Breaking News

କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||      ଖଲ୍ଲିକୋଟ ନଗର କଂଗ୍ରେସ ସଭାପତି ହେଲେ ମନ ମଦନ ସାହୁ |   (11-Apr-2026)       ||      ବାଲିଗୁଡା ଆଦିବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ +2ଅନ ଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ଅନୁଷ୍ଠିତ |    (11-Apr-2026)       ||      ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର,   (11-Apr-2026)       ||      ବାର୍ଷିକ ବିବରଣୀ ପତ୍ର 2025-26ର ଅବଲୋକନ ଓ 2026-27ବର୍ଷ ପାଇଁ କାର୍ଯ୍ୟ ଯୋଜନା ପ୍ରସ୍ତୁତି କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||   (10-Apr-2026)       ||      ପୋଲସରା ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଅବସର ରେ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଅନୁଷ୍ଠିତ ||   (10-Apr-2026)       ||      ପଶ୍ଚିମ ଓଡ଼ିଶାର ସିନେକଳାକାର ମାନେ ତାରା ତାରିଣୀ ଙ୍କ ପୀଠରେ କଲେ ପୂଜାର୍ଚନା |   (09-Apr-2026)       ||      ଟିକାବାଲି ବ୍ଲକରେ ଲକ୍ଷାଧିକ ଟଙ୍କାରେ ନିର୍ମିତ ପାନୀୟ ଜଳ ପ୍ରକଳ୍ପ ଅଟକ |   (09-Apr-2026)       ||      ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ହତ୍ୟା ||   (07-Apr-2026)       ||      ନୂଆଗଡ ଗ୍ରାମରେ ଚୋରି ଘଟଣାରେ ସାତ ଜଣ ଗିରଫ ||   (07-Apr-2026)       ||      ରୁପା ବ୍ୟବସାୟୀ ଙ୍କଆକ୍ରମଣ କରି ତାଙ୍କଠାରୁ 7କେଜିର ରୁପା ବେଗ ଧରି ଛୁ ମାରିଲେ ଦୁଇ ଲୁଟେରା |    (06-Apr-2026)       ||      ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ -2026 ପାଳନ ||   (06-Apr-2026)       ||      ରକ୍ତ ଚାପ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର    (06-Apr-2026)       ||      କଳମ୍ବ ରେ ଦୁତୀୟ ପର୍ଯ୍ୟାୟ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ |   (06-Apr-2026)       ||     

ସରସ୍ବତୀ ଶିଶୁ ମନ୍ଦିର ରେ ବିଦ୍ୟାଳୟ ସ୍ତରୀୟ କ୍ରୀଡା ଉଛବ ଅନୁଷ୍ଠିତ ||

02-Dec-2025

ବିଦ୍ଯାଳୟ ସ୍ତରୀୟ କ୍ରୀଡା ଉଦଯାପିତ,

      ଓଡିଶା ଜନ ମତ ବ୍ୟୁରୋ, 

ପୁରୁଷୋତ୍ତମ ପୁର ବିଜ୍ଞାପିତ ଅଞ୍ଚଳ ରେ ସରସ୍ୱତୀ ଶିଶୁ ମନ୍ଦିରର ଏକବିଂଶତମ ବାର୍ଷିକ କ୍ରୀଡା ଉଦଯାପିତ ହୋଇଯାଇଅଛି । ପୁରୁଷୋତ୍ତମପୁର ବ୍ଲକ ଅଧ୍ଯକ୍ଷା ଶ୍ରୀମତୀ ପିଙ୍କି ବେହେରା ଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଆରମ୍ଭ କରିଥିଲେ। ଆଚାର୍ଯ୍ୟ ପ୍ରଣବ କୁମାର ଗୌଡ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିଲେ। ବକ୍ତା ଭାବରେ କନକାକ୍ଲଷ୍ଟର ସି. ଆର୍. ସି ଯୋଗ ଦେଇ ଛାତ୍ର ଜୀବନରେ କ୍ରୀଡାର ମହତ୍ତ୍ବ ସମ୍ବନ୍ଧରେ ବର୍ଣ୍ଣନା କରଥିଲେ। ପ୍ରଧାନ ଆଚାର୍ଯ୍ୟ କାର୍ଯ୍ୟକ୍ରମର ଆଭିମୁଖ୍ୟ ପ୍ରଦାନ କରିଥିଲେ। ବିଦ୍ଯାଳୟର ସହ ସମ୍ପାଦକ ଶ୍ରୀଯୁକ୍ତ ଅକ୍ଷୟ କୁମାର ବେହେରା ଓ ସମ୍ପାଦକ ଡଃ ସୁଶାନ୍ତ କୁମାର ବେହେରା କାର୍ଯ୍ୟକ୍ରମରେ ଯୋଗ ଦେଇ ଶିଶୁ ଭାଇ ଭଉଣୀମାନଙ୍କୁ ଉତ୍ସାହିତ କରିଥିଲେ। ଶାରୀରିକ ପ୍ରମୁଖ ଭଗବାନ ପାଢ଼ୀ କ୍ରୀଡାର ବିବରଣୀ ପଠନ କରିଥିଲେ। ତିନିଦିନ ଧରି ଚାଲିଥିବା କ୍ରୀଡାରେ ୫୬୮ଜଣ ଛାତ୍ରଛାତ୍ରୀ ବିଭିନ୍ନ ପ୍ରକାରର କ୍ରିଡାରେ ଅଂଶ ଗ୍ରହଣ କରିବା ସହ ୧ମ, ୨ୟ ଓ ୩ୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନେ ପ୍ରମାଣ ପତ୍ର ସହିତ ପୁରସ୍କାର ପ୍ରଦାନ କରିଥିଲେ। ଶିଶୁଙ୍କ ଦ୍ବାରା ଗୀତ ଓ ନ୍ରୁତ୍ଯ ମଧ୍ଯ ପରିବେଷଣ କରାଯାଇଥିଲା। କାର୍ଯ୍ୟକ୍ରମକୁ ଆଚାର୍ଯ୍ୟା ସୁନା ରାଣୀ ପାଳ ପରିଚାଳନା କରିଥିଲେ। ସମସ୍ତ ଗୁରୁଜୀ ଗୁରୁମା ଓ ପରିଚାଳନା ସମିତିର ସଦସ୍ଯ ସଦସ୍ଯ ମାନଙ୍କ ସହଯୋଗରେ କାର୍ଯ୍ୟକ୍ରମ ସଫଳ ହୋଇଥିଲା ।

News Comment

You Might Also Like

BACK TO TOP