Breaking News

ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||      ଆରପାରିରେ ଗଜନୀ ର ଖଳନାୟକ ତଥା ମହାଭାରତ ର ଅଶ୍ୱସ୍ତମା ପ୍ରଦୀପ ରାୱାତ |    (06-Aug-2026)       ||      ସ୍କୁଲ କାନ୍ଥ ଭୁଷୁଡ଼ି 2ଛାତ୍ର ଗୁରତର , ମେଡିକାଲ ରେ ଚିକିତ୍ସିତ |   (06-Aug-2026)       ||      ଖଡ଼ିଆଳ ରାଜସ୍ବ ସହାୟକ ଙ୍କ ଉପରେ ତୁରନ୍ତ କାର୍ଯ୍ୟନୁଷ୍ଠାନ ନେଲେ ଜିଲ୍ଲା ପାଳ ||   (06-Aug-2026)       ||      ଭାରତ ରେ ଅଛି ଅଜବ ଗାଁ ଯେଉଁଠି ମହିଳା ମାନେ ପାଞ୍ଚଦିନ ଲୁଗା ପନ୍ଧନ୍ତି ନାହିଁ ||   (06-Aug-2026)       ||      କବିସୂର୍ଯ୍ୟ ନଗର ର ପୂର୍ବତନ ବିଧୟିକା ଙ୍କ ସ୍ମୃତିରେ ରକ୍ତଦାନ ଶିବିର ଅନୁଷ୍ଠିତ |    (06-Aug-2026)       ||      ରାଜ୍ୟ ଓଷ୍ଟା ସଙ୍ଘ ପକ୍ଷରୁ ପ୍ରତିବାଦ ସଭା |   (06-Aug-2026)       ||      ଭୟା ଭୟ ଅଗ୍ନି କାଣ୍ଡରେ କେଶପୁର ବଜାର ରେ ଜଳିଗଲା 4ଗୋଟି ଦୋକାନ |    (06-Aug-2026)       ||      କାନ୍ଧୁଣିଦେବୀ ଙ୍କୁ ଦର୍ଶନ କରି ଫେରିଲେ ମହାମହିମ ରାଷ୍ଟ୍ରପତି |   (05-Aug-2026)       ||      ଭୂମିହୀନ ଙ୍କୁ ଜମି ପଟା ଶିକ୍ଷା ଓ ସୁବିଧା ଦାବିରେ ସ୍ଵାସ୍ତ୍ୟ ଆଇଆରଳ ବୈଠକ |    (05-Aug-2026)       ||      ଖରିପଡ଼ିଆ କୋର କୋରା ରାସ୍ତାରେ 4ଫୁଟ ଉଚର ବନ୍ୟାଜଳ ପ୍ରବାହିତ |    (05-Aug-2026)       ||      ଟ୍ରାଫିକ ସମସ୍ୟା ଯୋଗୁଁ ବାଲିମେଳା ଦୈନିକ ବଜାର ରେ ଯାତ୍ରୀ ହନ୍ତସନ୍ତ |   (05-Aug-2026)       ||      ରାଷ୍ଟ୍ରପତି ଙ୍କ ଭବନ ରେ ଶୋଭା ପାଇବ ତିନି ରଥର ତିନି ଚକ, ସମ୍ମତି ଦେଲେ ମହାମହିମ |    (05-Aug-2026)       ||     

ଜଣେ ଯୁବକ କୁ ମରଣା ନ୍ତକ ଆକ୍ରମଣ ରେ ତିନି ଅଭିଯୁକ୍ତ ଗିରଫ|

03-Dec-2025

ବେଲଗୁଣ୍ଠା ଥାନା ଅନ୍ତର୍ଗତ ସୁତୁମୁସର ଗ୍ରାମରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ;  ତିନି ଅଭିଯୁକ୍ତ ଗିରଫ।

ଓଡିଶା ଜନ ମତ, ବ୍ରହ୍ମ ପୁର, କୈଳାଶ ଚନ୍ଦ୍ର ଚୌଧୁରୀ,

ବେଲଗୁଣ୍ଠା ଥାନା ଅନ୍ତର୍ଗତ ସୁତୁମୁସର ଗ୍ରାମରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ  ମାମଲାରେ ବେଲଗୁଣ୍ଠା ପୋଲିସ୍ ସେହି ଗ୍ରାମର ତିନି ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି I ସୂଚନା ପ୍ରକାରେ ସୁତୁମୁସର ଗ୍ରାମର ଯୁଗଳ ବିଷୋୟୀ (୩୨) ମଙ୍ଗଳବାର ଦିନ ଅପରାହ୍ଣ ତିନି ଘଣ୍ଟା ତିରିଶି ମିନିଟ୍ ସମୟରେ କିଛି ଜିନିଷ କିଣିବା ପାଇଁ ବେଲଗୁଣ୍ଠା ଯାଉଥିବା ବେଳେ ସୁତୁମୁସର ଗ୍ରାମର ଟୁଟୁ ଦଳେଇ ତାଙ୍କର ଦୁଇ ପୁଅ ବିନୋଦ ଦଳେଇ ଏବଂ ବିଘ୍ନ ଦଳେଇ ଯୁଗଳଙ୍କୁ ଅଶ୍ରାବ୍ୟ ଭାଷାରେ ଗାଳି କରିବା ସହିତ ତାଙ୍କୁ ମିଳିତ ଆକ୍ରମଣ କରିଥିଲେ I ସେମାନେ ତାଙ୍କ ମୁଣ୍ଡ,ଛାତି, ମୁହଁକୁ ଆଘାତ କରିବା ସହିତ ତଣ୍ଟିକୁ ମଧ୍ୟ ଚିପିଥିଲେ I ଏନେଇ ଯୁଗଳ ବେଲଗୁଣ୍ଠା ଥାନାରେ ଅଭିଯୋଗ କରିବା ପରେ  ଏତାଲାକୁ ଭିତ୍ତିକରି ବେଲଗୁଣ୍ଠା ଥାନାରେ ୫୮୮/୨୫ ରେ ଏକ ମାମଲା ରୁଜୁ କରିବା ସହ ଗତକାଲି ରାତିରେ ଅଭିଯୁକ୍ତ ଟୁଟୁ, ବିନୋଦ ଏବଂ ବିଘ୍ନକୁ ଉଠାଇ ଆଣି ଯେରା କରିବା ପରେ ଆଜି ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଥିବା ବେଲଗୁଣ୍ଠା ଥାନା ଅଧିକାରୀ ରେବତୀ ଶବର ସୁଚନା ଦେଇଛନ୍ତି I

News Comment

You Might Also Like

BACK TO TOP