Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

କୋଦଳା ଏନଏସି କାର୍ଯ୍ୟାଳୟ ପରିସରରେ ସାମ୍ବାଦିକ ଙ୍କୁ ଆକ୍ରମଣ ଘଟଣା, ତଦନ୍ତ ପାଈଁ ପିଡି ଆସି ମୁହଁ ଖୋଲିଲେ ନାହିଁ |

02-Dec-2025

କୋଦଳା ଏନଏସି କାର୍ଯ୍ଯାଳୟ ପରିସରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା,
ତଦନ୍ତ ପାଇଁ ଆସିଲେ ପିଡି ମୁହଁ ନ ଖୋଲି ଚାଲିଗଲେ,

 ଓଡିଶା ଜନ ମତ,କୋଦଳା, ସୂର୍ଯ୍ୟନାରାୟଣ ବଡୁ, ୦୨/୧୨/୨୦୨୫:

ଗଞ୍ଜାମ ଜିଲ୍ଲା କୋଦଳା ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟରେ ସାମ୍ବାଦିକ ଭଗବାନ ପାଢୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ କୋଦଳା ଥାନାରେ ରୁଜୁ ହୋଇଛି ମାମଲା। ପୋଲିସ ତନାଘନା ଜାରି ରଖିଛି, ଅଭିଯୁକ୍ତଙ୍କୁ ଗିରଫ କରିବାକୁ ପୋଲିସ ଖୋଜୁଛି, ହେଲେ ଅଭିଯୁକ୍ତ ମାନଙ୍କୁ ଗିରଫ କରାଯାଇପାରିନାହିଁ। ସେପଟେ କୋଦଳା ଏନଏସି କାର୍ଯ୍ଯାଳୟରୁ ସିସିଟିଭି ଫୁଟେଜ ଗାଏବ୍ ହୋଇଯାଇଥିବା ଜାଣିବାକୁ ମିଳିଛି ! ସିସିଟିଭି ଫୁଟେଜ ନଥିବାରୁ ତଦନ୍ତ ପ୍ରକ୍ରିୟାରେ ବାଧା ସୃଷ୍ଟି ହୋଇଛି ।ଖବର ପ୍ରକାଶ ପରେ ଘଟଣାକୁ ନେଇ ରାଜ୍ୟ ସରକାରଙ୍କ ଗୃହ ବିଭାଗ ଏକ୍ସ ମାଧ୍ୟମରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କୁ କାର୍ଯ୍ୟାନୁଷ୍ଠାନ ନେବାକୁ ଅବଗତ କରାଇଛନ୍ତି ।ମାମଲାକୁ ନେଇ ଗଞ୍ଜାମ ଜିଲ୍ଲା ଡୁଡା ପ୍ରକଳ୍ପ ନିର୍ଦ୍ଦେଶକ ସୁନୀଲ କୁମାର କେରକେଟା ମଙ୍ଗଳବାର କୋଦଳା ଏନଏସିରେ ପହଞ୍ଚି ତଦନ୍ତ କରିଛନ୍ତି। ଏନ ଏ ସି କାର୍ଯ୍ୟନିର୍ବାହୀ ଅଧିକାରୀ, ଅଧ୍ଯକ୍ଷଙ୍କ ସହିତ ଘଟଣା ସଂପର୍କରେ ଆଲୋଚନା କରିଛନ୍ତି। ତେବେ ଏନ ଏ ସି କାର୍ଯ୍ଯାଳୟ ପରିସରରେ ବହୁ ସାମ୍ବାଦିକ ଡୁଡା ପିଡିକୁଂ ଘଟଣା ସଂପର୍କରେ ପଚାରିବାରୁ ସେ ମୁହଁ ଖୋଲି ନାହାନ୍ତି। ତଦନ୍ତ ଚାଲିଥିବା କହି ସାମ୍ବାଦିକ ମାନଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ନଦେଇ ମୁହଁ ଆଡେଇ ଚାଲି ଯାଇଥିଲେ। ଯାହାକୁ ନେଇ ଅଧିକ ସନ୍ଦେହ ଘନୀଭୂତ ହୋଇଛି। ଡୁଡା ପିଡି ନିରପେକ୍ଷ ତଦନ୍ତ କରିବେ ନା ନିଜ କାର୍ଯ୍ୟାଳୟର କର୍ମଚାରୀଙ୍କୁ ସୁରକ୍ଷା ଦେବେ ସେ ନେଇ ଅଞ୍ଚଳବାସି ପ୍ରଶ୍ନ ଉଠାଇଛନ୍ତି।କିନ୍ତୁ ଡୁଡା ପିଡି ମହାଶୟ ଏନଏସି କାର୍ଯ୍ୟାଳୟ ରୁ ଅନ୍ୟ ରାସ୍ତା ଦେଇ କୋଦଳା ଥାନାକୁ ମଧ୍ୟ ଯାଇଥିବା ଦେଖିବାକୁ ମିଳିଛି। ସେପଟେ ମଂଗଳବାର ବହୁ ସାମ୍ବାଦିକ ପୁଣିଥରେ କୋଦଳା ଥାନାକୁ ଯାଇ ଥାନା ଅଧିକାରୀ ସୁବାଷ ଚନ୍ଦ୍ର ବେହେରାଙ୍କୁ ଭେଟି ତଦନ୍ତ ଓ କାର୍ଯ୍ଯାନୁଷ୍ଠାନ ନେଇ ବୁଝିଥିଲେ। ହାର୍ଡ ଡ଼ିସକ ସିଜ କରାଯାଇଛି,ଦୋଷୀକୁ ନିଶ୍ଚିତ ଗିରଫ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ଥାନା ଅଧିକାରୀ ଶ୍ରୀ ବେହେରା । ଅଧ୍ୟକ୍ଷ ସରକାରୀ ଦଳର ହୋଇ ଥିବାରୁ ଘଟଣାକୁ ଚପାଇ ଦେବାକୁ ଯୋଜନା ଚାଲିଥିବା ଏବଂ ଏଥିରେ ଖୋଦ୍ ଉପରିସ୍ଥ ଅଧିକାରୀ ସହଯୋଗ କରୁଥିବା ମନେ ହେଉଛି। ତୁରନ୍ତ ଅଭିଯୁକ୍ତଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନହେଲେ ଜିଲ୍ଲା ଏସପିଙ୍କ କାର୍ଯ୍ୟାଳୟରେ ଧାରଣା ଦେବାପାଇଁ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି।

News Comment

You Might Also Like

BACK TO TOP