Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ଗଜପତି ଜିଲ୍ଲା ରେ ଥିବା ଶ୍ରୀକୃଷ୍ଣ ଚନ୍ଦ୍ର ସ୍ୱୟଂ ଶାସିତ ମହାବିଦ୍ୟାଳୟ ରେ

01-Dec-2025

*ଶ୍ରୀକୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟରେ ବିଶ୍ୱ ଏଡସ୍ ଦିବସ ପାଳିତ*

          ଓଡିଶା ଜନ ମତ ବ୍ୟୁରୋ,

ଗଜପତି ଜିଲ୍ଲାର ଅଗ୍ରଣୀ ମହାବିଦ୍ୟାଳୟ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟରେ  ଯୁବ ରେଡକ୍ରସ ୟୁନିଟ୍ ତରଫରୁ `ବିଶ୍ୱ ଏଡସ୍ ଦିବସ` ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ରାଧାକାନ୍ତ ଭୂୟାଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି I ଏହି କାର୍ଯ୍ୟକ୍ରମରେ  ପ୍ରାଣୀ ବିଜ୍ଞାନ ବିଭାଗର ସହକାରୀ ପ୍ରଫେସର ସୁଶ୍ରୀ କାନନବାଳା ପାତ୍ର ମୁଖ୍ୟବକ୍ତା ରୂପେ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ଏଡସ୍ ରୋଗର ବିଭିନ୍ନ ଦିଗ ଓ ନିରାକରଣ ସମ୍ପର୍କରେ ସଚେତନ କରାଇଥିଲେ। ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ରାଧାକାନ୍ତ ଭୂୟାଁ ନିଜର ବକ୍ତବ୍ୟ ମାଧ୍ୟମାରେ "ବିଶ୍ୱ ଏଡସ୍ ଦିବସ" ପାଳନ କରିବାର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ଅଭିଭାଷଣ ପ୍ରଦାନ କରିଥିଲେ I ଏଥିସହ ସ୍ଵେଚ୍ଛାସେବୀମାନେ ହାତରେ ପ୍ଲାଗ ଧରି ସ୍ଲୋଗାନ ଗଜପତିଙ୍କ ରାଜପ୍ରସାଦ ପର୍ଯ୍ୟନ୍ତ ସହର ପରିକ୍ରମା କରିବା ସହ ଘର ଘର ବୁଲି ଏଡସ୍ ସଚେତନତାର ବାର୍ତ୍ତା ବାଣ୍ଟିଥିଲେ I କାର୍ଯ୍ୟକ୍ରମରେ ଯୁବ ରେଡକ୍ରସର ଜିଲ୍ଲା କନଭେନର ସେକ୍ରେଟାରୀ ଡକ୍ଟର ବିପ୍ଳବ ରଞ୍ଜନ ପ୍ରଧାନ ସ୍ଵାଗତ ଅଭିଭାଷଣ ପ୍ରଦାନ  କରିଥିଲେ I ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ଵ ଅର୍ଜନ କରିଥିବା ସ୍ଵେଚ୍ଛାସେବୀମାନଙ୍କୁ ଅତିଥି ମାନଙ୍କଦ୍ଵାରା ମାନପତ୍ର ଏବଂ ଟ୍ରଫି ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା I ଏହି କାର୍ଯ୍ୟକ୍ରମରେ ଯୁବ ରେଡ଼କ୍ରସ କାଉନସିଲର୍ସ  ଶ୍ରୀମତୀ ନିବେଦିତା ଶାସମଲ ଅତିଥି ପରିଚୟ ପ୍ରଦାନ, ଡ଼. ମାନସୀ ସାହୁକାର  ସଭାକୁ ସଂଯୋଜନା କରିଥିବା ବେଳେ କରିଥିବା ବେଳେ  ଶ୍ରୀ ଅଜୟ କୁମାର ରଇତ, ଏବଂ ଶ୍ରୀ ପଇତ ଶବର କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ I ପରିଶେଷରେ ସୁଶ୍ରୀ ଉର୍ମିଳା ବଡମୁଣ୍ଡି ଧନ୍ୟବାଦ ଅର୍ପଣ କରିଥିଲେ I

News Comment

You Might Also Like

BACK TO TOP