Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ତାରା ତାରିଣୀ ମହା ବିଦ୍ୟାଳୟ ରେ "ବିଶ୍ୱ ଏଡସ ଦିବସ `ପାଳିତ |

01-Dec-2025

 ତାରା ତାରିଣୀ ମହାବିଦ୍ୟାଳୟ ରେ *ବିଶ୍ଵ ଏଡସ ଦିବସ* ପାଳିତ,

       ଓଡିଶା ଜନ ମତ ବ୍ୟୁରୋ,

ବିଶ୍ଵ ଏଡସ ଦିବସ ଅବସର ରେ ପୁରୁଷୋତ୍ତମପୁର ସ୍ଥିତ  ତାରାତାରିଣୀ ମହାବିଦ୍ୟାଳୟ ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନାର ମିଳିତ ଆନୁକୂଲ୍ୟରେ ବିଶ୍ଵ ଏଡ଼ସ୍ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମହାବିଦ୍ୟାଳୟର ଶତାଧିକ ସ୍ବେଚ୍ଛାସେବୀ ଛାତ୍ରଛାତ୍ରୀ ପ୍ଲାକାର୍ଡ, ବ୍ୟାନର ସହ ସ୍ଲୋଗାନ ଦେଇ ଏଡ଼ସ୍ ସଚେତନତାର ବାର୍ତା ବାଣ୍ଟିବା ସହ ସହର ପରିକ୍ରମା କରିଥିଲେ । ସଚେତନତାର ବାର୍ତାକୁ ଅଧିକ ଆକର୍ଷଣ ଓ ମନୋରଞ୍ଜନଧର୍ମୀ କରିବା ପାଇଁ ସ୍ବେଚ୍ଛାସେବୀ ମାନେ ପାରମ୍ପରିକ ଲକ୍ଷ୍ମୀପୁରାଣ ଶୈଳୀରେ ଏଡ୍ସ ରୋଗ ର କାରଣ, ଲକ୍ଷଣ ଏବଂ ନିରାକରଣ ସମ୍ପର୍କ ରେ ଜନସାଧାରଣଙ୍କୁ ସଚେତନ କରିଥିଲେ । ଏହି ରାଲିକୁ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ପ୍ରଦୀପ କୁମାର ସାହୁ ଉଦ୍ଘାଟନ କରିଥିଲେ । ଏହି ଅବସରରେ ସ୍ବେଚ୍ଛାସେବୀଙ୍କ‌ ମଧ୍ୟରେ ପ୍ରତିଯୋଗିତା ଏବଂ ଆଲୋଚନାଚକ୍ର ଆୟୋଜିତ ହୋଇଥିଲା । ପ୍ରାଣୀ ବିଜ୍ଞାନ ବିଭାଗର ଅଧ୍ୟାପିକା ଶ୍ରୀମତୀ ନମ୍ରତା ମିଶ୍ର ପାୱାର ପଏଣ୍ଟ ମାଧ୍ୟମ ରେ ଏଡ୍ସ ରୋଗର ଭୟାବହତା ସମ୍ପର୍କରେ ସଚେତିତ କରିଥିଲେ । ଯୁବ ରେଡକ୍ରସ୍ କାଉନସିଲର ଶ୍ରୀଯୁକ୍ତ ଏନ୍. ମୋହନ, ଜାତୀୟ ସେବା ଯୋଜନାର ପ୍ରୋଗ୍ରାମ ଅଫିସର ଅଧ୍ୟାପିକା ସୁଶ୍ରୀ ମୀନାକ୍ଷୀ ଦାସ , ଡ଼ ରମେଶ ଚନ୍ଦ୍ର ସେନାପତି,ଶ୍ରୀଯୁକ୍ତ ମୀନକେତନ ନାହାକ, ଡକ୍ଟର ଯଶୋବନ୍ତ ପନ୍, ଡ଼ ପ୍ରବୀର କେଶରୀ ପ୍ରଧାନ, ଡ଼ ଶ୍ରୀରାମ ମିଶ୍ର, ଗୌରାଙ୍ଗ ଚରଣ ପଟ୍ଟନାୟକ,ଶ୍ରାବଣୀ ଖଟାଇ, ଅନିଲ କୁମାର ସାହୁ, ପ୍ରସାଦ କୁମାର ବେହେରା,  କାର୍ଯ୍ୟକ୍ରମ ପରିଚାଳନା  କରିଥିଲେ।  ସଭା ଶେଷରେ ପୁରସ୍କାର ବିତରଣ କରା ଯାଇଥିଲା ।

News Comment

You Might Also Like

BACK TO TOP