Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ଲକ୍ଷ୍ମୀ ନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ବିଶ୍ୱ ଏଡସ ଦିବସ ପାଳିତ

01-Dec-2025

କୋଦଳା ଲକ୍ଷ୍ମୀ ନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ " ବିଶ୍ୱଏଡସ`ଦିବସ ପାଳିତ,

ଓଡିଶା ଜନ ମତ, ବେଗୁନିଆପଡା, ସୂର୍ଯ୍ୟ ନାରାୟଣ ବଡୁ, 

କୋଦଳା, ତା -୦୧/୧୨/୨୫ ରିଖ ଦିନ ଲକ୍ଷ୍ମୀନାରାୟଣ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ପରିସରରେ "ବିଶ୍ୱ ଏଡ଼ସ ଦିବସ” କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଆମ ବିଦ୍ୟାଳୟର ଭାରପ୍ରାପ୍ତ ଅଧକ୍ଷ ପଞ୍ଚାନନ ଦାସଙ୍କ ସଭାପତିତ୍ୱ କରିଥିଲେ।ଏବଂ ଛାତ୍ରଛାତ୍ରୀ ମାନଙ୍କୁ ଏଚ.ଆଇ.ଭି ସମ୍ପର୍କରେ ଧାରା ବିବରଣୀ ଦେଇଥିଲେ।ମୁଖ୍ୟଅତିଥି ଭାବେ ପ୍ରଶାନ୍ତ କୁମାର ଦାସ (ICTC Counselor) ଯୋଗଦେଇ ପିଲାମାନଙ୍କୁ "ବିଶ୍ୱ ଏଡ଼ସ ଦିବସ" ସମ୍ପର୍କରେ ଓ HIV ରୁ କିପରି ନିଜକୁ ସୁରକ୍ଷିତ ରଖିବା ସହିତ ଅନ୍ୟମାନଙ୍କୁ ସଚେତନ କରିବେ ତାହା କହିଥିଲେ।
ମୁଖ୍ୟବକ୍ତା ହୃଷିକେଶ ପ୍ରହରାଜ, ୟୁଥ ରେଡ଼କ୍ରସ କାଉଁସିଲର ସନ୍ଧ୍ୟାରାଣୀ ତରାଇ ମଞ୍ଜାସିନ ହେଇ ଏଡ଼ସ ଏବଂ HIV ଭୁତାଣୁ ସମ୍ପର୍କରେ ସବିଶେଷ ତଥ୍ୟ ଛାତ୍ରଛତ୍ରୀମାନଙ୍କୁ ଦେଇଥିଲେ, ଶେଷରେ ଶିକ୍ଷକ ରୋହିତ କୁମାର ବାରିକ ଧନ୍ୟବାଦ ପ୍ରଦାନ କରିଥିଲେ।ଏଥି ସହିତ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ଏବଂ ଅଣଶିକ୍ଷକବୃନ୍ଦ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସହିତ କରିଥିଲେ । ଏଥି ସହିତ  ସମସ୍ତ ଛାତ୍ର ଓ ଛାତ୍ରୀ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ।

News Comment

You Might Also Like

BACK TO TOP