକ୍ତ ବୋହିବା ଦେଖି ସେ ଥାନା ରେ ଅଭିଯୋଗ କରିଥିଲେ।

News Comment

You Might Also Like

BACK TO TOP